• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଗ୍ରତ ଓଡିଶା ପକ୍ଷରୁ ଔଷଧୀୟ ବୃକ୍ଷ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 22, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜାଗ୍ରତ ଓଡିଶା ପକ୍ଷରୁ ଔଷଧୀୟ ବୃକ୍ଷ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

୨୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଗ୍ରାମାଞ୍ଚଳରେ ଔଷଧୀୟ ଚାଷକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଦୁର୍ଗମ ଗାଁ ଓ ଉଜୁଡିଯାଇଥିବା ଜଙ୍ଗଲରେ ଏହି ଔଷଧୀୟ ବୃକ୍ଷ ଚାଷ କରାଯାଉଛି ଏଥିପାଇଁ ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ ଗାଁ ରେ ଲୋକଙ୍କୁ ସଚେତନ କରାଯାଉଛି। ଔଷଧୀୟ ବୃକ୍ଷ ଏବେ ଚାହିଦା ବୃଦ୍ଧି କାରଣରୁ ଅର୍ଥ ରୋଜଗାର କରିବାର ବାଟ ଫିଟିଛି। ଜୀବନଜୀବିକାର ରାହା ପାଲଟିଛି। ଏବେ ଅର୍ଥକାରୀ ଫସଲ ଭାବେ ନିଆଯାଇପାରୁଛି। ଏହି ଅବସରରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଔଷଧୀୟ ବୃକ୍ଷ ରୋପଣ ବୋର୍ଡ଼ ସଭାଗିତାରେ ଜାଗ୍ରତ ଓଡିଶା ପକ୍ଷରୁ ବୁଧବାର କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡିର ଶିବମନ୍ଦିର ସାହି ସଭାଗୃହ ପରିସର ମଧ୍ୟରେ ଔଷଧୀୟ ବୃକ୍ଷ ଅଶ୍ଵଗନ୍ଧା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।

ଏହାକୁ ଜାଗ୍ରତ ଓଡିଶାର ସମ୍ପାଦକ ଉମେଶ ଚନ୍ଦ୍ର ବରାଳ ପରିଚାଳନା କରିଥିବା ବେକେ ରିସର୍ସ ପର୍ସନ ଭାବେ ଆୟୁର୍ବେଦିକ କବିରାଜ ତଥା ପରିବେଶବିତ ଜେଠୁ ଭୋଇ ଲୋକଙ୍କୁ ତାଲିମ ପ୍ରଦାନ କରିଥିଲେ।ଏଥିରେ ଜାଗ୍ରତ ଓଡିଶାର ଉପଦେଷ୍ଟା ଐଶ୍ୱରୀୟା ବରାଳ ଏବଂ ସତ୍ୟଜିତ ସାମଲ ପରିଚାଳନା କରିଥିଲେ । ଗ୍ରାମର ଯୁବ ଚାଷୀ ପରମେ ପ୍ରଧାନ, ସାନ୍ଦୁରା ପ୍ରଧାନ, ଅମରେନ୍ଦ୍ର ପ୍ରଧାନ, ନଟବର ପ୍ରଧାନ, ମନୋଜ ପ୍ରଧାନ,କେ.ମନବୋଧ ନାୟକ, ଉଠାଣ ସିଂ, ରାଜେଶ ସାହୁ, ଅଶୋକ ବେହେରାଙ୍କ ସମେତ ଶତାଧିକ ଚାଷୀ ଯୋଗଦେଇଥିଲେ। ତେବେ ଔଷଧୀୟ ବୃକ୍ଷ ମଧ୍ୟରେ ଅଶ୍ଵଗନ୍ଧା ର ଫାଇଦା ଓ ମାନବ ର ରୋଗ କୁ ଆରୋଗ୍ୟ କରିପାରୁଥିବା ଏହି ଅଶ୍ଵଗନ୍ଧା ର କି ଗୁଣ ଓ ସେଥିରେ ରହିଥିବା ଉପାଦାନ ସମ୍ପର୍କରେ କୁହାଯାଇଥିଲା ।

ସେହିପରି ଉକ୍ତ ବୃକ୍ଷ କୁ କିଭଳି ଜାଣିପାରିବ ଓ ଚାଷ ପ୍ରଣାଳୀ ଓ ସରକାରଙ୍କ ରହିଥିବା ବିଭିନ୍ନ ସୁବିଧା ସମ୍ପର୍କରେ ପରାମର୍ଶ ଦିଆଯାଇଥିଲା । ଆଜିର ଦିନରେ ବିଭିନ୍ନ ରୋଗର କାରଣ ଓ ଏହାର ନିରାକରଣ ସହ ଆୟୁର୍ବେଦିକ ର ଫାଇଦା ସମ୍ପର୍କରେ କୁହାଯାଇଥିଲା  l ଏହି ଚାଷ ପାଇଁ ଚାଷୀଙ୍କୁ ସରକାରଙ୍କ ଔଷଧୀୟ ବୃକ୍ଷ ରୋପଣ ବୋର୍ଡ ପକ୍ଷରୁ ରହିଥିବା ସମସ୍ତ ସୁବିଧା ସମ୍ପର୍କରେ କୁହାଯିବା ସହ ଏଥିରୁ କିଭଳି ଅଧିକା ରୋଜଗାର ହୋଇପାରିବ ଓ ଅଶଗନ୍ଧାର ଚେର, ମୂଳ, ପତ୍ରରେ ରହିଥିବା ଔଷଧୀୟ ଗୁଣ ତଥା ଥାଇରଡ଼, ଆଞ୍ଜାଇଟ୍ସ, କୋଲଷ୍ଟ୍ରୋଲ ନିୟନ୍ତ୍ରଣ, ଅନିଦ୍ରା ଦୂର, ରକ୍ତଚାପ ନିୟନ୍ତ୍ରଣ, ରୋଗପ୍ରତିଷେଧକ ବୃଦ୍ଧି ଆଦି ବହୁ ରୋଗର ନିରାକରଣ ହୋଇପାରିବ ବୋଲି ପରାମର୍ଶ ଦିଆଯାଇଥିଲା  l ଏବେ ଅଶ୍ୱଗନ୍ଧାର ବଜାରରେ ପ୍ରଚୁର ମାତ୍ରାରେ ଚାହିଦା ରହିଥିବାରୁ ଚାଷୀ ଏଥିରୁ ଆର୍ଥିକ ଫାଇଦା ପାଇପାରିବେ ବୋଲି ପରାମର୍ଶ ଦିଆଯାଇଥିଲା । ଏଥିସହ ଜାଗ୍ରତ ଓଡିଶା ପକ୍ଷରୁ ଅଶ୍ୱଗନ୍ଧାର କିଛି ଚାରା ମଧ୍ୟ ବଣ୍ଟନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version