• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାତିଆଧାରିତ ଜନଗଣନା ସହିତ ୯ ଦଫା ଦାବୀ ନେଇ ରାଷ୍ଟ୍ରୀୟ ପଛୁଆବର୍ଗ (ଓବିସି) ମୋର୍ଚ୍ଚାର ଦେଶବ୍ୟାପୀ ଜିଲ୍ଲା ମୁଖ୍ୟାଳୟରେ ଧାରଣା ପ୍ରଦର୍ଶନ ଏବଂ ସ୍ମାରକପତ୍ର 

Proprietor Abhimanyu Maharana by Proprietor Abhimanyu Maharana
August 31, 2024
in Uncategorized
0
ଜାତିଆଧାରିତ ଜନଗଣନା ସହିତ ୯ ଦଫା ଦାବୀ ନେଇ ରାଷ୍ଟ୍ରୀୟ ପଛୁଆବର୍ଗ (ଓବିସି) ମୋର୍ଚ୍ଚାର ଦେଶବ୍ୟାପୀ ଜିଲ୍ଲା ମୁଖ୍ୟାଳୟରେ ଧାରଣା ପ୍ରଦର୍ଶନ ଏବଂ ସ୍ମାରକପତ୍ର 
Share on FacebookShare on TwitterWhatsapp

୩0 ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମୟୂରଭଞ୍ଜ/ବାରିପଦା :-> ସଂଖ୍ୟାନୁପାତିକ ପ୍ରତିନିଧିତ୍ବ ବିନା ଦେଶର ବହୁସଂଖ୍ୟକ ବର୍ଗ ଓବିସି ମାନଙ୍କୁ ନ୍ୟାୟ ମିଳିବା ସମ୍ଭବପର ନୁହେଁ ଏବଂ ସଂଖ୍ୟାନୁପାତିକ ପ୍ରତିନିଧିତ୍ବ ଜାତିଆଧାରିତ ଜନଗଣନା ଦ୍ବାରା ହିଁ ସମ୍ଭବ ଅଟେ କାରଣ ଜାତିଆଧାରିତ ଜନଗଣନା କଲେ ହିଁ ଓବିସିଙ୍କର ବାସ୍ତବିକ ସଂଖ୍ୟା ଜଣା ପଡିବ । ଜାତିଆଧାରିତ ଜନ ଗଣନା ଯେ ପର୍ଯ୍ୟନ୍ତ ହେବ ନାହିଁ ସେପର୍ଯ୍ୟନ୍ତ କେଉଁ ଜାତି କେତେ ଅଗ୍ରସର ଏବଂ କେତେ ପଛୁଆ ତାହା ଜାଣିବା ସମ୍ଭବପର ନୁହେଁ ଯାହାଦ୍ବାରା ଓବିସି ବର୍ଗର ନାଗରିକଙ୍କ ବିକାଶ ନିିମନ୍ତେ ଆବଶ୍ୟକ ଜରୁରୀ ପଦକ୍ଷେପ ତଥା କୌଣସିପ୍ରକାରର ଯୋଜନା ପ୍ରସ୍ତୁତ କରାଯାଇ ପାରୁ ନାହିଁ ।

ଏଣୁ ଭାରତରେ ବସବାସ କରି ରହୁଥିବା ବହୁସଂଖ୍ୟକ ବର୍ଗ ଓବିସି ମାନଙ୍କୁ ନ୍ୟାୟ ପ୍ରଦାନ ସହିତ ଏସସି, ଏସଟି ମାନଙ୍କୁ ମଧ୍ଯ ସେମାନଙ୍କର ଜନସଂଖ୍ୟା ଅନୁପାତରେ ସମସ୍ତ କ୍ଷେତ୍ରରେ ଭାଗୀଦାରି ବା ପ୍ରତିନିଧିତ୍ବ ଦେବା ସମେତ ୯ ଦଫା ଦାବୀକୁ ନେଇ ମାନନୀୟ ଚୌଧୁରୀ ବିକାଶ ପଟେଲଙ୍କ ନେତୃତ୍ବରେ ରାଷ୍ଟ୍ରୀୟ ପଛୁଆବର୍ଗ (ଓବିସି) ମୋର୍ଚ୍ଚା ଦ୍ବାରା ସମ୍ବିଧାନର ମୌଳିକ ଅଧିକାର ଅନୁଛେଦ ୧୯ ଅନୁସାରେ ୩୧ ରାଜ୍ଯର ୫୭୦ ଜିଲ୍ଲାର ମୁଖ୍ୟାଳୟରେ ଏକକାଳୀନ ଧାରଣା ପ୍ରଦର୍ଶନ ସହିତ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ଯରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିବାକୁ ଆହ୍ବାନ କରାଯାଇ ଥିଲା ଯାହାକୁ ଭାରତ ମୁକ୍ତି ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ମାନ୍ୟବର ୱାମନ ମେଶ୍ରାମ ସାହେବ ମଧ୍ଯ ସମ୍ପୂର୍ଣ୍ଣ ସଂଗଠନ ଶକ୍ତି ସହିତ ସମର୍ଥନ କରିଛନ୍ତି ।

