• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେଙ୍ଗେଲର ପ୍ରେସ ଇସ୍ତାହାର, ବାଙ୍ଗ୍ରିପୋଷି

Proprietor Abhimanyu Maharana by Proprietor Abhimanyu Maharana
September 5, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସେଙ୍ଗେଲର ପ୍ରେସ ଇସ୍ତାହାର, ବାଙ୍ଗ୍ରିପୋଷି
Share on FacebookShare on TwitterWhatsapp

ବିଷୟ- ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ଉତ୍ତର ମାଗୁଛି ସେଙ୍ଗେଲ ଅଭିଯାନ

୨୦ ସୁଦ୍ଧା ଉତ୍ତର ନମିଳିଲେ ୩୦ ସେପ୍ଟେମ୍ବରକୁମୟୂରଭଞ୍ଜ ବନ୍ଦ ଡାକରା

0୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍ଗ୍ରିପୋଷି :-> ଆଦିବାସୀ ସେଙ୍ଗେଲ ଅଭିଯାନ ବାଙ୍ଗିରିପୋଷି ବ୍ଲକ କମିଟିର ସେଙ୍ଗେଲ ସଭାପତି ଶ୍ରୀ ବିକାଶ ଚନ୍ଦ୍ର ହେମ୍ବ୍ରମଙ୍କ ନେତୃତ୍ବରେ ବାଙ୍ଗ୍ରିପୋଷି ତହସିଲଦାର କାର୍ଯ୍ୟାଳୟ ନିକଟରୁ ଏକ ରାଲି ବଜାରରେ ପରିକ୍ରମା କରାଯାଇ ଓଡିଶା ପ୍ରଦେଶ ସେଙ୍ଗେଲ ପାର୍ଗାନା ଶ୍ରୀ ନାରାନ ମୁର୍ମୁ ଏବଂ ବାରିପଦା ଜୋନାଲ କମିଟିର ସେଙ୍ଗେଲ ଉପସଭାପତି ଶ୍ରୀ ଜିତେନ୍ଦ୍ରନାଥ ହେମ୍ବ୍ରମଙ୍କ ଉପସ୍ଥିତିରେ ତିନିଗୋଟି ପ୍ରଶ୍ନର ଉପଯୁକ୍ତ ଉତ୍ତର ଦାବିରେ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ବାଙ୍ଗ୍ରିପୋଷି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ଏବଂ ଆଦିବାସୀ ସମ୍ପ୍ରଦାୟର ମୟୂରଭଞ୍ଜ,

ଓଡିଶାରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ମୟୂରଭଞ୍ଜ ସାଂସଦ ଏବଂ ମୟୂରଭଞ୍ଜର ସମସ୍ତ ବିଧାୟକମାନେ ଅବିଳମ୍ବେ ସେଙ୍ଗେଲ ଅଭିଯାନର ତିନିଦଫା ପ୍ରଶ୍ନର ଉପଯୁକ୍ତ ଉତ୍ତର ଦେବାକୁ ଦାବି କରାଯାଇଛି । ପ୍ରଶ୍ନଗୁଡିକ ମଧ୍ୟରୁ :- ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ, ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥା ଲାଗୁ ନାହିଁ କାହିଁକି ? ସାର୍ନା ଧର୍ମ କୋଡ ମାନ୍ୟତା ଉପରେ ଚୁପ୍ ଅଛନ୍ତି କାହିଁକି ? ଅର୍ଥାତ (କ) ଜିଲ୍ଲାର ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ, ଆଇନ ଲାଗୁ ନାହିଁ । ଜଙ୍ଗଲ ରୁଲ୍ ଚାଲିଛି । ଅନ୍ତତଃ କଙ୍ଗାରୁ କୋର୍ଟ ଦ୍ୱାରା ମନ ଇଚ୍ଛା ଜରିମାନା କରିବା,

