• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଠ ରାଜ୍ୟର ରାଜଭବନ ଅଧିକାରୀଙ୍କ ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ସଂପର୍କିତ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 8, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆଠ ରାଜ୍ୟର ରାଜଭବନ ଅଧିକାରୀଙ୍କ ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ସଂପର୍କିତ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଭାରତର ଉତ୍ତର-ପୂର୍ବାଚଂଳ ଆଠଟି ରାଜ୍ୟର ରାଜଭବନର ଅଧିକାରୀମାନଙ୍କ ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ସଂପର୍କିତ ଅଭିମୁଖୀକରଣ (ଓରିଏଟେଂସନ୍‌) କାର୍ଯ୍ୟକ୍ରମ ରାଜଭବନର ନିୟୁ ଅଭିଷେକ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ତା ୦୬.୦୯.୨୦୨୪ରିଖ ଦିନ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସମେତ ଆଶାମ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା, ମଣିପୁର, ମିଜୋରାମ, ମେଘାଳୟ ରାଜଭବନର ବରିଷ୍ଠ ଅଧିକାରୀମାନେ ଅଂଶ ଗ୍ରହଣ କରିଥିଲେ । ପ୍ରାରମ୍ଭରେ ଓଡ଼ିଶାର ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍‌.ବି.ଏସ୍ ରାଜପୁତ ରାଜ୍ୟପାଳଙ୍କ ଶୁଭେଚ୍ଛା ବାର୍ତା ଜଣାଇବା ସହ ସ୍ୱାଗତ ଭାଷଣ ପ୍ରଦାନ କରି ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ଓରିଏଟଂସନ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିଥିଲେ ।

ଏହାପରେ ନୀତି ଆୟୋଗର ଅତିରିକ୍ତ ମିଶନ୍ ନିର୍ଦ୍ଦେଶକ ଆନନ୍ଦ ଶେଖର ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଓ ପ୍ରସଙ୍ଗ ଉପରେ ବିଶଦ ଭାବେ ଆଲୋଚନା କରିଥିଲେ ଓ ପାୱାର ପଏଂଟ ପ୍ରେଜେଟଂସନ ମାଧ୍ୟମରେ ବୁଝାଇଥିଲେ । ନୂଆ ଦିଲ୍ଲୀସ୍ଥିତ କାପାସିଟ ବିଲିଂଡଗ କମିଶନର ନିର୍ଦ୍ଦେଶକ ଶ୍ରୀମତୀ ନବ୍‌ନିତ୍ କୌର ଏବଂ ଆଇ.ଜି.ଓ.ଟି. (ଇଂଟିଗ୍ରେଟେଡ ଗଭର୍ଣ୍ଣମେଂଟ ଅନ୍ ଲାଇନ୍ ଟ୍ରେନିଂଗ)ର ବରିଷ୍ଠ ଉପଦେଷ୍ଟା ଶ୍ରୀମତୀ ଶୋଭନା ରାଣା କର୍ମଯୋଗୀ ଏବଂ ଇଟିଂଗ୍ରେଟେଡ ଗଭର୍ଣ୍ଣମେଂଟ ଅନ୍‌ଲାଇନ୍ ଟ୍ରେନିଂଗ୍ (ଓଏଙଞ) ସଂପର୍କରେ ବିଶଦଭାବେ ଆଲୋଚନା କରିଥିଲେ । କର୍ମଚାରୀମାନଙ୍କର ଦକ୍ଷତା ବିକାଶ, କାର୍ଯ୍ୟକ୍ରମ ପରିଚାଳନା ଜରିଆରେ କିପରି ବିଭିନ୍ନ କାର୍ଯ୍ୟକ୍ରମର ସଠିକ୍‌ କାର୍ଯ୍ୟାନ୍ନୟନ ହୋଇପାରିବ ସେ ସଂପର୍କରେ ଆଲୋଚନା କରିଥିଲେ ।

ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ଯୋଜନାର ସୁଫଳ କିପରି ପ୍ରତି ଘରେ ପହଚିଂବ, ହିତାଧିକାରୀଙ୍କ ଜୀବନସ୍ତରର ଉନ୍ନତି ହେବ ତା’ ଉପରେ ଗୁରୁତ୍ୱଆରୋପ କରାଯାଇଥିଲା । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକକ୍ଷେତ୍ର, ଭିତିଭୂମିର ବିକାଶ ତଥା ଅନ୍ୟାନ୍ୟ ମୌଳିକ ଆବଶ୍ୟକତା କ୍ଷେତ୍ରରେ ବିକାଶ ପାଇଁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ସଠିକ୍ କାର୍ଯ୍ୟକାରୀତା ସଂପର୍କରେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ରାଜ୍ୟର ରାଜଭବନର ବରିଷ୍ଠ ଅଧିକାରୀମାନେ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ସଂପର୍କରେ ମତାମତ ଓ ସୁଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ ।

ଓଡ଼ିଶା ରାଜ୍ୟ ସରକାରଙ୍କ ଯୋଜନା ଏବଂ ସଂଯୋଜନ ବିଭାଗର ଅତିରିକ୍ତ ଶାସନ ସଚିବ ମନୀଶ ଅଗ୍ରୱାଲ ରାଜ୍ୟରେ ଚାଲିଥିବା ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ସଂପକେରେ ଆଲୋକପାତ କରିଥିଲେ । ସପରିଶେଷରେ ଓଡ଼ିଶା ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିଂମାସୁ ନାରାୟଣ ପଟ୍ଟନାୟକ ଉଦ୍‌ଯାପନୀ ବକ୍ତବ୍ୟ ପ୍ରଦାନ କରି ଏପରି କାର୍ଯ୍ୟକ୍ରମ ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ବିଶେଷ ଉପଯୋଗୀ ହୋଇପାରିବ ବୋଲି ଆଶା ପ୍ରକାଶ କରିଥିଲେ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଓଡ଼ିଶା ରାଜଭବନ ପକ୍ଷରୁ ପ୍ରତିନିଧିମାନଙ୍କୁ ଉପଢୌକନ ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

Bhubaneswar Hosts Regional AIM SUMVAAD to Drive Innovation and Collaboration Across Eastern India

July 6, 2026
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

Bhubaneswar Hosts Regional AIM SUMVAAD to Drive Innovation and Collaboration Across Eastern India

July 6, 2026
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version