• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାସ୍ତା ଓ ସେତୁ କାର୍ଯ୍ୟ ବିଳମ୍ବ ନେଇ ବିଧାନସଭାରେ ସ୍ୱର ଉଠାଇଲେ – ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
August 22, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାସ୍ତା ଓ ସେତୁ କାର୍ଯ୍ୟ ବିଳମ୍ବ ନେଇ ବିଧାନସଭାରେ ସ୍ୱର ଉଠାଇଲେ – ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

ଜନସାଧାରଣ ଙ୍କ ମୁହଁରେ ଗୋଟିଏ କଥା ଏଭଳି ବିଧାୟକ ପାଇ ଆମେ ଗର୍ବିତ

୨୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ବିକାଶ ମୂଳକ କାର୍ଯ୍ୟ ତ୍ବରାନ୍ବିତ ପାଇଁ ବିଧାନସଭାରେ ସ୍ୱର ଉଠାଇ ଚର୍ଚ୍ଚାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ଯାହାକୁ ନେଇ ଦଶପଲ୍ଲା ବିଧାୟକ ଙ୍କ ପ୍ରତି ଜନସାଧରଣଙ୍କର ରହିଛି ଅକୁଣ୍ଠ ଭଲ ପାଇବା।ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସୋରଡ଼ା ଠାରୁ ଜଗନ୍ନାଥପ୍ରସାଦ ରାସ୍ତାର ବ୍ରିଜ୍ ନିର୍ମାଣ ୩ ବର୍ଷ ହେଲା ବିଳମ୍ବକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ଏବଂ ଅଞ୍ଚଳବାସୀ ୫୭ ଜାତୀୟ ରାଜପଥ ସୋରଡ଼ା ଠାରେ ୩ ଥର ରାସ୍ତା ଅବରୋଧ କରିଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ଶେଷ ନହେବାରୁ ଲୋକମାନେ ଯାତାୟତରେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି । ଏ ସମସ୍ୟା ବିଷୟ ବିଧାୟକଙ୍କୁ ଗତ ସମିତି ବୈଠକରେ ଲୋକପ୍ରତିନିଧି ମାନେ ଦୃଷ୍ଟି ଆକର୍ଷଣ କରିଥିଲେ ।

ଏନେଇ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଦୁରାଙ୍ଗ ଠାରୁ କୋସଳାଙ୍ଗ ଭାୟl ଜିଗିନିପଡ଼ା PMGSY ରାସ୍ତା ଓ ସୋରଡ଼ା ଗ୍ରାମପଞ୍ଚାୟତ ଅଧୀନରେ ଥିବା ବେଲପା ନାଳ ଉପରେ ନିର୍ମାଣଧିନ ସେତୁ ଓ ସଲଗ୍ନ ରାସ୍ତାର ନିର୍ମାଣ କାର୍ଯ୍ୟ କେବେ ସୁଦ୍ଧା ଶେଷ କରିବା ପାଇଁ ଚୁକ୍ତିନାମା କରାଯାଇଥିଲା ଓ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମାପ୍ତ ନହେବାରୁ କେବେ ପର୍ଯ୍ୟନ୍ତ ସମୟକୁ ପୂର୍ଣ୍ଣବର୍ଧିତ କରାଯାଇଛି ଏବଂ କାର୍ଯ୍ୟର ଅହେତୁକ ବିଳମ୍ବ ହେତୁ କାର୍ଯ୍ୟାଦେଶକୁ ବାତିଲି କରିବା ପାଇଁ ଜିଲ୍ଲା ସ୍ତରରୁ ଆସିଥିବା ପ୍ରସ୍ତାବକୁ ଗ୍ରହଣ କରାଯାଇ ପୁନଃ ଟେଣ୍ଡର ମାଧ୍ୟମରେ ଅବଶିଷ୍ଟ କାର୍ଯ୍ୟକୁ ସମ୍ପୂର୍ଣ କରିବା ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରଶ୍ନ କରିଥିଲେ ।

ଏହି ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ମୁଦୁରାଙ୍ଗ ଠାରୁ କୋଷଳାଙ୍ଗ ଭାୟା ଜିଗିନିପଡ଼ା ରାସ୍ତାର ଅବଧି ୦୭/୦୩/୨୩ ଓ ବେଲପା ନାଳ ଉପରେ ନିର୍ମାଣ ଧିନ ସେତୁ ଓ ସଲଗ୍ନ ରାସ୍ତାର ନିର୍ମାଣ କାର୍ଯ୍ୟ ୨୪/୦୮/୨୨ ସୁଦ୍ଧା ଶେଷ କରିବା ପାଇଁ ଚୁକ୍ତିନାମା କରାଯାଇଥିଲା । କିନ୍ତୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାପ୍ତ ନହେବାରୁ ଉଭୟ କାର୍ଯ୍ୟ ପାଇଁ ୩୦/୦୯/୨୪ ପର୍ଯ୍ୟନ୍ତ ସମୟସୀମା କୁ ପୁନହ ବର୍ଦ୍ଧିତ କରାଯାଇଅଛି । ଯଦି ପୁନଃ ବର୍ଦ୍ଧିତ ସମୟସୀମା ମଧ୍ୟରେ କାର୍ଯ୍ୟ ସମାପ୍ତ ହୋଇ ନ ପାରିଲେ, ଚୁକ୍ତିନାମାର ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version