• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ କୃଷକ ଉତ୍ପାଦନ କମ୍ପାନୀମାନଙ୍କ ସଶସ୍ତୀକରଣ ପାଇଁ ଜିଲ୍ଲାସ୍ତରୀୟା କର୍ମଶାଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 2, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ କୃଷକ ଉତ୍ପାଦନ କମ୍ପାନୀମାନଙ୍କ ସଶସ୍ତୀକରଣ ପାଇଁ ଜିଲ୍ଲାସ୍ତରୀୟା କର୍ମଶାଳା ଅନୁଷ୍ଠିତ
Share on FacebookShare on TwitterWhatsapp

 0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଳବିଭାଜିକା ପ୍ରକଳ୍ପ କାର୍ଯ୍ୟାଳୟର ସଭାଗୃହରେ ଜିଲ୍ଲାର ସମସ୍ତ କୃଷକ ଉତ୍ପାଦନ କମ୍ପାନୀମାନଙ୍କ କର୍ମ କର୍ତା ଙ୍କୁ ନେଇ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଙ୍କ ଅଧକ୍ଷତରେ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା ଗଜପତି ଜିଲ୍ଲା ର ଚାଷୀଙ୍କ ଉତ୍ପାଦନ ବୃଦ୍ଧି , ଉତ୍ପାଦିତ ଦ୍ରବ୍ୟର ଉଚିତ ମୂଲ୍ୟରେ ବଜାରିକରଣ , ଚାଷୀମାନଙ୍କୁ ଆସୁଥିବା ସରକାରୀ ସହାୟତା କୃଷକ ଉତ୍ପାଦନ କମ୍ପାନୀ ମାଧ୍ୟମରେ ଚାଷୀଙ୍କୁ ଉପଲବ୍ଧ କରାଇବା ସହ କୃଷକ ଉତ୍ପାଦନ କମ୍ପାନୀ ମାନଙ୍କୁ ସଶସ୍ତୀକରଣ କରିବା ଉଦେଶ୍ୟରେ ନାବାର୍ଡ ,

ସି.ଆର.ଏସ ଓ ସକାଳ ସ୍ବେଛାସେବୀ ଅନୁଷ୍ଠାନରେ ସହଯୋଗରେ ଆୟୋଜନ ଆୟୋଜନ କରାଯାଇଥିଲା ଏହି କର୍ମଶାଳାରେ ୧୨ ଗୋଟି କୃଷକ ଉତ୍ପାଦନ କମ୍ପାନୀ କର୍ମକର୍ତା ଓ କମ୍ପାନୀକୁ ସହଯୋଗ କରୁଥିବା ୧୨ ଗୋଟି ସ୍ବେଛାସେବୀ ଅନୁଷ୍ଠାନ କର୍ମକର୍ତା ଉପସ୍ଥିତ ଥିଲେ । କୃଷକ ଉତ୍ପାଦନ କମ୍ପାନୀମାନ ଙ୍କୁ ସହଯୋଗ କରୁଥିବା ସରକାରୀ ବିଭାଗ ଯଥା ଉଦ୍ୟାନ ବିଭାଗର ଉପନିର୍ଦେଶୟକ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ ,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ ପ୍ରତିନିଧି , ଜଳ ବିଭାଜିକା ଓ ମୃତିକା ସଂରକ୍ଷଣ ବିଭାଗର ପ୍ରତିନିଧି ,ଗଜପତି ଜିଲ୍ଲା ଆତ୍ମା ନିଯୁକ୍ତି ନିର୍ଦେଶ୍ୟକ, କୃଷିବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ , ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ,

ଓରମାସ୍ ର ଉପ କାର୍ଯ୍ୟନିଵାହୀ ଅଧିଆକାରୀ ,ଓଏଲଏମ ଓ ମିଶନ ଶକ୍ତିର ଡିପିଏମ , ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, ଜିଲ୍ଲା ଅଗ୍ରଣୀ ବ୍ୟାଙ୍କର ପରିଚାଳକ ଆଦି ଉପସ୍ଥିରେ ଜିଲ୍ଲାର ସମସ୍ତ କୃଷକ ଉତ୍ପାଦନ କମ୍ପାନୀମାନଙ୍କ ସଶସ୍ତୀକରଣ ନିମନ୍ତେ ଏକ ଜିଲ୍ଲା ସ୍ତରୀୟ କମିଟି ଗଠନ କରାଯାଇଥିଲା । ପାରଳାଖେମୁଣ୍ଡି ସ୍ତିତ ଉଦ୍ୟାନ ବିଭାଗର ଉପନିର୍ଦେଶ୍ୟକ ଏହି କମିଟିର ଅଧକ୍ଷ ରହିବେ , ଜିଲ୍ଲାର ସରକାରୀ ବିଭାଗର କୃଷକ ଉତ୍ପାଦନ କମ୍ପାନୀମାନଙ୍କ ସହିଯୋଗୀ ପଦସ୍ଥ ଅଧିକାରୀ ,

କୃଷକ ଉତ୍ପାଦନ କମ୍ପାନୀର କାର୍ଯ୍ୟ ନିର୍ବାହୀ ଅଧିକାରୀ/ସଭାପତି ଓ ସହଯୋଗି ସ୍ଵେଛାସେଵୀ ଅନୁଷ୍ଠାନର କର୍ମକର୍ତା ଏହି କମିଟିର ସଭ୍ୟ ରହିବେ ଓ କମ୍ପାନୀ ଗୁଡିକୁ କିଭଳିଭାବେ ସୁଦୃଢ଼ୀକରଣ କରାଯାଇପାରିବ କମିଟି ତରଫରୁ ମାସିକ ସମୀକ୍ଷା କରାଯାଇ ପଦକ୍ଷେପ ନିଆଯିବା କୁ ସ୍ଥିର କରାଯାଇଥିଲା । ଏହି କର୍ମଶାଳା ଗଜପତି ଜିଲ୍ଲାର ଅଗ୍ରଣୀ କୃଷକ ଉତ୍ପାଦନ କମ୍ପାନୀ ତପ୍ତପାଣି କୃଷକ ଉତ୍ପାଦନ କମ୍ପାନୀ ର ମୁଖ୍ୟ କାର୍ଯ୍ୟନିଵାହୀ ଅଧିକାରୀ ଶ୍ରୀ ଅଜିତ କୁମାର ସହୂ ପରିଚାଳନା କରିଥିଲେ ଓ ସକାଳ ଅନୁଷ୍ଠାନ ର କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version