• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ଶୂନ୍ୟ କାଳରେ ଉଠିଲା ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ : ଶାସକ-ବିରୋଧୀ ମୁହାଁମୁହିଁ

Proprietor Abhimanyu Maharana by Proprietor Abhimanyu Maharana
September 5, 2024
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ରାଜନୀତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବିଧାନସଭା ଶୂନ୍ୟ କାଳରେ ଉଠିଲା ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ : ଶାସକ-ବିରୋଧୀ ମୁହାଁମୁହିଁ
Share on FacebookShare on TwitterWhatsapp

0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରେଭେନ୍ସା ନାମ ପରିବର୍ତ୍ତନକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ କ୍ଷ ବିଧାନସଭା ଶୂନ୍ୟ କାଳରେ ଉଠିଲା ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ । ଏହି ପ୍ରସଙ୍ଗକୁ ନେଇ ଶାସକ ବିରୋଧୀ ମୁହାଁମୁହିଁ ହୋଇଛନ୍ତି ଓ ବିଜେଡି ବିଧାୟକ ବ୍ୟମୋକେଶ ରାୟ କହିଥିଲେ, କେନ୍ଦ୍ର ମନ୍ତ୍ରୀ ଯେଉଁ କଥା କହିଲେ କ୍ଷ ତାକୁ ଉପ ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ସମର୍ଥନ କଲେ । ମୁଁ ରେଭେନ୍ସା ଭିଆନ ଭାବରେ ଏହି ପ୍ରସଙ୍ଗକୁ ଗୃହରେ ଉଠାଉଛି । ରେଭେନ୍ସା ଏକ ଅନୁଷ୍ଠାନ ନୁହେଁ ୧୫୬ ବର୍ଷ ଇତିହାସର ଏକ ମାଇଲ ଖୁଣ୍ଟ । ୧୮୬୬ ନଅଙ୍କ ଦୁର୍ଭିକ୍ଷର କିଛି ସମୟ ପୂର୍ବରୁ ଟି.ଇ ରେଭେନ୍ସା ଦାୟିତ୍ୱ ନେଇଥିଲେ । କିନ୍ତୁ ସେ ନିଜର ୧୦ ବର୍ଷ କାର୍ଯ୍ୟକାଳ ଭିତରେ ଓଡ଼ିଶାର ସ୍କୁଲ ରେ କିପରି ବେଙ୍ଗଲି ବଦଳରେ ଓଡ଼ିଆ ପଢ଼ାଯିବ ତାକୁ ଗୁରୁତ୍ୱ ଦେଇଥିଲେ ।

ଫକୀର ମୋହନ ଓ ଗୌରୀ ଶଙ୍କର ମଧ୍ୟ ତାଙ୍କ କାର୍ଯ୍ୟ କୁ ପ୍ରଶଂସା କରିଛନ୍ତି । କେନ୍ଦ୍ର ମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଛାତ୍ର ଆନ୍ଦୋଳନ ତୀଵ୍ର ହେଉଛି । ବିରାଟ ଆନ୍ଦୋଳନର ଦାନା ବାନ୍ଧୁଛି । ମୁଖ୍ୟମନ୍ତ୍ରୀ ଏ ନେଇ ଗୃହରେ ତୁରନ୍ତ ବିବୃତି ରଖନ୍ତୁ । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଯେଉଁ ପ୍ରସ୍ତାବ ଦେଇଛନ୍ତି ତାକୁ ଓଡ଼ିଶା ବାସୀ ଗ୍ରହଣ କରି ନେଇଛନ୍ତି । ଯେଉଁମାନେ ରିମୋର୍ଟ ରେ ପରିଚାଳିତ ହେଉଥିଲେ ସେମାନେ ବିରୋଧ କରୁଛନ୍ତି । ୨୦୦ ବର୍ଷ ଇଂରେଜ ମାନେ ଆମକୁ ଶାସନ କଲେ ତାଙ୍କ ନାମରେ କାହିଁକି କୌଣସି ଅନୁଷ୍ଠାନ ନାମିତ ହେବ । ଆମର ଅନେକ ବରପୁତ୍ର ରହିଛନ୍ତି । ସେମାନଙ୍କ ନାମରେ ନାମିତ ହେବା କଥା ।

