• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜରେ ଫସଲ ବିବିଧିକରଣ ସଚେତନତା ରଥ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
August 29, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜରେ ଫସଲ ବିବିଧିକରଣ ସଚେତନତା ରଥ ଉଦଘାଟିତ
Share on FacebookShare on TwitterWhatsapp

ଚାଷୀ ମାନଙ୍କୁ ଅଣଧାନ ଚାଷ କରିବା ପାଇଁ ବାର୍ତ୍ତା ଦେବ ଫସଲ ବିବିଧିକରଣ ସଚେତନତା ରଥ

୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ଜିଲ୍ଲାରେ କୃଷି ଓ କୃଷକ ମାନଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ବୃହତ ଜଳସେଚନ ପ୍ରକଳ୍ପ ଅଂଚଳରେ ଫସଲ ବିବିଧିକରଣ ଯୋଜନା ମାଧ୍ୟମରେ ଚାଷୀ ମାନଙ୍କର ତାଲିମ, ଶିକ୍ଷା ଓ ଯୋଗାଯୋଗ ଦ୍ୱାରା ପ୍ରୋତ୍ସାହନ ଓ ଦକ୍ଷତା ବୃଦ୍ଧି ନିମନ୍ତେ ମୟୂରଭଞ୍ଜ ଜିଲ୍ଲାରେ ଏହାର ପ୍ରଚାର ପ୍ରସାର ନିମନ୍ତେ ଆରମ୍ଭ ହେଲା ଫସଲ ବିବିଧିକରଣ ରଥ । ବୁଧବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏହି ରଥ ବାହାରି ସମଗ୍ର ଜିଲ୍ଲାରେ ଚାଷୀ ମାନଙ୍କୁ ରାଜ୍ୟସରକାର ତଥା କେନ୍ଦ୍ର ସରକାରଙ୍କ ଜଳସେଚନ ପ୍ରକଳ୍ପ ଯୋଜନା ମାନ ବିଷୟରେ ତାଲିମ ଦେବା ସହିତ ସେମାନଙ୍କ ଦକ୍ଷତା ବିକାଶ କରିବା ପାଇଁ କାର୍ଯ୍ୟ କରିବ।

ଏହି ପରିପ୍ରେକ୍ଷୀରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଫସଲ ବିବିଧିକରଣ ସଚେତନା ରଥକୁ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ। ଏହି ରଥ ବୃହତ ଉଠା ଜଳସେଚନ ଏବଂ ଅନ୍ୟ ଜଳସେଚିତ ଅଞ୍ଚଳରେ ଫସଲ ବିବିଧିକରଣ ଯୋଜନାରେ ମୟୁରଭଞ୍ଜ ଜିଲ୍ଲାର ୧୧ ଗୋଟି କ୍ଲଷ୍ଟର ଅନ୍ତର୍ଭୁକ୍ତ ୧୭ ଟି ବ୍ଲକର ଚାଷୀମାନଙ୍କୁ ଉଚ୍ଚ ଏବଂ ମଧ୍ୟମ କିସମ ଜମିରେ ଧାନ ଚାଷ ନକରି ଅଣଧାନ ଚାଷ ଯଥା ମୁଗ, ବିରି ,

ଚିନାବାଦାମ, ମକା, ମାଣ୍ଡିଆ ଓ ପନିପରିବା ଚାଷ ବିଷୟରେ ବାର୍ତ୍ତା ପହଞ୍ଚାଇବ ବୋଲି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ସିଦ୍ଧାର୍ଥ ବେଉରା ଅବଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉଦ୍ୟାନ ବିଭାଗ, ମୂର୍ତ୍ତିକା ସଂରକ୍ଷଣ ବିଭାଗ , ମତ୍ସ୍ୟ ବିଭାଗ, ଏବଂ ପ୍ରାଣୀ ଓ ପଶୁ ସଂପଦ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।

ଏହି ରଥ ୧୫ ଦିନ ଧରି ୧୭ ଗୋଟି ବ୍ଲକର ବିଭିନ୍ନ ଗ୍ରାମ ପରିଭ୍ରମଣ କରି ଚାଷୀ ମାନଙ୍କୁ ଅଣଧାନ ଚାଷ କରିବାକୁ ସଚେତନତା ସୃଷ୍ଟି କରିବ ବୋଲି ଯୋଜନା ଅଧିକାରୀ ଶ୍ରୀ ସୁଧାଂଶୁ ଶେଖର ପଣ୍ଡା, ଏକ ସମୀକ୍ଷା ବୈଠକରେ ବକ୍ତବ୍ୟ ରଖିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସରକାରୀ କୃଷି ଅଧିକାରୀ, ମଧୁସ୍ମିତା ଜେନା, ସରକାରୀ କୃଷି ଅଧିକାରୀ ଶ୍ରୀ ରମ୍ୟରଞ୍ଜନ ମହାନ୍ତ, ଅର୍ଚ୍ଚନା ଵଳା ଓ ସମସ୍ତ କର୍ମଚାରୀ ଯୋଗଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version