• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ତୃତୀୟ ସଂଧ୍ୟା ଓଏସ୍‍ ଅରୁଣଙ୍କ କର୍ଣ୍ଣାଟକୀ ସଙ୍ଗୀତରେ ଦର୍ଶକ ବିମୋହିତ

Proprietor Abhimanyu Maharana by Proprietor Abhimanyu Maharana
September 8, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମନୋରଞ୍ଜନ, ମହାନଗର, ହୋମ୍
0
୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ତୃତୀୟ ସଂଧ୍ୟା ଓଏସ୍‍ ଅରୁଣଙ୍କ କର୍ଣ୍ଣାଟକୀ ସଙ୍ଗୀତରେ ଦର୍ଶକ ବିମୋହିତ
Share on FacebookShare on TwitterWhatsapp

0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ତୃତୀୟ ସନ୍ଧ୍ୟା ଅବିସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଥିଲା । ପ୍ରଖ୍ୟାତ କର୍ଣ୍ଣାଟକୀ କଣ୍ଠଶିଳ୍ପୀ ଡକ୍ଟର ଓଏସ୍‍ ଅରୁଣ ଓ ତାଙ୍କ ସହଯୋଗୀ ଶିଳ୍ପୀଙ୍କ ଆଭିମୁଖ୍ୟରେ କର୍ଣ୍ଣାଟକୀ କଣ୍ଠସଙ୍ଗୀତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ରବିନ୍ଦ୍ର ମଣ୍ଡପର ପ୍ରେକ୍ଷାଳୟରେ । ଏହି ନୃତ୍ୟ, ସଙ୍ଗୀତ ଏବଂ ସମ୍ମାନ ଉତ୍ସବର ତୃତୀୟ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବେ ଯାଜପୁର ଲୋକ ସଭା କ୍ଷେତ୍ରର ମାନ୍ୟବର ସାଂସଦ ଡକ୍ଟର ରବିନ୍ଦ୍ର ନାରାୟଣ ବେହେରା  ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ଶ୍ରୀଯୁକ୍ତ ପ୍ରବୋଧ ରଥ 

ବିଶିଷ୍ଟ ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ ତଥା ସଙ୍ଗୀତ ରଚୟିତା ଗୁରୁ (ଡକ୍ଟର) ମହେଶ୍ୱର ରାଓ  ବିଶିଷ୍ଟ ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ ତଥା ସଙ୍ଗୀତ ରଚୟିତା ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା ପରିବେଷଣ (ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ)ର ଅଧ୍ୟାପକ ଗୁରୁ ଦେବେନ୍ଦ୍ର ନାରାୟଣ ଶତପଥୀ  ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଇଞ୍ଜିନିୟରିଂ ଓ ଟେକ୍ନୋଲୋଜି ବିଭାଗର ଅଧ୍ୟାପକ ପ୍ରଫେସର (ଡକ୍ଟର) ରବିନାରାୟଣ ଶତପଥୀ ବରିଷ୍ଟ ଆଇନଜୀବି ତଥା ରାଜନେତା ଶ୍ରୀଯୁକ୍ତ ପ୍ରିୟରଞ୍ଜନ ଦାସ ଏବଂ ସୃଜନର ନିର୍ଦ୍ଦେଶକ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା, ଯୋଗାଯୋଗ ଓ ଇଣ୍ଡିଜ ଷ୍ଟଡିଜ୍ ଅଧ୍ୟାପକ ଗୁରୁ ରତିକାନ୍ତ ମହାପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ୱୋଳନ ପରେ ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

