• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାକେଶ ଚୌରାସିଆଙ୍କ ବଂଶୀ ଓ ଓଜସ ଅଧିୟାଙ୍କ ତବଲା ବାଦନର ଯୁଗଳବନ୍ଦୀରେ ଦର୍ଶକ ମନ୍ତ୍ରମୁଗ୍ଧ

Proprietor Abhimanyu Maharana by Proprietor Abhimanyu Maharana
September 10, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାକେଶ ଚୌରାସିଆଙ୍କ ବଂଶୀ ଓ ଓଜସ ଅଧିୟାଙ୍କ ତବଲା ବାଦନର ଯୁଗଳବନ୍ଦୀରେ ଦର୍ଶକ ମନ୍ତ୍ରମୁଗ୍ଧ
Share on FacebookShare on TwitterWhatsapp

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ପଞ୍ଚମ ସନ୍ଧ୍ୟାରେ

୦୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ପଞ୍ଚମ ସନ୍ଧ୍ୟାରେ ପ୍ରଖ୍ୟାତ ହିନ୍ଦୁସ୍ତାନୀ ବଂଶୀବାଦକ ରାକେଶ ଚୌରାସିଆ ଓ ପ୍ରସିଦ୍ଧ ତବଲା ବାଦକ ଓଜସ ଅଧିୟାଙ୍କ ଯୁଗଳବନ୍ଦୀ ଦେଖିବାକୁ ମିଳିଥିଲା । ପଞ୍ଚମ ସନ୍ଧ୍ୟାର ଅତିଥିମାନେ ଥିଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ; ପାରାଦୀପ ଫସଫେଟ ଲିମିଟେଡ଼ର କରପୋରେଟ ବ୍ୟାପାର ମୁଖ୍ୟ ଶ୍ରୀଯୁକ୍ତ ସୁଦ୍ଧି ରଞ୍ଜନ ମିଶ୍ର ଏବଂ ସୃଜନର ନିର୍ଦ୍ଦେଶକ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା, ଯୋଗାଯୋଗ ଓ ଇଣ୍ଡିଜ ଷ୍ଟଡିଜ୍ ଅଧ୍ୟାପକ ଗୁରୁ ରତିକାନ୍ତ ମହାପାତ୍ର ।

ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତର ଯୁଗଳବନ୍ଦୀ ଯାହାକୁ ଉପସ୍ଥାପିତ କରିଥିଲେ ପ୍ରଖ୍ୟାତ ହିନ୍ଦୁସ୍ତାନୀ ବଂଶୀବାଦକ ରାକେଶ ଚୌରାସିଆ ଓ ପ୍ରସିଦ୍ଧ ତବଲା ବାଦକ ଓଜସ ଅଧିୟା । ଦୁଇଜଣ ହେଉଛନ୍ତି ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତର ଆଗ ଧାଡ଼ିର ସଙ୍ଗୀତଜ୍ଞ । ସେମାନେ ଶାସ୍ତ୍ରୀୟ ହିନ୍ଦୁସ୍ତାନୀ ସଙ୍ଗୀତର ଗଭୀରତାକୁ ବେଶ୍‍ ଭଲ ଭାବରେ ହୃଦୟଙ୍ଗମ କରି ତାଙ୍କର ନିଜ ଘରାନାର ବାଦ୍ୟ ଶୈଳୀକୁ ଦର୍ଶକଙ୍କ ଆଗରେ ଉପସ୍ଥାପିତ କରିଥିଲେ ଯାହା ଦର୍ଶକଙ୍କୁ ଆନନ୍ଦ ପ୍ରଦାନ କରିଥିଲା । ଉଭୟ କଳାକାର ସେମାନଙ୍କ ବାଦନ ଶୈଳୀରେ ଉତ୍କର୍ଷତା ଏବଂ ପ୍ରତିବଦ୍ଧତା ପାଇଁ ପ୍ରସିଦ୍ଧ ଲାଭ କରିଛନ୍ତି ।

