• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଓ ଏସ ଆର ଟିସି ନୋଡାଲ କମିଟି ବୈଠକ 

Proprietor Abhimanyu Maharana by Proprietor Abhimanyu Maharana
August 22, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଜିଲ୍ଲାସ୍ତରୀୟ ଓ ଏସ ଆର ଟିସି ନୋଡାଲ କମିଟି ବୈଠକ 
Share on FacebookShare on TwitterWhatsapp

କଳାହାଣ୍ଡି , ଶୃଙ୍ଖଳିତ ଓ ଲୋକାଭିମୁଖି ହେବ ପରିବହନ ବ୍ୟବସ୍ଥା
 
୨୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି  :-> କଳାହାଣ୍ଡି ଜିଲ୍ଲାର ଗ୍ରାମାଞ୍ଚଳରେ ମୁଖ୍ୟମନ୍ତ୍ରୀ ବସ ସେବା ଦ୍ୱାରା ବସ ଚଳାଚଳ ସମସ୍ୟାର ସମାଧାନ କରାଯିବ। ଜିଲ୍ଲାର ଦୁର୍ଗମ ଅଞ୍ଚଳରେ ବସ ସେବା ପହଞ୍ଚାଇବା, ବାଦ ପଡ଼ିଥିବା ରୁଟ୍ ଗୁଡିକୁ ଚିହ୍ନଟ କରି ବସ ସେବା ଯୋଗାଇଦେବା ସହିତ ଜିଲ୍ଲାର ସମସ୍ତ ବ୍ଲକ ସହିତ ରାଜ୍ୟ ଓ ରାଜ୍ୟ ବାହାରର ଗୁରୁତ୍ୱପୂର୍ଣ୍ଣ ସହରଗୁଡିକୁ ବସ ସେବା ଉପଲବ୍ଧ କରାଇବାକୁ ରାଜ୍ୟ ସଡ଼କ ଓ ପରିବହନ ବିଭାଗ ଉଦ୍ୟମ ଜାରି ରଖିଛନ୍ତି। ଏ ଦିଗରେ ଜିଲ୍ଲା ଓ ବ୍ଲକ ପ୍ରଶାସନ, ଜନ ପ୍ରତିନିଧି, ଘରୋଇ ବସ ମାଲିକ ସଙ୍ଘ, ବୁଦ୍ଧିଜୀବୀଙ୍କ ମତକୁ ଗ୍ରହଣ କରାଯିବ ଏବଂ ରାଜ୍ୟସ୍ତରୀୟ ବୈଠକରେ ଅନୁମୋଦନ କରାଯିବ। ସେହିପରି ଦୂରଦୁରାନ୍ତରରୁ ଯାତ୍ରା କରୁଥିବା ମହିଳା ଓ ଛାତ୍ରୀମାନେ ମୁଖ୍ୟମନ୍ତ୍ରୀ ବସ ସେବା ଦ୍ୱାରା ଅଳ୍ପ ଖର୍ଚ୍ଚରେ ଯାତାୟତ ସୁବିଧା ପାଉଥିବାରୁ ଜିଲ୍ଲାର ବାଦ ପଡ଼ିଥିବା ଅଞ୍ଚଳକୁ ଏଥିରେ ସାମିଲ କରାଯିବ କିମ୍ବା ବସସେବା ଓ ରୁଟକୁ ପରିବର୍ଦ୍ଧିତ କରାଯିବ ବୋଲି କଳାହାଣ୍ଡି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଓଏସଆରଟିସି ନୋଡାଲ କମିଟି ବୈଠକରେ ମତ ପ୍ରକାଶ ପାଇଛି।

