• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧଣ୍ଡାମୁଣ୍ଡା ବାଞ୍ଜିପାଲି ଗାଁ ମହେଶ୍ୱର ପାଇଁ ସରକାରୀ ସହାୟତା ସାତ ସପନ

Proprietor Abhimanyu Maharana by Proprietor Abhimanyu Maharana
August 28, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଧଣ୍ଡାମୁଣ୍ଡା ବାଞ୍ଜିପାଲି ଗାଁ ମହେଶ୍ୱର ପାଇଁ ସରକାରୀ ସହାୟତା ସାତ ସପନ
Share on FacebookShare on TwitterWhatsapp

୨୮ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ  :->  ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗାଁ ର ମହେଶ୍ୱର ବକୁଳ… ବୟସ 62ବର୍ଷ.. ପୂର୍ବରୁ ମୁଲ ଲାଗି, ଗାଈ ଚରାଇ ପରିବାର ପ୍ରତିପୋଷଣ କରୁଥିଲେ କିନ୍ତୁ ବୟସ ଅଧିକ ହେବା ରୁ କାମଧନ୍ଦା କରିବା ରେ ଅସମର୍ଥ ମହେଶ୍ୱର I ପରିବାର କହିଲେ ସ୍ତ୍ରୀ ମାନସିକ ରୋଗୀ ଜୟନ୍ତୀ, ଓ ଝିଅ ପୁଷ୍ପାଞ୍ଜଳି I ମହେଶ୍ୱର ରୋଜଗାର କ୍ଷମ ଥିବା ବେଳେ ପର ମୁଲ ଲାଗି, ଗାଈ ଚରାଇ ଯେନ ତେଣ ପ୍ରକାର ରେ ପରିବାର ଚଳାଉଥିଲେ,

ଜୟନ୍ତୀ ମଧ୍ୟ ପର ଘରେ ମୁଲ ଲାଗି ମହେଶର ଙ୍କୁ ପରିବାର ପ୍ରତିପୋଷଣ ରେ ସହାୟକ ହେଉ ଥିଲେ କିନ୍ତୁ ଉଭୟ ଙ୍କ ବାର୍ଦ୍ଧକ୍ୟ ଯୋଗୁଁ ଓ ଜୟନ୍ତୀ ଙ୍କ ମାନସିକ ସ୍ଥିତି ଠିକ ନ ଥିବା ରୁ ଅତି ଦୁର୍ବିସହ ଜୀବନ ଜିଉଛନ୍ତି ମହେଶର ଙ୍କ ପରିବାର I ଏପରି କି ଏପରିକି ତାଙ୍କର ଆର୍ଥିକ ଅଭାବ ରୁ ତାଙ୍କ ଝିଅ ପୂଷ୍ପାଞ୍ଜଲି ପଢି ପାରିଲେ ନାହଁ ନିଜ ନାଁ ରେ ଘର ଡିହ ଖଣ୍ଡିଏ ନଥିବା ରୁ ଆବାସ ଘର ଯୋଜନା ରୁ ବଞ୍ଚିତ ହୋଇଛନ୍ତି I ଯାହା ଫଳ ରେ ପର ଓଳି ତଳେ ନଡା ଛପର ଛୋଟିଆ ଘର ଟିଏ କରି ରହୁଛନ୍ତି ମହେଶର .

ସରକାର ଙ୍କ ସହାୟତା କହିଲେ ଟଙ୍କିକିଆ ଚାଉଳ ଛଡା ଅନ୍ୟ ଯୋଜନା ରୁ ବଞ୍ଚିତ ଏପରି କି ଆଧାର କାର୍ଡ ମିଳିବାରେ ଅସୁବିଧା ହେଉ ଥିବା ରୁ ବାର୍ଦ୍ଧକ୍ୟ ଭତା ରୁ ବି ବଞ୍ଚିତ ଉଭୟ ସ୍ୱାମୀ ସ୍ତ୍ରୀ ସେହିପରି ବାଞ୍ଜିପାଲି ଗାଁ ର ସମାଳୀ ନାଏକ, ବୟସ 70ବର୍ଷ ନିଜସ୍ୱ ଘର ଖଣ୍ଡିଏ ନଥିବା ରୁ ଚାଲ ଛାପର ଘରେ ରହୁଛନ୍ତି I ଗୋଟେ କୋଠରୀ ବିଶିଷ୍ଟ ଚାଲଛପର ଘରେ ଆଠ ପ୍ରାଣୀ କୁଟୁମ୍ବ ରହୁଥିବା ରୁ ଅତି ଅସୁବିଧା ରେ ରହୁଛନ୍ତି ପରିବାର I ସରକାର ଏହି ଅସହାୟ ପରିବାର ଙ୍କୁ ସହଯୋଗ କରିବାକୁ ସାଧାରଣ ରେ ଦାବି ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ

September 20, 2026
ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

September 20, 2026
ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version