ବିଶିଷ୍ଟ ବଂଶୀବାଦକ ପଣ୍ଡିତ ହରିପ୍ରସାଦ ଚୌରାସିଆଙ୍କ ପ୍ରମୁଖ ଶିଷ୍ୟ ରାକେଶ ଚୌରାସିଆ ପରୀକ୍ଷାମୂଳକ ଶାସ୍ତ୍ରୀୟ ସଙ୍ଗୀତରେ ନିଜର ଶକ୍ତି ଓ ଶାନ୍ତିର ମିଶ୍ରଣ ପାଇଁ ପ୍ରସିଦ୍ଧ ଅର୍ଜନ କରି ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ବଂଶୀ ବାଦନକୁ ଆଗକୁ ବଢାଇ ପାରିଛନ୍ତି । ସେହିପରି ଓଜସ ଅଧିୟା ଅଜରାଡ଼ା ଘରାନାର ଶ୍ରୀ ମୃଦଙ୍ଗରାଜଜୀଙ୍କ ଶିଷ୍ୟ ଅଟନ୍ତି । ତବଲା ବାଦନରେ ତାଙ୍କର ଅସାଧାରଣ ବୈଷୟିକ ଦକ୍ଷତା, ଏକ ବିସ୍ତୃତ ଜ୍ଞାନର ଆଧାର ସହିତ ତାଙ୍କ ପରିବେଷଣରେ ସ୍ୱଚ୍ଛତା ଦେଖିବାକୁ ମିଳିଥିଲା ।

ଗୁରୁ ରତିକାନ୍ତ ମହାପାତ୍ର ସମଗ୍ର ଉତ୍ସବଟିର ପରିକଳ୍ପନା ଓ କାର୍ଯ୍ୟକାରୀ କରିଥିଲାବେଳେ ଶ୍ରୀ ଦେବୀପ୍ରସାଦ ମିଶ୍ର ତାଙ୍କୁ ସହଯୋଗ କରିଥିଲେ । ଡଃ. ମୃତ୍ୟୁଞ୍ଜୟ ରଥ ଏହି କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ । ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସମର୍ଥନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମ ପାଇଁ ଏମ୍‍.ଜି.ଏମ୍‍ ମିନେରାଲ୍ସ ଏବଂ ଶାଲିମାର କେମିକାଲ୍ ୱାର୍କସ୍ ଲିମିଟେଡ୍‌ଙ୍କ ଠାରୁ ଅନୁଦାନ ଗ୍ରହଣ କରାଯାଇଅଛି । ଶାଲିମାର୍ କୋକାନଟ୍ ଅଏଲ୍‌, ନାଲକୋ, ଏସ୍‌.ବି.ଆଇ, ଇମ୍ଫା, ପ୍ରିୟଦର୍ଶିନୀ ହାଣ୍ଡଲୁମ୍ ଏବଂ ପାରାଦୀପ ଫସଫେଟ୍ ଲିମିଟେଡ୍ ଉତ୍ସବର ପ୍ରାୟୋଜକ ଅଟନ୍ତି । ଏହି ଉତ୍ସବର ଆତିଥ୍ୟକୁ ରୋଏଲେ ମିଡଟାଉନ୍ ହୋଟେଲ ପ୍ରଦାନ କରୁଛନ୍ତି । ଏହି ଉତ୍ସବର ଧରିତ୍ରୀ, ଓଡ଼ିଶା ପୋଷ୍ଟ ଏବଂ ନର୍ଥକୀ ଡଟ୍ କମ୍ ଯଥାକ୍ରମେ ମିଡିଆ ପାର୍ଟନର ଏବଂ ୱେବ୍ ପାର୍ଟନର ଅଟନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍‌ସନ୍ ଦାବିରେ ସରଗରମ ଭୁବନେଶ୍ୱର

ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍‌ସନ୍ ଦାବିରେ ସରଗରମ ଭୁବନେଶ୍ୱର

October 15, 2026
ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

October 15, 2026
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍‌ସନ୍ ଦାବିରେ ସରଗରମ ଭୁବନେଶ୍ୱର

ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍‌ସନ୍ ଦାବିରେ ସରଗରମ ଭୁବନେଶ୍ୱର

October 15, 2026
ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version