No Result
View All Result
୨୫ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ବେଗୁନିଆ ବ୍ଲକ ବାଘମାରି ପଂଚାୟତର ପୂର୍ବତନ ମହିଳା ସରପଞ୍ଚ ପ୍ରମିଳା ସୁବୁଦ୍ଧିଙ୍କ(୬୫) ବୟସରେ ହୃଦଘାତ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି। ସେ ଜଣେ ପରୋପକାରୀ,ମିଷ୍ଟଭାଷୀ,ଦୟାଳୁ ଓ ବିଭିନ୍ନ ସାମାଜିକ ସଙ୍ଗଠନ ସହ ଜଡ଼ିତ ରହି ଜଣାଶୁଣା ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବା ବେଳେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ,
ପୂର୍ବତନ ବିଧାୟକ କୈଳାସ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ କମ୍ୟୁନିଷ୍ଟ ନେତା ବସନ୍ତ ପାଇକରାୟଙ୍କ ସମେତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଏକ ମାତ୍ର ପୁତ୍ର କୃଷ୍ଣ ପ୍ରସାଦ ମୁଖାଗ୍ନି ଦେବା ପରେ ପୁରୀ ସ୍ବର୍ଗଦ୍ବାରରେ ଅନ୍ତ୍ୟେଷ୍ଟି କ୍ରିୟା ସମାପନ ହୋଇଥିଲା ।
No Result
View All Result