• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଶୁ କିଶୋର ସାହିତ୍ୟ ଏକାଡେମୀର ଦ୍ଵିତୀୟ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
August 26, 2024
in ଓଡ଼ିଶା, ପୁରୀ, ହୋମ୍
0
ଶିଶୁ କିଶୋର ସାହିତ୍ୟ ଏକାଡେମୀର ଦ୍ଵିତୀୟ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୨୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶିଶୁ କିଶୋର ସାହିତ୍ୟ ଏକାଡେମୀର ଦ୍ଵିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି | ବିଶିଷ୍ଟ ସାହିତ୍ୟିକ ଦାଶ ବେନହୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସଚକୁ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ଉଦଘାଟନ କରିଥିଲେ | ଉତ୍ସବରେ ଡକ୍ଟର ପ୍ରସନ୍ନ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଏବଂ ଡକ୍ଟର ମନୀନ୍ଦ୍ର ମହାନ୍ତି, ବୀରେନ୍ଦ୍ର ସାମନ୍ତରାୟ ସମ୍ମାନିତ ଅତିଥି ରୂପେ ମଞ୍ଚାସିନ ଥିଲେ | ପ୍ରାରମ୍ଭରେ ସତ୍ୟନାରାୟଣ ମିଶ୍ର ଉପକ୍ରମଣିକା ସହିତ ଅତିଥିମାନଙ୍କୁ ମଞ୍ଚ ଆବାହନ କରିଥିଲେ | ଶିଶୁ ନୃତ୍ୟ ଶିଳ୍ପୀ ଆରଭି ପଟ୍ଟନାୟକଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା | ଡକ୍ଟର ହେମନ୍ତ ଛୋଟରାୟ ଅତିଥି ପରିଚୟ ପରେ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିଲେ ଏକାଡେମୀର ସାଧାରଣ ସମ୍ପାଦକ ବୀରେନ୍ଦ୍ର ମହାନ୍ତି |

ଉତ୍ସବରେ ଧନଞ୍ଜୟ ସ୍ୱାଇଁଙ୍କ କରଣୀ ନୁହେଁ କଲମ ଧର, ହରିହର ଶୁକ୍ଳଙ୍କ ଗପର ମହକ ଗୀତର ମହୁ, ସଂଗ୍ରାମ କେଶରୀ ପୃଷ୍ଟିଙ୍କ ଆରେ ଠେକୁଆ ଆ, ପ୍ରଭାତ ଚନ୍ଦ୍ର ରଥଙ୍କ ଆମ ଜେଜେଙ୍କ ମଜା ଗପପୁସ୍ତକକୁ ଅତିଥି ମାନେ ଉନ୍ମୋଚିତ କରିଥିଲେ | ଉତ୍ସବରେ ଉଦବୋଧନ ଦେଇ ବକ୍ତାମାନେପିଲାମାନଙ୍କ ପାଇଁ ରଚିତ ସାହିତ୍ୟ ଉଭୟ ଆନନ୍ଦ ଓ ଦାୟିତ୍ୱର ସାହିତ୍ୟ ହେବା ଉଚିତ | ଏଭଳି ସାହିତ୍ୟ ରଚନା କରାଯାଉ ଯାହା ଶିଶୁ ମନଲାଖି ହେବା ସହିତ ଉପର ପୀଢ଼ି ପାଇଁ ଉତ୍ତର ଦାୟିତ୍ୱ ବହନ କରୁଥିବ ବୋଲି ଅତିଥିମାନେ ମତ ପୋଷଣ କରିଥିଲେ | ଗାଳ୍ପିକ ପରେଶ କୁମାର ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ | ଏକାଡେମୀର ପ୍ରାତଃ ଅଧିବେଶନ ପ୍ରଭାତ ଚନ୍ଦ୍ର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଥିଲା |

କ୍ରିଷ୍ଣା ମହାପାତ୍ର, ଆଶାଲତା ପ୍ରଧାନ, ମନୋରମା ପାତ୍ର, ଧ୍ରୁବ ଚରଣ ଘିବେଲା, ସୁଶ୍ରୀ ସବିତା ଭୋଇ, ବିରଞ୍ଚି ନାରାୟଣ ଦାଶ, ପ୍ରଭାସିନୀ ମିଶ୍ର ଙ୍କ ସଂଯୋଜନାରେ ଶିଶୁ ସାହିତ୍ୟିକ ମାନେ କବିତା ପାଠ କରିଥିଲେ | ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଏକାଡେମୀର ଉପସଭାପତି ମହେନ୍ଦ୍ର କୁମାର ମଲ୍ଲିକ | ରମେଶ ଚନ୍ଦ୍ର ଦାଶ, ମିନତୀ ପଟ୍ଟନାୟକ, କବିତା ମିଶ୍ର, ଲକ୍ଷ୍ମୀ ପ୍ରିୟା ଦାଶ ପ୍ରମୁଖ ଉତ୍ସବ ପରିଚାଳନା ରେ ସହଯୋଗ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ପୁରୀ.କଟକ. କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କୋରାପୁଟ ଜିଲ୍ଲା ରୁ ଶତାଧିକ ଶିଶୁ ସାହିତ୍ୟିକ ଯୋଗ ଦେଇଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ

August 10, 2026
ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ସଙ୍କୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା

August 10, 2026
ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version