• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ଓ କଟକ ଅଞ୍ଚଳର ରାସ୍ତା ମରାମତି ଅକେଫାବର ୫ ସୁଦ୍ଧା ସାରିବାକୁ ପୂର୍ତ୍ତମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱର ଓ କଟକ ଅଞ୍ଚଳର ରାସ୍ତା ମରାମତି ଅକେଫାବର ୫ ସୁଦ୍ଧା ସାରିବାକୁ ପୂର୍ତ୍ତମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

 କାର୍ଯ୍ୟର ଗୁଣବତ୍ତା ଉପରେ ନଜର ଦେବାକୁ ବୈଠକରେ ଗୁରୁତ୍ୱ

 ସମସ୍ତ ଡ୍ରେନ୍‌ କଭର କରିବାକୁ ଯୋଜନା

 ଜାତୀୟ ରାଜପଥ ସମସ୍ୟା ସମାଧାନ ଉପରେ ଆଲୋଚନା

୧୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ଓ କଟକ ସହର ମଧ୍ୟରେ ଥିବା ସମସ୍ତ ରାସ୍ତାର ମରାମତି ଓ ଉନ୍ନତିକରଣ ନେଇ ଆଜି ମାନ୍ୟବର ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେ୍ୱðତନଗରୀ ଅଞ୍ଚଳରେ ଖରାପ ହୋଇଯାଇଥିବା ସମସ୍ତ ରାସ୍ତାକୁ ଅକେଫାବର ୫ ତାରିଖ ସୁଦ୍ଧା ମରାମତି ଶେଷ କରିବାକୁ ମାନ୍ୟବର ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଗାମୀ ଦଶହରା ସମୟରେ ସୁରକ୍ଷିତ ଯାତାୟତକୁ ଦୃଷ୍ଟିରେ ରଖି ସ୍ଥାନୀୟ ନିର୍ମାଣ ସୌଧ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଥିବା ରାସ୍ତା ମଧ୍ୟରୁ କେଉଁ ରାସ୍ତାର ସ୍ଥିତି କ’ଣ, ସେ ନେଇ ଆଲୋଚନା ହୋଇଥିଲା ।

ଏଥିରେ ଭୁବନେଶ୍ୱର ଅଞ୍ଚଳର ମୋଟ ୮୧୮ଟି ରାସ୍ତାର ୭୯୮ କିମି ମଧ୍ୟରୁ ୪୬୭ ରାସ୍ତାର ୫୬୫ କିମି ରାସ୍ତା ଭଲ ଥିବାବେଳେ ୨୮୯ଟି ରାସ୍ତାର ୧୫୦ କିମି ରାସ୍ତା ସାମାନ୍ୟ ମରାମତି ଏବଂ ୬୨ଟି ରାସ୍ତାର ୭୧ କିମି ରାସ୍ତା ଅଧିକ ମରାମତି ଆବଶ୍ୟକ ରହିଛି । ସେହିପରି କଟକ ଅଞ୍ଚଳର ମୋଟ ୯୫ଟି ରାସ୍ତାର ୧୯୭ କିମି ରାସ୍ତା ମଧ୍ୟରୁ ୬୧ଟି ରାସ୍ତାର ୧୧୭ କିମି ରାସ୍ତା ଭଲ ଥିବାବେଳେ ୨୭ଟି ରାସ୍ତାର ୭୦ କିମି ରାସ୍ତା ସାମାନ୍ୟ ମରାମତି ଏବଂ ୭ଟି ରାସ୍ତାର ୯ କିମି ରାସ୍ତା ଅଧିକ ମରାମତି ଆବଶ୍ୟକ ରହିଛି ବୋଲି ବିଭାଗ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା ।

ବୈଠକରେ କଟକ ଓ ଭୁବନେଶ୍ୱର ବିଧାୟକଗଣ, ମେୟର ଏବଂ ଅନ୍ୟ ରାଜନେତାମାନେ ଉପସ୍ଥିତ ରହି ନିଜ ନିଜ ଅଞ୍ଚଳର ରାସ୍ତା ମରାମତି ନେଇ ଆଲୋଚନା କରିଥିଲେ । ଶେଷରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମସ୍ତଙ୍କ ଆଲୋଚନା ଶୁଣିବା ସହ ମହାନଗର ନିଗମ, ପୂର୍ତ୍ତ ଏବଂ ଜାତୀୟ ରାଜପଥ ପ୍ରାଧିକରଣ ନିକଟରେ ଥିବା ସମସ୍ତ ରାସ୍ତାର ମରାମତି ସହ ଲୋକଙ୍କ ଯାତାୟତକୁ ସୁଗମ କରିବା ପାଇଁ ଆବଶ୍ୟକ ସମସ୍ତ ଟେଣ୍ଡର କାର୍ଯ୍ୟ ସହ ଅକେଫାବର ୫ ଭିତରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ମାଣ କାର୍ଯ୍ୟରେ ଗୁଣବତ୍ତା ଉପରେ କୌଣସି ପ୍ରକାର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିବା ସହ ଉଭୟ ସହରରେ ଥିବା ଡ୍ରେନ୍‌ଗୁଡ଼ିକରେ କଭର ପକାଇବା, ଜାତୀୟ ରାଜପଥ ଏବଂ ସର୍ଭିସ୍‌ ରୋଡ୍‌ ସମସ୍ୟାର ସମାଧାନ ଦିଗରେ ମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ସହରର ଜଳବନ୍ଦି ସମସ୍ୟାର ସମାଧାନ ସହ ପରବର୍ତ୍ତୀ ସମୟରେ ନିୟମିତ ଭାବେ ରାସ୍ତାଘାଟ ମରାମତି ଅନୁଧ୍ୟାନ ନେଇ ବୈଠକ ଓ ଆଲୋଚନା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଥିଲେ । ଏହି ବୈଠକରେ ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, ଚୌଦ୍ୱାର-କଟକ ବିଧାୟକ ଶ୍ରୀ ସୌଭିକ୍‌ ବିଶ୍ୱାଳ, ବାରବାଟି-କଟକ ବିଧାୟିକା ଶ୍ରୀମତୀ ସେଫିଆ ଫିର୍ଦୋସ୍‌, କଟକ ମହାନଗର ନିଗମ ମେୟର ଶ୍ରୀ ସୁବାସ ଚନ୍ଦ୍ର ସିଂ, ରାଜନେତା ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀ ଦିଲ୍ଲୀପ ମହାନ୍ତି, ଶ୍ରୀ ନୟନ କିଶୋର ମହାନ୍ତି, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି ମୁଖ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version