• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଦେ ଉତ୍କଳ ଲୋକକଳା ମହାସଂଘର ମାଲକାନଗିରି ଜିଲ୍ଲା ଶାଖା ଦ୍ଵାରା ଆୟୋଜିତ ଲୋକ କଳା ମହୋତ୍ସବ- ୨୦୨୪ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 7, 2024
in ଓଡ଼ିଶା, ମାଲକାନଗିରି, ହୋମ୍
0
ବନ୍ଦେ ଉତ୍କଳ ଲୋକକଳା ମହାସଂଘର ମାଲକାନଗିରି ଜିଲ୍ଲା ଶାଖା ଦ୍ଵାରା ଆୟୋଜିତ ଲୋକ କଳା ମହୋତ୍ସବ- ୨୦୨୪ ଅନୁଷ୍ଠିତ
Share on FacebookShare on TwitterWhatsapp

0୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି   :->  ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘର ମାଲକାନଗିରି ଜିଲ୍ଲା ଶାଖା ଦ୍ଵାରା ଆୟୋଜିତ ଲୋକ କଳା ମହୋତ୍ସବ ୨୦୨୪ ମାଲକାନଗିରି ଜିଲ୍ଲାର ଶିରା ଗୁଡା କଳା ଗ୍ରାମ ଠାରେ ମହାସମାହାରରେ ଅନୁଷ୍ଠିତ ହୋଇଯାଇଛି । ମାଲକାନଗିରି ଜିଲ୍ଲା ସଭାପତି ଧନୁର୍ଜୟ ହନ୍ତାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡ଼କ୍ଟର କାମରାଜ କବାସୀ, ମୁଖ୍ୟ ବକ୍ତା ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ଘେନୁ ମୁଦୁଲି ଏବଂ ସମ୍ମାନୀତ ଅତିଥି ଭାବେ ସଂଘଠାନର ଜିଲ୍ଲା ଉପସଭାପତି ଅମଳ ମଣ୍ଡଳ,

ବାଲିମେଳା ପ୍ରତିନିଧି ଡମ୍ବରୁ ହନ୍ତାଳ, କୋରୁକୋଣ୍ଡା ବ୍ଲକ ପ୍ରତିନିଧି ପ୍ରକାଶ ଚନ୍ଦ୍ର ପଣ୍ଡା, ପଡିଆ ବ୍ଲକ ପ୍ରତିନିଧି ସୁଶ୍ରୀ ସୋନାଲି ପଡ଼ିଆମି ସମେତ କଳାକାର ବାବୁଲାମ ଦେବ, ଯୁଗଳ ଦେବ, ଦିନବନ୍ଧୁ ପ୍ରଧାନ, ପଦ ଲାମ ସଗରିଆ, ସମରା ଦୋରା, ଲକ୍ଷ୍ମଣ ମୁଦୁଲି,ମହିଳା ଶିଳ୍ପୀ ଗୀତା ହୀରା, ଦେବେ ପଡିଆମି ଉରେ ପଡ଼ିଆମୀ, ଗୋବିନ୍ଦ ମଣ୍ଡଳ, ପ୍ରମୁଖ ଯୋଗ ଦେଇ କଳା ହିଁ ଜୀବନ, ଲୋକ କଳାକୁ ବଞ୍ଚାଇ ରଖିବାକୁ ହେଲେ ଏହି କଳାକାରଙ୍କୁ ସରକାର ତୁରନ୍ତ ୨ହଜାରରୁ ୫ହାଜର ଟଙ୍କା ପର୍ଯ୍ୟନ୍ତ କଳାକାର ଭତା ସମେତ ବୀମା ରାଶି ସମେତ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଏହି ଉତ୍ସଵରେ ଦାବୀ କରାଯାଇଅଛି ।

ଏହି ଉତ୍ସଵରେ ବହୁ ମହିଳା ଓ ପୁରୁଷ କଳାକାର ଯୋଗ ଦେଇ ନିଜେ ନିଜର କଳା ପ୍ରଦର୍ଶନ କରିଥିଲାବେଳେ ଏଥିରେ କୃତୀ କଳାକାରମାନଙ୍କୁ କୁମୁଦିରୀ କଳାରତ୍ନ ୨୦୨୪ ସମ୍ମାନ ସହ ମାନପତ୍ର, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଆଉ ମଧ୍ୟ ଏହି କଳକାର ସମାବେଶ ଉତ୍ସଵରେ ଦେଶିଆ ନାଟ ପରିବେଷଣ କରାଯାଇଥିଲା ,। ବନ୍ଦେ ଉତ୍କଳ ଲୋକକଳା ମହାସଂଘର ମାଲକାନଗିରି ଜିଲ୍ଲା ଶାଖା ଦ୍ଵାରା ଆୟୋଜିତ ଉତ୍ସବରେ ଜିଲ୍ଲାର କୋଣ ଅନୁକୋଣରେ ଥିବା ଲୁକାଇତ କଳାକାରଙ୍କୁ ଆବିଷ୍କାର କରି ସେମାନଙ୍କର ବିଭିନ୍ନ ଲୋକ କଳାର ବିକାଶ ଘଟାଇବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version