ବୈଠକରେ ରାଜ୍ୟ ସଡ଼କ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ ଯୋଗଦେଇ ଜିଲ୍ଲାର ବସ ଚଳାଚଳକୁ ନେଇ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଜିଲ୍ଲାପାଳ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଅତିରିକ୍ତ ଜିଲ୍ଲାପାଳ ତଥା ମୁଖ୍ୟମନ୍ତ୍ରୀ ବସସେବା ନୋଡାଲ ଅଫିସର ତନ୍ମୟ ଦରୱାନ, ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର, ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ, ଭବାନୀପାଟଣା ପୌର ନିର୍ବାହୀ ଅଧିକାରୀ ଡ. ସତ୍ୟ ସମ୍ପର୍ଣ୍ଣା ରାଉତ, ଲୋକସଭା ସାଂସଦଙ୍କ ପ୍ରତିନିଧି ଅନିଲ କୁମାର ନନ୍ଦ, ଧର୍ମଗଡ଼ ବିଧାୟକଙ୍କ ପ୍ରତିନିଧି ହିମାଂଶୁ ପଣ୍ଡା, ନର୍ଲା ବିଧାୟିକାଙ୍କ ପ୍ରତିନିଧି ଭାବେ ଡ. ଭବାନୀ ଶଙ୍କର ନିଆଲ, ଲାଞ୍ଜିଗଡ ବିଧାୟକଙ୍କ ପ୍ରତିନିଧି ଋତୁରାଜ ମାଝୀ,

ଭବାନୀପାଟଣା ବିଧାୟକଙ୍କ ପ୍ରତିନିଧି, ଜୁନାଗଡ଼ ବିଧାୟକଙ୍କ ପ୍ରତିନିଧି, ନାଗରିକ ପ୍ରତିନିଧି ଡ. ଉମେଶ ଚନ୍ଦ୍ର ଶତପଥି, ମିଶନଶକ୍ତି ପ୍ରତିନିଧି ମାଧୁରୀ ସାହୁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। କଳାହାଣ୍ଡି ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ସଭାପତି ପ୍ରବୋଧ ରଥଙ୍କ ନେତୃତ୍ୱରେ ଅନ୍ୟାନ୍ୟ କର୍ମକର୍ତ୍ତା ବୈଠକରେ ସାମିଲ ହୋଇଥିଲେ। ସେହିପରି ଲୋକଙ୍କ ଦାବି ଓ ଅଭିଯୋଗ ଆଧାରରେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ଗୋଲାମୁଣ୍ଡା ବିଡିଓ ଶ୍ରୀଧର ପଣ୍ଡା, ଜୁନାଗଡ଼ ବିଡିଓ ଦେବାଶିଷ କର, ଥୁଆମୂଳ ରାମପୁର ବିଡିଓ ଦ୍ଵିତୀଚନ୍ଦ୍ର ମାଝୀ, କଲମପୁର ବିଡିଓ, ଭବାନୀପାଟଣା ବିଡିଓ ଚନ୍ଦନ କୁମାର ଭୋଇ ବିଭିନ୍ନ ପ୍ରସ୍ତାବମାନ ଦେଇଥିଲେ ।

ଏପରିକି ଜିଲ୍ଲାର ଲାଞ୍ଜିଗଡ ଓ ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳକୁ ବସସେବା ଯୋଗାଇଦେବା ଉପରେ ଜିଲ୍ଲା ପ୍ରଶାସନ ଗୁରୁତ୍ବ ଦେବ ବୋଲି ଜିଲ୍ଲାପାଳ ନିଜ ବକ୍ତବ୍ୟରେ କହିଥିଲେ। ସେହିପରି ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ବସ ଚଳାଚଳ ସମ୍ପର୍କିତ ମୋବାଇଲ ଆପ ତିଆରି କରିବା, ଜିପିଏସ ସହିତ ରହଣୀ ସମ୍ପର୍କିତ ସ୍ୱୟଂକ୍ରିୟ ଘୋଷଣା ବ୍ୟବସ୍ଥା ଆପଣେଇବାକୁ ପ୍ରସ୍ତାବ ଦେଇଥିଲେ। ବୈଠକ ପ୍ରାରମ୍ଭରେ ଓଏସଆରଟିସି ତଥା ଆମ ବସଷ୍ଟାଣ୍ଡ ଜିଲ୍ଲା ପ୍ରବନ୍ଧକ ସ୍ବଦେଶ କୁମାର ପାତ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସାମୁହିକ ଧନ୍ୟବାଦ ଅର୍ପଣ କରିଥିଲେ। ଏବି ବୈଠକରେ ଡିପୋ ଇନଚାର୍ଜ ଶ୍ୱାସତ ପ୍ରଧାନ, ଜିଲ୍ଲାର ୧୩ଟି ବ୍ଲକ ର ସୁପରଭାଇଜର ଏବଂ ଅପରେଟର ରାଜେଶ ଦାସ ଓ ଦୀପକ ନିଆଲ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version