• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରତ୍ନଭଣ୍ଡାର ରୁ ସ୍ଥାନାନ୍ତର ହେଲା ଖାଲି ସିନ୍ଦୁକ ଓ ଆଲମିରା

Proprietor Abhimanyu Maharana by Proprietor Abhimanyu Maharana
August 24, 2024
in ଓଡ଼ିଶା, ପୁରୀ, ହୋମ୍
0
ରତ୍ନଭଣ୍ଡାର ରୁ ସ୍ଥାନାନ୍ତର ହେଲା ଖାଲି ସିନ୍ଦୁକ ଓ ଆଲମିରା
Share on FacebookShare on TwitterWhatsapp

୨୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ, ଆଜି ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ ହୋଇଛି । ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏଥିପାଇଁ ଗଠିତ କମିଟି ସଦସ୍ୟମାନେ ପାରମ୍ପରିକ ବସ୍ତ୍ର ପରିଧାନ କରି ନିର୍ଦ୍ଧାରିତ ସମୟ ଦିନ 2ଟା ବେଳେ ରତ୍ନଭଣ୍ଡାରକୁ ପ୍ରବେଶ କରିବା ସହ ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ କରିଥିଲେ । ଅପରାହ୍ନ 4ଟା 50 ମିନିଟ୍ ସମୟରେ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଥିଲା ।

ଏହାପରେ ମାର୍ଗଦର୍ଶିକା (SOP) ଅନୁସାରେ ଉଭୟ ଭିତର ତଥା ବାହାର ରତ୍ନଭଣ୍ଡାରକୁ ସିଲ୍ କରାଯାଇଥିଲା। ସେହିପରି ଖାଲି ଆଲମିରା ଏବଂ ସିନ୍ଦୁକ ରଖାଯାଇଥିବା ଗୃହକୁ ମଧ୍ୟ ତାଲା ପକାଯାଇ ସିଲ୍ ବନ୍ଦ କରାଯାଇଛି । ଭିତର ରତ୍ନଭଣ୍ଡାରର ଦୁଇଟି ଯାକ ତାଲାର ଚାବିକୁ ପୁନର୍ବାର ଜିଲ୍ଲା ଟ୍ରେଜେରୀରେ ରଖାଯିବ । ରତ୍ନଭଣ୍ଡାର ସମ୍ପର୍କିତ ଗୁରୁତ୍ବପୂର୍ଣ କାର୍ଯ୍ୟକୁ ନଜରରେ ରଖି ଆଜି ପାଇଁ ବିଶେଷ ନୀତି ନିର୍ଘଣ୍ଟ ହୋଇଥିଲା । ଆଜି ରାତ୍ର 2ଟା 40ରେ ଦ୍ବାର ଫିଟା ଅନୁଷ୍ଠିତ ହୋଇଥିଲା । ନିଜେ ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ଦ୍ବାରଫିଟା ସମୟରେ ଉପସ୍ଥିତ ରହି ନୀତି ତ୍ବରାନ୍ବିତ କରିଥିଲେ ।

ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ସମସ୍ତ ନୀତି ସମ୍ପାଦନ ହେବା ପରେ ଦିବା ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ସମଗ୍ର ପ୍ରକ୍ରିୟା ସୁରୁଖୁରୁରେ ସମ୍ପାଦିତ ହୋଇଥିବା ବେଳେ ଏଥିରେ ସହଯୋଗ ପାଇଁ ପରିଚାଳନା କମିଟି ସଦସ୍ୟ, ରତ୍ନଭଣ୍ଡାର ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ସଦସ୍ୟ, ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ଓ ଜିଲ୍ଲା ତଥା ପୁଲିସ୍ ପ୍ରଶାସନ ଏବଂ ଗଣମାଧ୍ୟମ ବନ୍ଧୁମାନଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଛନ୍ତି ମୁଖ୍ୟ ପ୍ରଶାସକ । ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଂକାର ଏବଂ ମୂଲ୍ଯବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version