• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗତସିଂହପୁର ଜିଲ୍ଲା ବିରିଡି ତହସିଲ : 8 ଟି ବେଆଇନ ବାଲି ବୋଝେଇ ଟ୍ରକ ଓ ହାଇଓ୍ୱା ଜବତ

Proprietor Abhimanyu Maharana by Proprietor Abhimanyu Maharana
August 24, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଜଗତସିଂହପୁର ଜିଲ୍ଲା ବିରିଡି ତହସିଲ : 8 ଟି ବେଆଇନ ବାଲି ବୋଝେଇ ଟ୍ରକ ଓ ହାଇଓ୍ୱା ଜବତ
Share on FacebookShare on TwitterWhatsapp

୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :-> ଜଗତସିଂହପୁର ଜିଲ୍ଲା ବିରିଡି ତହସିଲ ଅଂଚଳରେ ଥିବା ଦେବୀ ଓ ବିଲୁଆଖାଇ ନଦୀରୁ ଦୈନନ୍ଦିନ ସହ ସହ ଟ୍ରାକ୍ଟର ଓ ହାଇୱl ରେ ଚୋରାବାଲି ଚାଲାଣ ହେଉଛି l ହେଲେ ତହସିଲ ଓ ପୋଲିସ ପକ୍ଷରୁ କିମ୍ବା ଓଡିଶା ଖଣି ବିଭାଗ ପକ୍ଷରୁ ଲଘୁଖଣିଜ ଜାତ ଦ୍ରବ୍ୟ ଚୋରା ଚାଲାଣ କୁ ରୋକା ଜାଇ ପାରୁନାହିଁ l

ଗତ କିଛି ଦିନ ତଳେ ବିଲୁଆଖାଇ ନଦୀର ଚାଷୀଖଣ୍ଡ ଘାଟରୁ ଚୋରା ବାଲି ନେଇ ଯାଉଥିବା 3ଟି ଟ୍ରାକ୍ଟର ଓ ଗୋଟିଏ ଜେ ସି ବି ମେସିନକୁ ଖଣି ଅଧିକାରୀ ଧରି ପୋଲିସ ଜିମାଦେଇଥିଲେ l ଗୁରୁବାର ରାତିରେ ବିଲୁଆଖାଇ ନଦୀର ଚାଷୀ ଖଣ୍ଡ ପାଖରୁ 6ଟି ଆନ୍ଦ୍ର ଟ୍ରକ ଚୋରା ବାଲିନେଇ ଯାଉଥିବା ବେଳେ ପଣ୍ଡିଆ ପାଖରେ କିଛି ଲୋକ ଟ୍ରକ ଗୁଡିକୁ ଅଟକାଇ ତହସିଲ ଦାର ବିରିଡି ଥାନା ଓ ଜିଲ୍ଲା ଖଣି ଅଧିକାରୀଙ୍କୁ ଖବରଦେଇଥିଲେ l

ସଙ୍ଗେ ସଙ୍ଗେ ଉପରୋକ୍ତ ଅଧିକାରୀ ମାନେ ଘଟଣା ସ୍ଥଳରେ ପହଂଚି ଟ୍ରକ ଗୁଡିକୁ ଅଟକାଇ ଵା ସହ ଡ୍ରାଇଭର ମାନଂକୁ ଅଟକ ରଖିଛି l ସେହି ପରି ଶୁକ୍ରବାର ଚୋରା ବାଲିବୋଝେଇ କରି ନେଉଥିବା ଦୁଇଟି ହାଇୱା ଗାଡିକୁ ତହସିଲଦାର ଓ ପୋଲିସ ଜବତ କରିଛି ସେମାନଙ୍କ ନାମରେ ବିରିଡି ଥାନାରେ ମାମଲା ଋଜୁ କରାଯାଇଛି l ଡ୍ରାଇଭର ଥାନାରେ ଅଟକ ଅଛନ୍ତି ବୋଲି ଥାନା ଇନସ୍ପେକଟର ସବ୍ୟ ସାଚି ରାଉତ ସୂଚନା ଦେଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version