• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁମ୍ମାବ୍ଲକ ଅଜୟଗଡ଼ଠାରେ ପିଏମ-ଜନମନ ସଚେତନତା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 5, 2024
in ଓଡ଼ିଶା, ଗଜପତି, ହୋମ୍
0
ଗୁମ୍ମାବ୍ଲକ ଅଜୟଗଡ଼ଠାରେ ପିଏମ-ଜନମନ ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :->  ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମ୍ୟ ପଞ୍ଚାୟତ ଓ ଗ୍ରାମ ଗୁଡିକରେ ପିଏମ-ଜନମନ ସଚେତନତା କରାଯାଉଅଛି। ଏହି ପରିପେରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ ଯୋଜନାର ହିତାଧିକାରୀ ସଚେତନତା ଶିବିର ଅଜୟଗଡ ଗ୍ରାମପଞ୍ଚାୟତ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ଲାଞ୍ଜିଆ ସଉରା ବସବାସ କରୁଥିବା ବାରୁସିଂ,ଜଙ୍ଗତାର, ତିବିଶିଂ, ତାଲିମ୍ବ,ଅଜୟ ଗଡ଼ ଇତ୍ୟାଦି ଗ୍ରାମରୁ ଵିଶେଷ ଭାବେ ବିଭିନ୍ନ ଜନଜାତି ସମୁଦାୟ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ସୁଲମି ଶବର,ସ୍ଥାନୀୟ ସରପଞ୍ଚ , ଅଜୟ ଗଡ଼, ସମିତି ସଭ୍ୟା ଅଜୟ ଗଡ଼ ,ସମସ୍ତ ଗ୍ରାମର ୱାର୍ଡ ମେମ୍ବର ସମେତ ଶ୍ରୀ ଅନ୍ତର୍ଯ୍ୟାମୀ କହଁର, ସ୍ଵତନ୍ତ୍ର ଅଧିକାରି, ଲାଞ୍ଜିଆ ସଉରା ଉନ୍ନୟନ ସଂସ୍ଥା,

ଶେରଙ୍ଗ,ଶ୍ରୀ ଆକାଶ କୁମାର ଦିଗାଲ,ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀଲାଞ୍ଜିଆ ସଉରା ଉନ୍ନୟନ ସଂସ୍ଥାଶେରଙ୍ଗ, ଶ୍ରୀ ଦିନେଶ କୁମାର ଦେଓ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀ ମନୋଜ କୁମାର ସାହୁ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ , ଗୁମ୍ମା ଙ୍କ ସମେତ ପଂଚାୟତ ରାଜ,କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ରାଜସ୍ୱ, ଗ୍ରାମ ଉନ୍ନୟନ, ପ୍ରାଣୀ ସମ୍ପଦ, ବିଦ୍ୟୁତ,ମହିଳା ଓ ଶିଶୁ ବିକାଶ ଆଦି ବିଭାଗର ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ବିଭାଗୀୟ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ । ଉକ୍ତ ଯୋଜନାରେ ସମସ୍ତ ଙ୍କୁ ପକ୍କାଘର ପ୍ରତ୍ୟେକ ଘରକୁ ପାଣି, ପ୍ରତି ଗାଁ କୁ ପକ୍କା ରାସ୍ତା, ପ୍ରତି ଘରକୁ ବିଜୁଳି,

ସମସ୍ତ ଙ୍କୁ ଉତ୍ତମ ଶିକ୍ଷା, ଦକ୍ଷତା ବିକାଶ, ସ୍ୱାସ୍ଥ୍ୟ ସୁବିଧା, ପୋଷଣ,ଉନ୍ନତ ଟେଲିକମ ସେବା ଓ ବିଭିନ୍ନ ଯୋଜନା ତଥା ଉନ୍ନତ ଜୀଵନ ଧାରା, ଆୟୁଷ୍ମାନ ଭାରତ ପ୍ରଭୁତି ସେବା ଯୋଗାଇ ଦିଆଯିବ ବୋଲି ବିଭାଗୀୟ ଅଧିକାରୀ ମାନେ ମତ ପୋଷଣ କରିଥିଲେ।ଉକ୍ତ ଶିବିରରେ ସ୍ଥାୟୀ ବାସିନ୍ଦା ପ୍ରମାଣ ପତ୍ର, ଜଙ୍ଗଲ ଜମି ପ୍ରମାଣ ପତ୍ର,ଜାତିଗତ ପ୍ରମାଣ ପତ୍ର, ଆୟକର ପ୍ରମାଣ ପତ୍ର ଓ ଜନ୍ମ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଏତଦବ୍ୟତୀତ ଜନ୍ମଗତ ପ୍ରମାଣପତ୍ର, ଭିନ୍ନକ୍ଷମ ଭତ୍ତା, ଜାତିଗତ ପ୍ରମାଣପତ୍ର,ଆୟ ପ୍ରମାଣପତ୍ର, ବାସିନ୍ଦା ପ୍ରମାଣପତ୍ର,ଗୋଷ୍ଠୀ ଜଙ୍ଗଲ ଜମି ଅଧିକାର, ବ୍ୟାଙ୍କ ପାସ ବୁକ,ବିଦ୍ୟୁତ ସଂଯୋଗୀ କରଣ , ଆଧାର କାର୍ଡ ପଞ୍ଜିକରଣ,ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ଆଦି ବିଭିନ୍ନ ବିଭାଗୀୟ ସୁବିଧା ସୁଯୋଗ ରେ ଅନ୍ତର୍ଭୁକ୍ତ କରିବା ପାଇଁ ଦରଖାସ୍ତ ଗ୍ରହଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version