• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

Proprietor Abhimanyu Maharana by Proprietor Abhimanyu Maharana
September 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ
Share on FacebookShare on TwitterWhatsapp

ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା

୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ/ଭୁବନେଶ୍ୱର :-> ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ ଅଧୀନରେ ବାୟୋଟେକ୍ନୋଲୋଜି ବିଭାଗ ପକ୍ଷରୁ ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ କରାଯାଉଛି । ଏହା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଭାରତର ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତକୁ ନେଇ ବିଭିନ୍ନ ବୈଷୟିକ ସମ୍ମିଳନୀ ଓ ପ୍ରଦର୍ଶନୀ ଆୟୋଜନ କରାଯାଉଛି । ଏଥିରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ସାମିଲ ହୋଇ ରାଜ୍ୟର ଅନନ୍ୟ ଜୈବ ସମ୍ବଳ ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି । ଗ୍ଲୋବାଲ ବାୟୋ-ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି ।

ଏହାକୁ ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଉଦଘାଟନ କରିଛନ୍ତି । ଏହି ପାଭିଲିୟନରେ ରାଜ୍ୟର ବିଭିନ୍ନ ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି । ‘‘ବାୟୋଟେକ୍ନୋଲୋଜି କ୍ଷେତ୍ର ପାଇଁ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି। ଘଞ୍ଚ ଅରଣ୍ୟ, ବିଭିନ୍ନ ଔଷଧୀୟ ବୃକ୍ଷରେ ଭରପୂର ପର୍ବତ, ହେନ୍ତାଳ ବଣ, ଚିଲିକା ହ୍ରଦ, ସୁଦୀର୍ଘ ବେଳାଭୂମି ଭଳି ପ୍ରାକୃତିକ ସମ୍ପଦ ରହିଛି । ଏହାକୁ ଆଧାରକରି ଆଗାମୀ ଦିନରେ ଓଡ଼ିଶାରେ କିପରି ବାୟୋଟେକ୍ନୋଲୋଜି ଶିଳ୍ପ ସ୍ଥାପନ ହୋଇପାରିବ ଏହା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି । ଏଥିପାଇଁ ଆମେ ଦେଶ ବିଦେଶର ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ କରୁଛୁ’’, କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର ଓଡ଼ିଶା ପାଭିଲିୟନ ବୁଲି ଦେଖିବା ସହ ଷ୍ଟାର୍ଟଅପମାନଙ୍କ ଅଭିନବ ପଦକ୍ଷେପକୁ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ଯୋଗ ଦେଇଥିଲେ।

ସେ କହିଥିଲେ, ‘‘ବାୟୋଟେକ୍ନୋଲୋଜି କ୍ଷେତ୍ରକୁ ଓଡ଼ିଶା ସରକାର ବିଶେଷ ଗୁରୁତ୍ୱ ଦେଇ ଆସୁଛନ୍ତି । ଏହି କ୍ଷେତ୍ରକୁ ଆଗକୁ ନେବା ପାଇଁ ସ୍ୱତନ୍ତ୍ର ନୀତି ପ୍ରସ୍ତୁତ କରାଯାଇଛି । ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ଓଡ଼ିଶାର ଷ୍ଟାର୍ଟଅପ ଗୁଡ଼ିକର ଅଭିନବ ଉତ୍ପାଦକୁ ପ୍ରୋତ୍ସାହନ ଦେବା ସହିତ ସେମାନଙ୍କୁ ନିବେଶକଙ୍କ ସହ ଯୋଡ଼ିବା ଲାଗି ଲକ୍ଷ୍ୟ ରଖାଯାଇଛି।’’ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ, ବୈଜ୍ଞାନିକ ଏବଂ ବିଭିନ୍ନ ଷ୍ଟାର୍ଟଅପକୁ ନେଇ ଓଡ଼ିଶା ସରକାରଙ୍କ ଏକ ଟିମ୍ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି ।

ସେହିପରି ଓଡ଼ିଶାର ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ବିଭିନ୍ନ ଉଚ୍ଚଶିକ୍ଷା ଓ ଗବେଷଣା ଅନୁଷ୍ଠାନର ମୁଖ୍ୟ ଓ ଅଧ୍ୟାପକମାନେ ଓଡ଼ିଶା ପାଭିଲିୟନ ବୁଲି ଦେଖିଛନ୍ତି । ବାୟୋଟେକ୍ନାଲୋଜି ଶିଳ୍ପର ପ୍ରସାର ଲାଗି ବିଭିନ୍ନ ରାଜ୍ୟ ଆଣିଥିବା ସ୍ୱତନ୍ତ୍ର ନୀତି ତଥା ନିବେଶ କାର୍ଯ୍ୟକ୍ରମକୁ ନେଇ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭିନ୍ନ ଅଧିବେଶନ କରାଯାଉଛି । ଆସନ୍ତକାଲି ହେବାକୁ ଥିବା ‘ଷ୍ଟେଟ୍ ରାଉଣ୍ଡ ଟେବଲ୍’ ସମ୍ମିଳନୀରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ଯୋଗଦେବେ । ସେହିପରି ୧୪ ତାରିଖରେ ଭାରତର ସାମୁଦ୍ରିକ ସମ୍ବଳକୁ ନେଇ ‘ବ୍ଲୁ ଇକୋନମି’ ଶୀର୍ଷକରେ ଏକ ବିଶେଷ ଅଧିବେଶନ କରାଯିବ । ଏଥିରେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ସ୍ୱତନ୍ତ୍ର ଉପସ୍ଥାପନ କରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version