• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା କଟକଣା ମଧ୍ୟରେ ୭୪ତମ ସ୍ଵାଧୀନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 15, 2020
in Uncategorized, ଓଡ଼ିଶା, ହୋମ୍
0
କରୋନା କଟକଣା ମଧ୍ୟରେ ୭୪ତମ ସ୍ଵାଧୀନତା ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ଶନିବାର) କଳାହାଣ୍ଡି :- ନର୍ଲା ବ୍ଲକର ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ଗୁଡ଼ିକରେ ୭୪ତମ ସ୍ଵାଧୀନତା ଦିବସ ପାଳନ ହୋଇଯାଇଛି। ଏଥିପାଇଁ କୋଭିଡ ନିୟମ ଅନୁସାରେ ସାମାଜିକ ଦୂରତା ସହ ମାସ୍କ ବ୍ୟବହାର କରି ଜାତୀୟ ପର୍ବଟିକୁ ପାଳନ କରାଯାଇଛି। ନର୍ଲା ବ୍ଲକ ପରିସରରେ ବ୍ଳକ ଅଧ୍ୟକ୍ଷା ମନୋରମା ମହାନ୍ତି, ନର୍ଲା ପ୍ରେସ କ୍ଲବରେ ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମଣ ବାଗ,ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅଧିକାରୀ ସନତ କୁମାର ଶତପଥୀ, ନର୍ଲା ପଞ୍ଚାୟତ ଠାରେ ସରପଂଚ ଚିରଞ୍ଜିବୀ ଗୈ।ଡିଆ, ନର୍ଲା

ଥାନାରେ ଥାନା ଅଧିକାରୀ ଡିଏସପି ଗାୟତ୍ରୀ ପଧାନ, ବିଦ୍ୟୁତ ବିଭାଗରେ ଦୀପକ ବେହେରା, ଇଣ୍ଡିଆନ ଗ୍ୟାସ ବିତରଣ ଅଫିସରେ ସମୀର ଚାନ୍ଦ, ସରସ୍ଵତୀ ଶିଶୁ ମନ୍ଦିର,ରୁପ୍ରାରୋଡରେ ସଭାପତି କ୍ଷୀରୋଦ ପାତ୍ର,ରୁପ୍ରାରୋଡ ମାରୱାଡ଼ି ଯୁବା ମଞ୍ଚରେ ଅଖିଳ ଭାରତୀୟ ମାରୱାଡ଼ି ସମ୍ମେଳନର କାର୍ଯ୍ୟକର୍ତ୍ତା ସତ୍ୟ ନାରାୟଣ ଜୈନ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ( ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

August 22, 2026
ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

August 22, 2026
ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର  ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ

August 22, 2026
ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version