• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 28, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଳନ
Share on FacebookShare on TwitterWhatsapp

୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା  :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଳନ ମହାସମାରୋହରେ ପାଳିତ ହୋଇ ଯାଇଛି l ଇତ୍ୟବସରରେ ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଖଣ୍ଡ କାର୍ଯ୍ୟ ବାହ ଅନନ୍ତ ଦାଶ ଓ ବନବାସୀ କଲ୍ୟାଣ ଆଶ୍ରମର ପ୍ରାନ୍ତୀୟ ସଂଚାଳିକା ଶ୍ରୀମତୀ ମନୋରମା ମିଶ୍ର ଉପସ୍ଥିତ ରହି ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ l

ଶିଶୁ ବିଦ୍ୟା ମନ୍ଦିରର ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ ମାର୍ଗ ଦର୍ଶନ କରିଥିଲେ l ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର ଉପସ୍ଥିତ ଅତିଥିଙ୍କ ପରିଚୟ ପ୍ରଦାନ ସହ ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ l ଆଚାର୍ଯ୍ୟ ଶଶିକାନ୍ତ ବେହେରା “ଜନ୍ମାଷ୍ଟମୀ” ଓ ନାନ୍ଦୋତ୍ସବ ସମ୍ବନ୍ଧରେ କିଛି ବକ୍ତବ୍ୟ ରଖିଥିଲେ l

ଶିଶୁ ମନ୍ଦିରର ପ୍ରାୟ ୫୦ ଜଣ ଶିଶୁ ଶ୍ରୀକୃଷ୍ଣ ବେଶରେ ଉପସ୍ଥିତ ରହି ଉତ୍ସବର ଶୋଭା ବୃଦ୍ଧି କରି ବର୍ଣ୍ଣତ୍ୟମୟ କରିଥିଲେ l ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମହାପାତ୍ର ଭାଗବତ ସାର ପାଠ କରିବା ସହ ଶିଶୁଙ୍କ ସହାୟତାରେ ‘ମଧୁରାଷ୍ଟକମ’ ପାଠ କରାଯାଇଥିଲା l ସମ୍ପୂର୍ଣ ଉତ୍ସବଟିକୁ ବିଦ୍ୟାଳୟର ଆଚାର୍ଯ୍ୟା ଶ୍ରୀମତୀ ରୁନୁ କୁମାରୀ ମହାପାତ୍ର ଅତି ସୁନ୍ଦର ଭାବରେ ସଂଚାଳନ କରିଥିଲେ l ଶେଷରେ ପ୍ରସାଦ ସେବନ ପୂର୍ବକ ସମସ୍ତେ ସ୍ଵସ୍ଥାନକୁ ପ୍ରସ୍ତାନ କଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version