• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 28, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

 ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ସମୀକ୍ଷା

 କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁ଼ଡ଼ିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ।

 ଓଡ଼ିଶାକୁ ଅଧିକ ପ୍ରକଳ୍ପ ମଂଜୁରୀ ପାଇଁ ନାବାର୍ଡକୁ ପରାମର୍ଶ

୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ୨୦୨୪ -୨୫ ଆର୍ଥିକ ବର୍ଷ ନିମନ୍ତେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି (ଆରଆଇଡିଏଫ)ର ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅଧିନରେ ରାଜ୍ୟରେ ୨୦୨୩-୨୪ ମସିହାରେ ଜଳ ସଂପଦ ବିଭାଗ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ଆଦି ବିଭାଗ ଜରିଆରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା, ସଫଳତା ଓ କାର୍ଯ୍ୟ ଅଗ୍ରଗତି ଆଦି ସଂପର୍କରେ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମୀକ୍ଷା କରିଥିଲେ ।

କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର ତ୍ୱରାନ୍ୱିତ କରିବା ପରିପ୍ରେକ୍ଷୀରେ ସେ ସଂପୃକ୍ତ ସମସ୍ତ ବିଭାଗମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ମଧ୍ୟରେ ଜଳ ସଂପଦ ବିଭାଗ ଜରିଆରେ ବିଭିନ୍ନ ଜିଲ୍ଲାରେ ନଦୀଗୁ଼ଡ଼ିକରେ ତଟ ବନ୍ଧ ସୁରକ୍ଷା କାର୍ଯ୍ୟ , ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ, ସେଚାଞ୍ଚଳ ଉନ୍ନୟନ ଓ ଜଳ ପରିଚାଳନା ପ୍ରକଳ୍ପ, ବୃହତ୍ ଉଠାଜଳସେଚନ ପ୍ରକଳ୍ପ (ମେଗା ଲିଫ୍ଟ) କାର୍ଯ୍ୟ ଆଦି କରାଯାଇଥିବା ସଂପର୍କର ଉପସ୍ଥାପନ କରାଯାଇଥିଲା । ସେହିପରି ପୂର୍ତ୍ତ ବିଭାଗ ତରଫରୁ ହାଇ ଲେଭଲ ସେତୁ ନିର୍ମାଣ ଓ ରାସ୍ତା ଉନ୍ନତିକରଣ, ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ରାସ୍ତା ଓ ସେତୁ ନିର୍ମାଣ କାର୍ଯ୍ୟ ସଂପର୍କରେ ବୈଠକରେ ଉପସ୍ଥାପନ କରାଯାଇଥିଲା ।

କୃଷି ଓ କୃଷକ ସଶକ୍ତି କରଣ ବିଭାଗ ତରଫରୁ ଜଳ ନିଧି ଯୋଜନାରେ ଜଳସେଚନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ ଜରିଆରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଥିବା ସଂପର୍କରେ ଉପସ୍ଥାପିତ ହୋଇଥିଲା । ବିଭିନ୍ନ ବିଭାଗ ଜରିଆରେ କରାଯାଇଥିବା ଆର.ଆଇ.ଡି.ଏଫ୍ ପାଣ୍ଠି ଅଧିନରେ ୨୦୨୪-୨୫ ବର୍ଷ ପାଇଁ ବଜେଟରେ ପ୍ରାବଧାନ, କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପରେ ଅଦ୍ୟାବଧି ଖର୍ଚ୍ଚ ଆଧାରରେ ନାବାର୍ଡକୁ ଅଧିକ ଅର୍ଥ ମଞ୍ଜୁରି ପାଇଁ ପରାମର୍ଶ ଦିଆଯାଇଛି । ବୈଠକରେ କମିଟିର ସଦସ୍ୟ ଥିବା ସଂପୃକ୍ତ ଉପରୋକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ, ବରିଷ୍ଠ ପଦାଧିକାରୀ ଏବଂ ନାବାର୍ଡ,ଓଡ଼ିଶାର ମୁଖ୍ୟ ସାଧାରଣ ପରିଚାଳକ (ସିଜିଏମ) ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

Bhubaneswar Hosts Regional AIM SUMVAAD to Drive Innovation and Collaboration Across Eastern India

July 6, 2026
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

Bhubaneswar Hosts Regional AIM SUMVAAD to Drive Innovation and Collaboration Across Eastern India

July 6, 2026
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version