• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭିନ୍ନ ସମସ୍ୟା ଉପରେ ବିଧାନ ସଭାରେ ସ୍ୱର ଉଠାଇଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
August 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବିଭିନ୍ନ ସମସ୍ୟା ଉପରେ ବିଧାନ ସଭାରେ ସ୍ୱର ଉଠାଇଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୨୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ  :->  ବିଭିନ୍ନ ସମସ୍ୟା ଉପରେ ବିଧାନ ସଭାରେ ସ୍ୱର ଉଠାଇଛନ୍ତି ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଗୃହ ଓ ମଣ୍ଡି ଗୁଡିକରେ ଆନୁଷଙ୍ଗିକ ବ୍ୟବସ୍ଥା ,ଦୀର୍ଘ ବର୍ଷ ହେବ ବସବାସ କରୁଥିବା ଅଧିବାସୀ ମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ , ନୂଆଗାଁ ବ୍ଲକ୍ ଉଦୟପୁର ପଞ୍ଚାୟତ ର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଝରିଆ ଖାଲ , ରାଜସ୍ବ ଗ୍ରାମ କୁ ବିଦ୍ୟୁତ୍ ଯୋଗାଣ ହୋଇନଥିବା ଉପରେ ବିଧାନସଭା ଉପରେ ପ୍ରଶ୍ନ କରିଥିଲେ ଦଶପଲ୍ଲା ବିଧାୟକ। ବିଭାଗୀୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ନିଜ ଉତ୍ତରରେ କହିଥିଲେ ଦଶପଲ୍ଲା ,ନୂଆଗାଁ ଏବଂ ଗଣିଆ ବ୍ଲକ୍ ଅଧୀନରେ ଥିବା ପ୍ରାଥମିକ କୃଷି ସମବାୟ ସମିତି ଗୁଡ଼ିକର ନିଜସ୍ଵ କାର୍ଯ୍ୟାଳୟ ଗୃହ ଓ ମଣ୍ଡି ଗୁଡିକରେ ଆବଶ୍ୟକୀୟ ଭିତ୍ତି ଭୂମି ଗୃହ ଓ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ନିଜସ୍ଵ ଜମିଥିବା ସମିତି ଗୁଡ଼ିକୁ ପର୍ଯ୍ୟାୟ କ୍ରମେ ସହାୟତା ଦିଆଯାଉଅଛି।

ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ନୂଆଗାଁ ତହସିଲ ଅଧିନରେ ଥିବା ନୂଆଗାଁ ପଞ୍ଚାୟତ ଖାଲମଡା ଗ୍ରାମ ପତର ସାହି , ବାହାଡ ଝୋଲା ପଞ୍ଚାୟତର ବଡ଼ସାହି ,ମାଳିସାହି ପଞ୍ଚାୟତର ଖଙ୍ଗୁରି , ସାନ ହାମରା ବସବାସ କରୁଥିବା ଲୋକମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ନିମନ୍ତେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ,୦୭/୦୮/୨୦୨୪ ରିଖ ମୁତାବକ ସର୍ଭେ କରାଯାଇ ବସୁନ୍ଧରା ଯୋଜନାରେ ପଟ୍ଟା ଦେବାପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଅଛି ବୋଲି କହିଥିଲେ।

ସେହିପରି ଉଦୟପୁର ପଞ୍ଚାୟତ ରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ , ଝରିଆ ଖାଲ କେବେ ନିର୍ମାଣ ହେବ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଇବର୍ଷ ମଧ୍ୟରେ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କହିଥିଲେ। ବିଦ୍ୟୁତ୍ ଯୋଗାଣ ହୋଇନଥିବା ସମ୍ପର୍କରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଟିପିଶିଓଡ଼ିଏଲ୍ ଙ୍କ ତଥ୍ୟ ଅନୁସାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନୂଆଗାଁ ବ୍ଲକର ସମସ୍ତ ରାଜସ୍ବ ଗ୍ରାମ କୁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କର ଯୋଜନାରେ ବିଦ୍ୟୁତ୍ ସଂଯୋଗ କରାଯାଇଅଛି।ବଳକା ଥିବା ବାସଗୃହ ଗୁଡ଼ିକୁ ରାଜ୍ୟ ସରକାରଙ୍କ ଯୋଜନାରେ ସେପ୍ଟେମ୍ବର ୨୦୨୪ ସୁଦ୍ଧା ବିଦ୍ୟୁତ୍ ଯୋଗାଣ କରାଯିବ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version