ସାମାଜିକ ବାସନ୍ଦ କରିବା, ଡାହାଣୀ ନାମରେ ହତ୍ୟା କରିବା, ଇର୍ଷା-ଦ୍ଵେଷ, ଆଦିବାସୀ ମହିଳା ବିରୋଧୀ ମାନସିକତା, ଭୋଟ କ୍ରୟ ବିକ୍ରୟ ଆଦି ଚାଲିଛି । କାହିଁକି ? (ଖ) ସମସ୍ତ ଆଦିବାସୀ ଗ୍ରାମ ସମାଜରେ ଗଣତାନ୍ତ୍ରିକ ଯାଗାରେ ରାଜତାନ୍ତ୍ରୀକ ମାଝୀ ପାର୍ଗାନା ବ୍ୟବସ୍ଥା ଚାଲିଛି । ଯାହା ଫଳରେ ବଂଶାନୁଗତ ଅଧିକାଂଶ ଅଶିକ୍ଷିତ, ମଦ୍ୟପ, ଅବୁଝା ବ୍ଯକ୍ତିମାନେ ଆଦିବାସୀ ଗ୍ରାମ ସମାଜକୁ ଦଖଲ କରିଛନ୍ତି । ଯେଉଁଠାରେ କି ପ୍ରତ୍ୟେକ ଆଦିବାସୀ ଗ୍ରାମ ସମାଜରେ ପଢା-ଲେଖା ଶିକ୍ଷିତ ସ୍ତ୍ରୀ ପୁରୁଷ ଅଛନ୍ତି । ଏହି ବଂଶାନୁଗତ ମାଝୀ ପାର୍ଗାନା ବ୍ୟବସ୍ଥା ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ରକୁ ମାନନ୍ତି ନାହିଁ ।

କାହିଁକି ? (ଗ) 15 କୋଟି ଆଦିବାସୀ ମାନଙ୍କର ସାର୍ନା ଧର୍ମ କୋଡ ମାନ୍ୟତା ଉପରେ ଚୁପ୍ ଅଛନ୍ତି କାହିଁକି ? ଯଦି ଉପରୋକ୍ତ ତିନି ଗୋଟି ପ୍ରଶ୍ନର ଉପଯୁକ୍ତ ଉତ୍ତର ସେପ୍ଟେମ୍ବର 20 ତାରିଖ ସୁଦ୍ଧା ନମିଳେ ତେବେ 30 ସେପ୍ଟେମ୍ବରକୁ ସେଙ୍ଗେଲର ରାଷ୍ଟ୍ରୀୟ ସଭାପତି ସହିତ ପୂର୍ବତନ ସାଂସଦ ସାଲଖାନ ମୁର୍ମୁଙ୍କ ମାର୍ଗଦର୍ଶନରେ ମୟୂରଭଞ୍ଜ ବନ୍ଦ କରାଯିବା ସହିତ ରେଳ-ରୋଡ୍-ଚକା ଜାମ କରିବାକୁ ବାଧ୍ୟ ବୋଲି କହିଛନ୍ତି । ଦାବିପତ୍ର ପ୍ରଦାନ ବେଳେ ବ୍ଲକ ସେଙ୍ଗେଲ ପାର୍ଗାନା ଭିଲୁ ମୁର୍ମୁ, ଜୋନାଲ ମହିଳା ସେଙ୍ଗେଲ ସଭାପତି ପାନମଣି ହେମ୍ବ୍ରମ, ଉପଖଣ୍ଡ ସେଙ୍ଗେଲ ସମ୍ପାଦକ ଉଧୁରାନ ହାଁସଦାଃ, ରଳୟା ମୁର୍ମୁ, ଲାଦୁରାମ ସୋରେନ, ହାମ୍ବ୍ରାଇ ମାର୍ଣ୍ଡ ପ୍ରମୁଖ ସେଙ୍ଗେଲ ନେତାମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026
ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବେଟି ବଚାଅ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବେଟି ବଚାଅ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

September 11, 2026
ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version