ବିଜେଡି ବିଧାୟକ ଶାରଦା ଜେନା କହିଥିଲେ, ଅନୁଷ୍ଠାନ ନାମ ପରିବର୍ତ୍ତନରେ ଶିକ୍ଷା ବ୍ୟବସ୍ଥାର ପରିବର୍ତ୍ତନ ହୁଏନି । କଟକ ଭଳି ଶାନ୍ତ ସହରରେ ଅଯଥା ନିଆଁ ଲଗା ଯାଉଛି । ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ତୈଳ ମନ୍ତ୍ରୀ ଥିବାବେଳେ ଏକ ତୈଳ କମ୍ପାନୀର ସିଏସ୍ ଆର ଫଣ୍ଡରୁ ରେଭେନ୍ସା ପାଇଁ ଅନୁଦାନ ଦେଇଥିଲେ । କିନ୍ତୁ କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟ କରିଦେଇଥିଲେ ତାହା ଭଲ ହୋଇଥାନ୍ତା । କେନ୍ଦ୍ର ମନ୍ତ୍ରୀ ଜଣେ ସାଧାରଣ ବ୍ୟକ୍ତି ନୁହଁନ୍ତି । ସେ ଯାହା କୁହନ୍ତି ତାହା ସରକାର ଙ୍କ ମତ ବୋଲି ଧରି ନିଆଯାଏ । ଯଦି ନାମ ପରିବର୍ତ୍ତନ ପାଇଁ ଏତେ ବ୍ୟାକୁଳ ତାହେଲେ ନାଥୁ ରାମ ଗଡ଼ସେ ନାମରେ ବି ଗୋଟେ ବିଶ୍ୱ ବିଦ୍ୟାଳୟ ଖୋଲାଯାଉ ବୋଲି କଟାକ୍ଷ କରିଥିଲେ l

ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ କହିଥିଲେ, ନାଥୁ ରାମ ଗଡ଼ସେ ଙ୍କ ନାଁ ରେ ବିଶ୍ୱ ବିଦ୍ୟାଳୟ ଖୋଲାଯିବା ପ୍ରସ୍ତାବ କୁ ନିନ୍ଦା କରି ଏହା ଦୁଃଖ ଦାୟକ ବୋଲି କହିଲେ ଇରାଶିଷ । ଓଡ଼ିଆ ମାନେ ଉତ୍ସାହ ହୀନ ଓ ଅଳସୁଆ ବୋଲି କହିଥିଲେ ରେଭେନ୍ସା । କେନ୍ଦ୍ର ମନ୍ତ୍ରୀ ଗୃହର ସଦସ୍ୟ ନୁହଁନ୍ତି । ତାଙ୍କ ବିଷୟ ରେ ଗୃହରେ ଆଲୋଚନା କରାଯାଇ ଗୃହକୁ ଭିନ୍ନ ଆଡ଼କୁ ନେଉଛନ୍ତି ବିରୋଧୀ ।

କଂଗ୍ରେସ ବିଧାୟିକା ସୋଫିଆ ଫିରଦୋଷ କହିଥିଲେ, ବିଜେପି ବିଧାୟକ ଟଙ୍କଧରଙ୍କ ମନ୍ତବ୍ୟକୁ ଆଧାର କରି କହିଲେ ଆପଣମାନେ ମାନୁଛନ୍ତି ଯେ ନାମ ପରିବର୍ତ୍ତନ ଆପଣଙ୍କ ଅଫିସିଆଲ ଷ୍ଟାଣ୍ଡ । ଅସ୍ମିତା କଥା କହୁଛନ୍ତି ଆପଣ ୨୦୨୧ ରେ ସରଦାର ବଲଭ ଭାଇ ଷ୍ଟାଡିୟମର ନାମ କାହିଁକି ପରିବର୍ତ୍ତନ କରାଯାଇ ନରେନ୍ଦ୍ର ମୋଦି ଷ୍ଟାଡିୟମ କରାଗଲା । ଏହି ପ୍ରସଙ୍ଗ ଉଠାଇ କଟକଵାସୀଙ୍କ ଭାବନାକୁ ଆଘାତ ଦେଉଛନ୍ତି । ଛୋଟ ଚିନ୍ତାଧାରା ରଖନ୍ତୁ ନାହିଁ । ରେଭେନ୍ସାର ନାମ ପରିବର୍ତ୍ତନ ପ୍ରସଙ୍ଗରେ ସ୍ପଷ୍ଟତା ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ରଖିବେ କି ବୋଲି ସେ ଦାବି କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version