• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂପୁର ନୂଆଁଖାଇ ମହୋତ୍ସବ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 24, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସଂପୁର ନୂଆଁଖାଇ ମହୋତ୍ସବ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ବୋଲଗଡ଼ ବ୍ଲକ ଅନ୍ତର୍ଗତ ସଂପୁର ଗ୍ରାମର ପ୍ରସିଦ୍ଧ ନୂଆଁଖାଇ ପର୍ବ ଉପଲକ୍ଷେ ନୂଆଁଖାଇ ମହୋତ୍ସବ ଭେଟ୍ ଘାଟ୍ ୨୦୨୪ ର ପ୍ରସ୍ତୁତି ବୈଠକ ଗ୍ରାମର ନୟା ପାଟଣା ରଘୁନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଯାଇଅଛି। ସ୍ଥାନୀୟ ପାଞ୍ଚଗଡ ଶାସିକା ତଥା ସମ୍ବଲପୁର ରାଣୀ ମୁକ୍ତା ଦେଈଙ୍କ ଅମଳରୁ ଦୀର୍ଘ୍ ୨୦୦ ବର୍ଷ ଧରି ଗ୍ରାମର ଜନସାଧାରଣମାନେ ମହାଆଡ଼ମ୍ବର ସହକାରେ ନୂଆଁଖାଇ ପର୍ବକୁ ପାଳନ କରିଆସୁଛନ୍ତି । ପଶ୍ଚିମ ଓଡ଼ିଶାରେ ଏହି ପର୍ବକୁ ମହାଆଡ଼ମ୍ବର ସହକାରେ ପାଳନ କରୁଥିବା ବେଳେ ପୂର୍ବ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବୋଲଗଡ଼ ବ୍ଲକସ୍ଥିତ ସଂପୁର ଗ୍ରାମରେ କେବଳ ନୂଆଁଖାଇ ପର୍ବ କୁ ପୁର୍ବ ପିଢ଼ି ଅନୁସାରେ ମହାଆଡ଼ମ୍ବର ସହକାରେ ପାଳନ କରୁଅଛନ୍ତି ।

ସଂପୁର ଗ୍ରାମର ଗୌରବମୟ ଐତିହ କଳା ସଂସ୍କୃତି ପରମ୍ପରାକୁ ବଜାୟ ରଖିବା ଉଦ୍ଦେଶ୍ୟରେ ଏହୀ ନୂଆଁଖାଇ ମହୋତ୍ସବ ଆରମ୍ଭର ତୃତୀୟ ବର୍ଷରେ ପଦାର୍ପଣ କରିଛି । ସ୍ଥାନୀୟ ସରପଞ୍ଚ ଜଳଧର ମହାନ୍ତିଙ୍କ ସଭାପତିତ୍ବରେ ଗ୍ରାମର ସମସ୍ତ ଭଦ୍ର ବ୍ୟକ୍ତି ଓ ଯୁବ ଗୋଷ୍ଠୀମାନଙ୍କୁ ନେ଼ଇ ମହୋତ୍ସବ ଶାନ୍ତି ଶୃଙ୍ଖଳା ଓ ସରଶ ସୁନ୍ଦର କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଗଲା । ଆସନ୍ତା ମାସ ସେପ୍ଟେମ୍ବର ୮ ତାରିଖରେ ମହୋତ୍ସବ ଅନୁଷ୍ଠିତ ହେବାକୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ କଳାକାରମାନେ ନୃତ୍ୟ ସଙ୍ଗୀତ ଆଦି କଳା ପରିବେଷଣ କରିବା ସହିତ ରାଜ୍ଯ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରତିଷ୍ଠିତ କଳାକାରମାନେ ନୃତ୍ୟ ପରବେଷଣ କରିବାର ବ୍ୟବସ୍ତା ରହିଛି ବୋଲି ମହୋତ୍ସବ ପାରିବାର ପକ୍ଷରୁ ସୂଚନା ମିଳିଛି ।

ଏହି ପ୍ରସ୍ତୁତି ବୈଠକରେ ଶ୍ରୀଧର ଦତ୍ତ,ଚିତରଞ୍ଜନ ମିଶ୍ର, ଧନେଶ୍ଵର ସ୍ୱାଇଁ , କୃଷ୍ନଚନ୍ଦ୍ର ଝପଟସିଂ, ଚିତ୍ତରଂଜନ ଦେଓ ମହାପାତ୍ର, ଭଗବାନ ସ୍ବାଇଁ, ପ୍ରଫୁଲ୍ଲ ଚନ୍ଦ୍ର ମହାନ୍ତ, ପ୍ରମୋଦ ଚୌଧୁରୀ, ରବିନ୍ଦ୍ର ସାଥୁଆ, ହରିହର ଲେଙ୍କା, ପ୍ରସନ୍ନ କୁମାର ମହଲା, ରାମଚନ୍ଦ୍ର ଜୟସିଂ, ରବିନ୍ଦ୍ର ସେନାପତି , ପ୍ରିୟବ୍ରତ ଦାସ, ଅଭିନାଶ ମହାନ୍ତିଙ୍କ ସମେତ ଗ୍ରାମର ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ ।ପରିଶେଷରେ ନିରଞ୍ଜନ ନାୟକ ସମସ୍ତଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version