ତୃତୀୟ ସନ୍ଧ୍ୟାରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପର୍ଣ୍ଣ କର୍ଣ୍ଣାଟକୀ କଣ୍ଠଶିଳ୍ପୀ କଲାଇମାମଣି ଓଏସ୍‍ ଅରୁଣଙ୍କ ଦ୍ୱାରା କର୍ଣ୍ଣାଟକୀ ଶାସ୍ତ୍ରୀୟ ସଙ୍ଗୀତ ପରିବେଷିତ ହୋଇଥିଲା । ତାଙ୍କ ସହିତ ବାଦ୍ୟଯନ୍ତ୍ର ବେହେଲାରେ ଡକ୍ଟର ବୈଦ୍ରୀନାରାୟଣନ୍‍, ମୃଦଙ୍ଗମ୍‍ରେ ଏମ୍‍ଏସ୍‍ ଭେଙ୍କଟସୁବ୍ରମଣ୍ୟମ୍‍ ଏବଂ ତବଲାରେ ଇ. ମାର୍ଟିନ୍‍ ପ୍ରଥମେ ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ତ୍ରୟୋଦଶ ବର୍ଷର ସମ୍ମାନ ଉତ୍ସବରେ ଏହି ବିଶିଷ୍ଟ ସଙ୍ଗୀତଜ୍ଞମାନଙ୍କର ସୁସଙ୍ଗତ ସମନ୍ୱୟରେ କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣ ଉତ୍ସବଟିକୁ ଦ୍ୱିଗୁଣିତ କରିଥିଲା ।

ଓଏସ୍‍ ଅରୁଣଙ୍କ ପରିବେଷଣରେ ତାଙ୍କର କଣ୍ଠର ଯାଦୁକରୀ ସ୍ପର୍ଶ ସହିତ ଭକ୍ତିର ମହତ୍ୱକୁ ଶାସ୍ତ୍ରୀୟତା ସହିତ ମିଶ୍ରଣ କରିଥିଲା ଯାହାକୁ ଦର୍ଶକ ବେଶ୍‍ ପସନ୍ଦ କରିଥିଲେ । ଶ୍ରୀ ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସହିତ ଗୁରୁ ରତିକାନ୍ତ ମହାପାତ୍ରଙ୍କ ଦ୍ୱାରା ସମଗ୍ର ଉତ୍ସବଟିକୁ ସଂକଳ୍ପିତ ଏବଂ ପରିକଳ୍ପନା କରାଯାଇଥିଲା । ଏହି କାର୍ଯ୍ୟକ୍ରମଟିକୁ ଡଃ. ମୃତ୍ୟୁଞ୍ଜୟ ରଥ ପରିଚାଳନା କରିଥିଲେ । ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସମର୍ଥନ କରିଛନ୍ତି ।

ଏମ୍‍.ଜି.ଏମ୍‍ ମିନେରାଲ୍ସ ଏବଂ ଶାଲିମାର କେମିକାଲ୍‌ ୱାର୍କସ୍ ଲିମିଟେଡ୍‌ଙ୍କ ଠାରୁ ଅନୁଦାନ ଗ୍ରହଣ କରାଯାଇଛି । ଶାଲିମାର୍‌ କୋକାନଟ୍ ଅଏଲ୍‌, ନାଲକୋ, ଏସ୍‌.ବି.ଆଇ, ଇମ୍ଫା, ପ୍ରିୟଦର୍ଶିନୀ ହାଣ୍ଡଲୁମ୍‌ ଏବଂ ପାରାଦୀପ ଫସଫେଟ୍ ଲିମିଟେଡ୍ ଉତ୍ସବର ପ୍ରାୟୋଜକ ଅଟନ୍ତି । ଏହି ଉତ୍ସବର ଆତିଥ୍ୟକୁ ରୋଏଲେ ମିଡଟାଉନ୍ ହୋଟେଲ ପ୍ରଦାନ କରୁଛନ୍ତି । ଏହି ଉତ୍ସବର ଧରିତ୍ରୀ, ଓଡ଼ିଶା ପୋଷ୍ଟ ଏବଂ ନର୍ଥକୀ ଡଟ୍ କମ୍ ଯଥାକ୍ରମେ ମିଡିଆ ପାର୍ଟନର ଏବଂ ୱେବ୍ ପାର୍ଟନର ଅଟନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version