• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିରେ ବିଜେପିର ସାମ୍ବାଦିକ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
September 7, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିରେ ବିଜେପିର ସାମ୍ବାଦିକ ସମ୍ମିଳନୀ
Share on FacebookShare on TwitterWhatsapp

0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଘୁମୁସର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଶୁକ୍ରବାର ବିଜେପିର ସଦସ୍ୟତା ଅଭିଯାନ-୨୦୨୪ ପ୍ରସଙ୍ଗରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ନଗର ବିଜେପି ସଭାପତି ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଘୁମୁସର ସାଙ୍ଗଠନିକ ଜିଲ୍ଲା ସଭାପତି ବିଜୟ କୁମାର ସ୍ବାଇଁ ଓ ସମ୍ମାନିତ ଅତିଥି ରୂପେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିଶିର କୁମାର ମିଶ୍ର , ଜିଲ୍ଲା ସଦସ୍ୟତା ପ୍ରଭାରୀ ତଥା ଜିଲ୍ଲା ସାଧାରଣ ସମ୍ପାଦକ ନୀଳ ମାଧବ ପାତ୍ର, ସାଧାରଣ ସମ୍ପାଦକ ଅନିଳ କୁମାର ପଣ୍ଡା, ନାରାୟଣ ବେହେରା , ରାମକୃଷ୍ଣ ମହାଙ୍କୁଡ ଓ ଜିଲ୍ଲା ଉପସଭାପତି ମାଧବ ଗୌଡ଼ ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

ଏହି ପରିପ୍ରେକ୍ଷୀରେ ଘୁମୁସର ସାଙ୍ଗଠନିକ ଜିଲ୍ଲା ସଭାପତି ଶ୍ରୀ ସ୍ଵାଇଁ ବିଜେପି ପକ୍ଷରୁ ରାଜ୍ୟ ସଭାପତି ମନ ମୋହନ ସାମଲଙ୍କ ଆହ୍ବାନ କ୍ରମେ ରାଜ୍ୟରେ ବିଜେପି ପକ୍ଷରୁ ରାଜ୍ୟ ସ୍ତରୀୟ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ଦଳ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସଦସ୍ୟତା ଅଭିଯାନର ଆଭିମୁଖ୍ୟ ଓ ତୃଣ ମୂଳସ୍ତରରେ ଏହାର ସଫଳତା ହାସଲ ଉଦ୍ଦେଶ୍ୟରେ ଚଳିତ ମାସ ୧ ତାରିଖରେ ସର୍ବପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଦସ୍ୟତା ଗ୍ରହଣ କରି ଅଭିଯାନର ଶୁଭାରମ୍ଭ କରିଥିଲେ। ଗତ ୨ ତାରିଖରେ ମାନ୍ୟବର ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସଦସ୍ୟ ଭାବେ ପ୍ରଥମେ ଓଡ଼ିଶାରେ ରାଜ୍ୟ ସ୍ତରୀୟ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିଥିଲେ ।

ସହର ଠାରୁ ଗ୍ରାମାଞ୍ଚଳ ସ୍ତରରେ ଶିକ୍ଷାର୍ଥୀ,ମହିଳା, ଶ୍ରମିକ, ଅବହେଳିତ,ବୁଦ୍ଧିଜୀବି ଏବଂ ସମସ୍ତ ବର୍ଗର ଜନ ସଧାରଣଙ୍କୁ ସଦସ୍ୟତା ଅଭିଯାନରେ ସାମିଲ କରିବା ପାଇଁ ଅଧିକ ପରିଶ୍ରମ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରବାଦ , ଜାତୀୟତାବାଦ ସହ ଏକ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସଂଗଠନକୁ ଅଧିକ ସୁଦୃଢ଼ ନିମନ୍ତେ ଘରକୁ ଘର ବୁଲି ସଦସ୍ୟତା ଗ୍ରହଣ କରିବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଓଡ଼ିଶାରେ ପ୍ରଥମ ଥର ପାଇଁ ଡବଲ ଇଞ୍ଜିନ ସରକାର ଆରମ୍ଭ ହୋଇଛି । ସରକାର ଓ ସଙ୍ଗଠନ ମଧ୍ୟରେ ସମନ୍ଵୟ ରଖି ଲୋକଙ୍କ ସେବା କରିବା ପାଇଁ ଆମ ଦଳର ଲକ୍ଷ୍ୟ ରହିଛି । ଏଣୁ ସମସ୍ତେ ନିଷ୍ଠାର ସହ ସଦସ୍ୟତା ଅଭିଯାନକୁ ତୃଣମୂଳ ସ୍ତରରୁ ଆରମ୍ଭ କରିବା ପାଇଁ ଆହୁତ ସାମ୍ୱାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ଶ୍ରୀ ସ୍ଵାଇଁ ଆଶା ବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ନୀତିଶ କୁମାର ପଣ୍ଡା, ନାରାୟଣ ଗୌଡ଼, ଉଦୟ ପ୍ରଧାନ, ଅମର ବରଡ, ଗୌରାଙ୍ଗ ଗୌଡ଼ ଓ ଦୁଷ୍ମନ୍ତ ସାହୁ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version