• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବହୁ ପ୍ରତିକ୍ଷିତ ସୁତନ ସବଷ୍ଟେସନ କାର୍ଯ୍ୟକ୍ଷମ : ଦୂରହେବ ଲୋ ଭୋଲଟେଜ ସମସ୍ୟା – ଉପକୃତ ହେବେ ୬ରୁ ଉର୍ଦ୍ଧ୍ ଗ୍ରାମବାସୀ 

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ପୁରୀ, ହୋମ୍
0
ବହୁ ପ୍ରତିକ୍ଷିତ ସୁତନ ସବଷ୍ଟେସନ କାର୍ଯ୍ୟକ୍ଷମ : ଦୂରହେବ ଲୋ ଭୋଲଟେଜ ସମସ୍ୟା – ଉପକୃତ ହେବେ ୬ରୁ ଉର୍ଦ୍ଧ୍ ଗ୍ରାମବାସୀ 
Share on FacebookShare on TwitterWhatsapp

 ୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାମଚଣ୍ଡୀ :-> କୋଣାର୍କ ନିକଟସ୍ଥ ସୁତନ ଗ୍ରାମପଞ୍ଚାୟତର ୬ଗୋଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ ଯୋଗାଣ ନିମନ୍ତେ ୨୦୧୬ ମସିହା ଠାରେ ଓପିଟିସିଏଲ ମାଧ୍ୟମରେ ଆରମ୍ଭ କରାଯାଇଥିବା ସୁତନ ୩୩ କେବି ବିଦ୍ୟୁତ ସବଷ୍ଟେସନ କାର୍ଯ୍ୟ ବିଭାଗୀୟ ଦାୟିତ୍ବହୀନତା ଓ ଖାମଖିଆଲି ମନୋଭାବ ଯୋଗୁଁ ଦୀର୍ଘ ୮ବର୍ଷ  ବିଳମ୍ବରେ କାର୍ଯ୍ୟ ସରିଥିଲେ ମଧ୍ୟ  ସବଷ୍ଟେସନ  କାର୍ଯ୍ୟକ୍ଷମ ହୋଇପାରିନଥିଲା ।

୫୦ ହଜାରରୁ ଊର୍ଦ୍ଧ୍ବ ବିଦ୍ୟୁତ ଉପଭୋକ୍ତା ଲୋ ଭୋଲଟେଜ ଯୋଗୁଁ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଥିଲା l ପ୍ରାୟ ୬କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ସବ ଷ୍ଟେସନ କାର୍ଯ୍ୟକ୍ଷମ ପାଇଁ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବା ବେଳେ ଶୁକ୍ରବାର ଅପରାହ୍ନରେ ଏହା କାର୍ଯ୍ୟକ୍ଷମ ହୋଇଥିବା ଜଣାପଡିଛି ।

ଏହି ବିଦ୍ଯୁତ ସବଷ୍ଟେସନ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁଁ ସୁତନ, ତରକୋର, କାନପୁର, ଟିକନା, ହାଟୁଆ ଦଣ୍ଡା ଓ ଭିଙ୍ଗୁରାଡିହ ସମେତ ୧୦ରୁ ଉର୍ଦ୍ଧ୍ବ ଗ୍ରାମର ୫୦ହଜାର ବିଦ୍ୟୁତ ଉପଭୋକ୍ତା ଲୋ ଭୋଲଟେଜ  ସମସ୍ୟାରେ ସମ୍ମୁଖୀନ ହେଉଥିଲେ । ୮ ବର୍ଷ ଧରି ଏହି ସବ ଷ୍ଟେସନର କାର୍ଯ୍ୟ ସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ତାହା ଚାର୍ଜ ହୋଇପାରିନଥିଲା ।

ଶୁକ୍ରବାର ଅପରାହ୍ନରେ ବିଭାଗୀୟ ଏସ ଡି ଓ ସୁଶାନ୍ତ କୁମାର ଆଚରି , ନିର୍ବାହୀ ଯନ୍ତ୍ରୀ (ନିମାପଡ଼ା) ବିଶ୍ଵରଞ୍ଜନ ବେହେରା,ସହକାରୀ ଯନ୍ତ୍ରୀ (କୋଣାର୍କ)ମଦନ ମୋହନ ଜେନା ପ୍ରମୁଖଙ୍କ ଉପସ୍ଥିତିରେ ଏହି ସବ ଷ୍ଟେସନ ଚାର୍ଜ ହେବା ସହ କାର୍ଯ୍ୟକ୍ଷମ ହୋଇଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

August 10, 2026
1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version