ଏହି ପରିପ୍ରେକ୍ଷୀରେ ଆଜି ମୟୁରଭଞ୍ଜ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ଅର୍ଜୁନ ମହାନ୍ତଙ୍କ ନେତୃତ୍ବରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବରେ ବିକ୍ଷୋଭ ପ୍ରଦର୍ଶନ ପରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସଏଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ସଂଗଠନ ପକ୍ଷରୁ କେନ୍ଦ୍ରର ଆରଏସଏସ ବିଜେପି ସରକାରଙ୍କୁ ଚେତାବନୀ ଦିଆଯାଇ ଅଛି ଯେ ଯଥାଶୀଘ୍ର ଜାତିଆଧାରିତ ଜନ ଗଣନା କରି ଦେଶର ବହୁସଂଖ୍ୟକ ଓବିସି ବର୍ଗ ସମେତ ଏସସି ଏବଂ ଏସଟି ବର୍ଗର ଲୋକ ମାନଙ୍କୁ ସେମାନଙ୍କର ସଂଖ୍ୟା ଅନୁପାତରେ ସମସ୍ତ କ୍ଷେତ୍ରରେ ଭାଗିଦାରୀ ସୁନିଶ୍ଚିତ କରାଯାଉ ଅନ୍ୟଥା ଆଗାମୀ ୧୫ ଅକ୍ଟୋବର ୨୦୨୪ ତାରିଖ ଦିନ ଦିଲ୍ଲୀର ଜନ୍ତରମନ୍ତର ଠାରେ ବିଶାଳ ଧାରଣା ପ୍ରଦର୍ଶନ ସହିତ ୩୦ ଅକ୍ଟୋବର ୨୦୨୪ ରେ ଭାରତ ବନ୍ଦ କରାଯିବ ।

ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ଉପରୋକ୍ତ ଚରଣଵଦ୍ଧ ଆନ୍ଦୋଳନକୁ ବହୁଜନ ମୁକ୍ତି ପାର୍ଟି, ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ, ବହୁଜନ କ୍ରାନ୍ତି ମୋର୍ଚ୍ଚା, ଭାରତ ମୁକ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ କିଶାନ ମୋର୍ଚ୍ଚା, “ଭାରତୀୟ ବିଦ୍ୟାର୍ଥୀ, ଯୁବ, ବେରୋଜଗାର ମୋର୍ଚ୍ଚା” ପୂର୍ଣ୍ଣ ସମର୍ଥନ କରିଥିବା ବେଳେ ଅନ୍ଯ ମାନଙ୍କ ମଧ୍ଯରେ ରବିନ୍ କୁମାର ଦଣ୍ଡପାଟ, ସତ୍ୟବାନ ଦଳନାୟକ, ରଘୁନାଥ ମହାନ୍ତ, ମନୋରଞ୍ଜନ ମହାନ୍ତ, ପୂର୍ଣ୍ଣଚନ୍ଦ୍ର ସିଂ, ଏଡଭୋକେଟ ଭାଦୁରାମ ସୋରେନ, ମୋହନ ବାସ୍କେ, ବୁଧୁରାମ ସିଂ, ବୈଦ୍ୟନାଥ ସିଂ, ଫାଗୁରାମ ବାସ୍କେ,ରବୀନ୍ଦ୍ର ସିଂ, ଶଙ୍କର ନାଏକ ପ୍ରମୁଖ ଉପସ୍ଥିତ ଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version