• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖାଲି ହାତରେ ଅବସର ନେଲେ ବ୍ଲକଗ୍ରାଣ୍ଡ ଚତୁର୍ଥ ଶ୍ରେଣୀ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
September 1, 2024
in ଓଡ଼ିଶା, ଗଜପତି, ହୋମ୍
0
ଖାଲି ହାତରେ ଅବସର ନେଲେ ବ୍ଲକଗ୍ରାଣ୍ଡ ଚତୁର୍ଥ ଶ୍ରେଣୀ କର୍ମଚାରୀ
Share on FacebookShare on TwitterWhatsapp

 0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ହାଇସ୍କୁଲର ଚତୁର୍ଥ ଶ୍ରେଣୀ କର୍ମଚାରୀ ଶ୍ରୀ ତାରିଣୀ ବଡ଼ରଇତ ଅବସର ଗ୍ରହଣ କରିଛନ୍ତି ତାହା ପୁଣି ଶୂନ୍ୟ ହସ୍ତରେ l ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ |1993 ମସିହାରେ ମହେନ୍ଦ୍ରଗଡ଼ ଠାରେ ସ୍ଥାନୀୟ ଜନ ସାଧାରଣଙ୍କ ସହଯୋଗରେ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟ ସ୍ଥାପିତ ହୋଇଥିଲା l ବର୍ତ୍ତମାନ ସୁଦ୍ଧା ଏହି ବିଦ୍ୟାଳୟରୁ ପ୍ରାୟ 3000 ଛାତ୍ର ଛାତ୍ରୀ ଅଧ୍ୟୟନ କରି ବିଭିନ୍ନ କାର୍ଯ୍ୟକ୍ଷେତ୍ରରେ ନିୟୋଜିତ l ଏହି ବିଦ୍ୟାଳୟରୁ ଜଣେ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ ରାଜ୍ୟ ପୁରସ୍କାର ମଧ୍ୟ ପାଇଛନ୍ତି l 1993 ଠାରୁ 2007 ପର୍ଯ୍ୟନ୍ତ ଦୀର୍ଘ 14 ବର୍ଷ ବିନା ଦରମାରେ ଖଟିବା ପରେ ସରକାର ବ୍ଲକଗ୍ରାଣ୍ଡରେ ଯାହା ଗଣ୍ଡାକ ଦରମା ଦେଲେ ତାହା ପୁଣି ବିନା ଚାକିରୀ ସର୍ତ୍ତାବଳିରେ l

ଆଜି ଯେତେବେଳେ ଶ୍ରୀ ତାରିଣୀ ବଡ଼ ରଇତ ସେଇ ବିଦ୍ୟାଳୟରୁ ଅବସର ନେଇଛନ୍ତି ସେ ଖାଲି ଙ୍ଗ ହାତରେ ଘରକୁ ଫେରିଛନ୍ତି l ଆଜିର ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ସ୍ଥାନୀୟ ସରପଞ୍ଚ ଶ୍ରୀମତି କୁମୁଦିନୀ ଗମାଙ୍ଗ, ସମିତିସଭ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଗମାଙ୍ଗ, ଶ୍ରୀ କୃପାସିନ୍ଧୁ ଗମାଙ୍ଗ, ବିଦ୍ୟାଳୟ ପରିଚାଳନା ଅଧ୍ୟକ୍ଷ ଶ୍ରୀ ସମସେନ ଲିମା ୱାର୍ଡସଦସ୍ୟା ଶ୍ରୀମତୀ ସୁକେଶୀ ପାତ୍ର, ଅଭିଭାବକବୃନ୍ଦ ଓ ଛାତ୍ର ଛାତ୍ରୀ ବୃନ୍ଦ ଯୋଗଦେଇଥିଲେ l ସେ ଜଣେ ମେଳାପୀ ମିଷ୍ଟଭାଷୀ ସମୟାନୁବର୍ତ୍ତୀ ଓ ବନ୍ଧୁବତ୍ସଳ ଥିଲେ l ମଞ୍ଚାସିନ ଅତିଥି ବୃନ୍ଦ ବିଦ୍ୟାଳୟ ପ୍ରତି ତାଙ୍କର ଅବଦାନ ଓ ଗୁଣାବଳି ଗୁଣଗାନ କରିଥିଲେ l ଶେଷରେ ବିଦ୍ୟାଳୟ ତରଫରୁ ମାନପତ୍ର ସହ ସମ୍ବର୍ଦ୍ଧନା କରାଯାଇଥିଲା l

ବିଭିନ୍ନ ବ୍ୟକ୍ତି ବିଶେଷ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ l ରାଜ୍ୟର ଏହି ବର୍ଗର ବିଦ୍ୟାଳୟର ଶିକ୍ଷକ କର୍ମଚାରୀବୃନ୍ଦଙ୍କୁ ତୁରନ୍ତ ସରକାର ପେନସନଭୁକ୍ତ ଓ ଚାକିରୀ ସର୍ତ୍ତାବଳି ଲାଗୁ କରିବା ପାଇଁ ଅଞ୍ଚଳବାସୀ ସରକାରଙ୍କୁ ଅନୁରୋଧ କରିଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ନାହାକ ଧନ୍ୟବାଦ ଦେଇଥିବା ବେଳେ ରାଜ୍ୟ ପୁରସ୍କୃତ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିଲେ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ l ଶେଷରେ ଶିକ୍ଷକ ମାନେ ତାଙ୍କୁ ସୁଗାଡ଼ ସ୍ଥିତ ତାଙ୍କ ନିଜ ବାସ ଭାବନରେ ଛାଡି ଆସିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version