• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର,ଉଦୟଗିରିରେ ବଢି ଚାଲିଛି ମଶାଙ୍କ ଉପଦ୍ରବ, ପଞ୍ଚାୟତ ଅଫିସରେ ଟିଫାଯ ମେସିନ ଯୋଗାଇଦିଯାଉ

Proprietor Abhimanyu Maharana by Proprietor Abhimanyu Maharana
September 1, 2024
in ଓଡ଼ିଶା, ଗଜପତି, ହୋମ୍
0
ଆର,ଉଦୟଗିରିରେ ବଢି ଚାଲିଛି ମଶାଙ୍କ ଉପଦ୍ରବ, ପଞ୍ଚାୟତ ଅଫିସରେ ଟିଫାଯ ମେସିନ ଯୋଗାଇଦିଯାଉ
Share on FacebookShare on TwitterWhatsapp

 0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-> ଆର,ଉଦୟଗିରି ସହରରେ ଘନ ଘନ ବିଦ୍ୟୁତ କାଟ ସାଙ୍ଗକୁ ମଶାଙ୍କ ଆକ୍ରମଣ ବେଡି ଉପରେ କୋରଡ଼ା ମାଡ ସଦୃଶ୍ୟ ହୋଇଛି । ଯେଉଁଠି ଦେଖିବ ଦଳ ଦଳ ମଶା । ଘରେ ବାହାରେ ସବୁଠି ଏକା ପରିସ୍ଥିତି। ଦିନରେ କେମିତି କେମିତି ସଞ୍ଜ ନଇଁଲେ ଆରମ୍ଭ ହୋଇ ଯାଉଛି ମଶାଙ୍କ ରକ୍ତ ଶୋଷଣ ଅଭିଯାନ । ଗୁଳୁଗୁଳି ଯୋଗୁଁ ଲୋକେ ଘରେ ରହି ନପାରି ସନ୍ଧ୍ୟା ସମୟରେ ବାହାରକୁ ଆସୁଛନ୍ତି ହେଲେ ମଶା କେଉଁଠି ବି ରଖେଇ ବସେଇ ଦେଉନାହାନ୍ତି । ସହରରେ ପ୍ରବଳ ମଶା ଯୋଗୁଁ ଲୋକେ ଅସ୍ତବ୍ୟସ୍ତ ହେବା ସହ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଗଲେଣି ।

ଦିନକୁ ଦିନ ମଶାଙ୍କ ଦୌରାତ୍ମ୍ୟ ବଢି ଚାଲିଥିବା ବେଳେ ମଶା ମାରିବା ପାଇଁ ପଞ୍ଚାୟତ ପକ୍ଷରୁ ଟିଫା ମେସିନ ଯୋଗାଇ ଦିଆଯାଇ ନାହିଁ । ଫଳରେ ମଶା ବଂଶ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି | ପଞ୍ଚାୟତର ଅଧିକାଂଶ ଡ୍ରେନ ଦୀର୍ଘ ଦିନ ଧରି ସଫା ନହେବା ଫଳରେ ସେଥି ମଧ୍ୟରେ ଆବର୍ଜନା ଓ ପାଣି ଜମି ରହି ମଶା ବଂଶ ବୃଦ୍ଧିରେ ସହାୟକ ହେଉଛି । ସଞ୍ଜ ନଇଁଲେ ଡ୍ରେନର ରୁ ଅସଂଖ୍ଯ ମଶା ବାହାରୁଛନ୍ତି । ଅନ୍ୟପକ୍ଷରେ ସହରର ଫାଙ୍କା ଜାଗାରେ ଗଢ଼ି ଉଠିଥିବା ଲଟାବୁଦା ଏବଂ ଆବର୍ଜନା ପରିବେଶ ଯୋଗୁଁ ମଶା ପ୍ରବଳ ହେଉଛି ।

ଏଥି ପ୍ରତି ପଞ୍ଚୟତ କର୍ତ୍ତୃପକ୍ଷଙ୍କ କୌଣସି ନିଘା ରହୁନାହିଁ । ସହରର ସର୍ବସାଧାରଣ ଜାଗାଗୁଡିକୁ ପଞ୍ଚାୟତ ପକ୍ଷରୁ ସଫେଇ କରାଯାଉଥିଲେ ହେଁ ସହରରେ ରହିଥିବା ମୁଖ୍ୟରାସ୍ତ କଡରେ ଥିବା ଜାଗା ଗୁଡିକ ଏବେ ଆବର୍ଜନାମୟ ହୋଇ ରହିଛି । ସେଥି ପ୍ରତି ମଧ୍ୟ ପଞ୍ଚାୟତ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି । ତେବେ ସହରବାସୀଙ୍କୁ ମଶା ଦାଉରୁ ରକ୍ଷା କରିବା ପାଇଁ ପଞ୍ଚାୟତ ପକ୍ଷରୁ ନାଳ ନର୍ଦ୍ଦମା ସଫେଇ ସହ ମଶା ମରା ଟିଫା ମେସିନର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version