• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନଟିଆରେ ନଟବରଙ୍କର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 28, 2024
in ଓଡ଼ିଶା, ପୁରୀ, ହୋମ୍
0
ନଟିଆରେ ନଟବରଙ୍କର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ପାଳିତ
Share on FacebookShare on TwitterWhatsapp

୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ନନ୍ଦନନ୍ଦନ, ଯଶୋଦା ସନ୍ତାନ,ଗୋପୀବଲ୍ଲଭ ,ଗୋପ ଚୂଡ଼ାମଣି ଶ୍ରୀ ଗୋପାଳ ମହାପ୍ରଭୁ ଶ୍ରୀକୃଷ୍ଣ ଭଗବାନ ହେଉଛନ୍ତି ଗୋପାଳ ଜାତିର ଇଷ୍ଟଦେବତା।ସେ ବିଶ୍ବ ଚିନ୍ତା ମଣି ବିଶ୍ୱ ନାୟକ।ସେ ଭାବ, ଭକ୍ତି, ବିଶ୍ୱାସ ଓ ପ୍ରେମର ଠାକୁର।

ପବିତ୍ର ଜନ୍ମାଷ୍ଟମୀ ତିଥି ହେଉଛି ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମ୍ ଦିବସ। ପୁରୀ ଜିଲ୍ଲା ଅନ୍ତର୍ଗତ ଐତିହାସିକ ବୀରଭୂମି ବ୍ରହ୍ମଗିରି ବ୍ଳକ୍ ର ଭୁବନପୁର ଗ୍ରାମ ପଞ୍ଚାୟତ ଅଧୀନ ନଟିଆ ଗ୍ରାମରେ ଯାଦବ ସଂଘ ତରଫରୁ ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି ।

ଏହି ଅବସରରେ ଗ୍ରାମବାସୀଙ୍କ ତରଫରୁ ଜନ୍ମାଷ୍ଟମୀ ଦିନ ଠାକୁରଙ୍କ ପ୍ରାଣ ପ୍ରତିଷ୍ଠା ଓ ପୂଜାର୍ଚ୍ଚନା କରାଯାଇଥିଲା। ଜନ୍ମାଷ୍ଟମୀ ପରଦିନ ଠାକୁରଙ୍କୁ ଦୋଳରେ ବସାଇ ନଗର ପରିକ୍ରମା କରାଯାଇ ଥିଲା।ଛୋଟ ଛୋଟ ଶିଶୁମାନେ କୃଷ୍ଣ, ବଳରାମ,ସୁଦାମା,ସୁବଳ,ନନ୍ଦ,ଯଶୋଦା ,

ଭାଲୁ ଆଦି ବେଶରେ ସୁସଜ୍ଜିତ ହୋଇ ଏଥିରେ ସାମିଲ ହୋଇଥିଲେ।ଲଉଡି ଖେଳର ତାଳେ ତାଳେ ଗୋପାଳ ମାନେ ମହା ଆନନ୍ଦରେ ନାଚି ନାଚି ସେମାନଙ୍କ ର ଅପୂର୍ବ ଭାବ ଭକ୍ତି ର ପ୍ରଦର୍ଶନ କରିଥିଲେ। ପୃଥିବୀରେ ଶାନ୍ତି, ଭାଇଚାରା ଓ ଏକତାର ବାର୍ତ୍ତା ବାଣ୍ଟିବା ଉଦ୍ଦେଶ୍ୟରେ

ଏହି ମହୋତ୍ସବ ଚାରି ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଅଛି ବୋଲି ଗ୍ରାମର ମୁରବି ଅର୍ଜୁନ ପଢିଆରୀ,ରବି ନାରାୟଣ ବେହେରା,ହରି ପଢିଆରି,ଅବୁ ପଢିଆରୀ,ପୂର୍ଣ ପଢିଆରୀ ପ୍ରମୁଖ କହିଛନ୍ତି। ଜନ୍ମାଷ୍ଟମୀ ଗୋପାଳ ସଂସ୍କୃତି ର ପରିଚୟ ।

ଏହି ସଂସ୍କୃତି ର ସୁରକ୍ଷା ଓ ସଂରକ୍ଷଣ ପାଇଁ ସରକାରଙ୍କ ତରଫରୁ ସାହାଯ୍ୟ ସହଯୋଗ ଯୋଗାଇ ଦିଆଗଲେ ଏହା ଆହୁରି ଦୀର୍ଘ ସ୍ଥାୟୀ ହୋଇ ପାରିବ ଏବଂ ଲଉଡି ଖେଳର ପୁନଋଧ୍ଧାର ହୋଇ ପାରିବ ବୋଲି ବିଶିଷ୍ଟ ସାମାଜିକ କର୍ମୀ ଆଇନଜୀବୀ ଦିଗମ୍ବର ବେହେରା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version