• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଘରର ଏକମାତ୍ର ରୋଜଗାରିଆ ପୁଅର ମୃତ୍ୟୁ : ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଓ ସମ୍ପର୍କୀୟ ମାନେ ଦାବି କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
September 12, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଘରର ଏକମାତ୍ର ରୋଜଗାରିଆ ପୁଅର ମୃତ୍ୟୁ  : ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଓ ସମ୍ପର୍କୀୟ ମାନେ ଦାବି କରିଛନ୍ତି
Share on FacebookShare on TwitterWhatsapp

୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ବିଘ୍ନ ବିନାଶକ ପବିତ୍ର ଗଣେଶ ପୂଜା ହେଉଛି ତାକଂ ଜନ୍ମଦିନ । ଜନ୍ମଦିନ ପାଳନପାଇଁ ଚିକେନ୍ ଆଣିବାକୁ ବାଇକ୍ ଯୋଗେ ଯାଉଥିବାବେଳେ , ଘଟିଲା ଦୁର୍ଘଟଣା । ଏହି ଦୁର୍ଘଟଣାରେ ସହଯାତ୍ଳୀ ଗୁରୁତ୍ତର ଆହତ ହୋଇଥିଲାବେଳେ , ଘଟଣାସ୍ଥଳରେ ମତିଷ୍କ ଆଘାଚ ଯୋଗୁଁ ଭୂଜ୍ ମଲ୍ଟି ସ୍ପେସାଲିଟି ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ତାରେ ଚାଲିଗଲା ନୟାଗଡ଼ ଜିଲ୍ଲା, ଦଶପଲ୍ଲା ବ୍ଲକ୍ ଡିହଗାଁ ଗ୍ରାମପଞ୍ଚାୟତ ମଧୁପୁରୁ ଗାଁ ର ଉଚ୍ଚ ଶିକ୍ଷିତ ତଥା ଘରର ଏକମାତ୍ର ରୋଜଗାରିଆ ପୁଅ ,

ଶ୍ରୀକାନ୍ତକଂ ଜୀବନ । ସୂଚନା ଥାଉକି, ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଡିହଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ମଧୁପୁର ଗାଁ ର ଖଦାଳ ପ୍ରଧାନ କଂ ୨୨ ବର୍ଷିଆ ମଝିଆ ପୁଅ ଶ୍ରୀକାନ୍ତ ପ୍ରଧାନ ହୋଟେଲ୍ ମ୍ୟାନେଜମେଣ୍ଟ ପାଠ ପଢି ସାରିବାପରେ ଗୁଜୁରାଟ ର ଅହମଦାବାଦ ଠାରୁ ୩୫୦ କିଲୋମିଟର ଦୂର ଢୋଲାବିରମ୍ ର ଏକ ତାରକା ହୋଟେଲ୍ ରେ ସର୍ଭିସ୍ ସେକ୍ସନ୍ ଆସିସ୍ଟାଣ୍ଟ ମ୍ୟାନେଜର ଭାବରେ କାର୍ଯ୍ୟ କରୁଥିଲେ । ଗତ ଗଣେଶପୂଜା ଦିନ ନିଜର ଜନ୍ମଦିନ ଥିବାଯୋଗୁଁ ସାଂଗସାଥି ମାନକୁଂ ଏକ ନୈଶ୍ୟ ଭୋଜିରେ ଆପ୍ୟାୟିତ କରିବାପାଇଁ ଚିକେନ୍ ପାଇଁ ଜଣେ ସାଂଗ ସହିତ ଯାଉଥିବାବେଳେ,

ଏକ ମଇଁଶି ସାମନା କୁ ହଠାତ୍ ଆସିଯିବାରୁ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ସହଯାତ୍ଳୀ କଂ ହାତ ଓ ଗୋଡ଼ ଭାଂଗି ଯାଇଥିବାବେଳେ, ଶ୍ରୀକାନ୍ତ ମସ୍ତିଷ୍କ ଆଘାତ ଯୋଗୁଁ ଗୁରୁତ୍ତର ହୋଇ, ଭୂଜୄ ମଲ୍ଟି ସ୍ପେସାଲିଟି ହସ୍ପିଟାଲରେ ଚିକିତ୍ସିତ ହେବା ଅବସ୍ଥାରେ ଗତ ୧୦ ତାରିଖ ଦିନ ମୃତ୍ୟୁବରଣ କରିଥିଲେ । ଘରର ଏକମାତ୍ର ରୋଜଗାରିଆ ପୁଅର ମୃତ୍ୟୁ ପରେ ପରିବାର ଲୋକ ଦୁଃଖରେ ମ୍ରିୟମାଣ ହୋଇପଡିଥିବାବେଳେ , ତାଂକ ପରିବାରକୁଂ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଓ ସମ୍ପର୍କୀୟ ମାନେ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version