• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳାଙ୍କ ବିକାଶରେ ସୁଭଦ୍ରା ଯୋଜନା

Proprietor Abhimanyu Maharana by Proprietor Abhimanyu Maharana
September 17, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମହିଳାଙ୍କ ବିକାଶରେ ସୁଭଦ୍ରା ଯୋଜନା
Share on FacebookShare on TwitterWhatsapp

ବଡ଼ କୁମାରୀ ପଂଚାୟତରେ ଗଡ଼ିଲା ସୁଭଦ୍ରା ଯୋଜନା ସଚେତନତା ରଥ 

୧୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :->  ଓଡିଶା ରାଜ୍ୟର ୨୧ବର୍ଷରୁ ଉର୍ଦ୍ଧ ଓ ୬୦ବର୍ଷରୁ କମ ଯୁବତୀ ତଥା ମହିଳାମାନଙ୍କୁ ବିକଶିତ କରିବା ପାଇଁ ପ୍ରଥମ କରି ବିଜେପି ସରକାରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସୁଭଦ୍ରା ଯୋଜନା ପ୍ରଣୟନ କରିଅଛନ୍ତି ! ଜନକଲ୍ୟାଣ ସୁଭଦ୍ରା ଯୋଜନାକୁ ବହୁଳ ମାତ୍ରାରେ ପ୍ରସାର ଓ ପ୍ରଚାର କରିବା ପାଇଁ ସୋମବାର ଦିନ ବୋଲଗଡ଼ ବ୍ଲକ ବିଡ଼ିଓ ଶରତ କୁମାର ମଲ୍ଲିକ, ବ୍ଲକ ଅଧକ୍ଷା ହୁଲ୍ଲା ସ ପ୍ରଧାନ, ବ୍ଲକ ଉପାଧ୍ୟାକ୍ଷ ରମେଶ ଚନ୍ଦ୍ର ସାହୁ,ଜିଲ୍ଲାପରିଷଦ ସଭ୍ୟ ସୁବାସ ଚନ୍ଦ୍ର ରାୟଗୁରୁ, ସମନ୍ୱତ ଶିଶୁ ବିକାଶ ଯୋଜନା ପ୍ରକଳ୍ପ ଅଧିକାରିଣୀ ଗାୟତ୍ରୀ ବେହେରା ଓ ବଦକୁମାରୀ ପଞ୍ଚାୟତ ସରପଞ୍ଚ ପ୍ରଫୁଲ୍ଲ କୁମାର ପ୍ରଧାନ ପ୍ରମୁଖଙ୍କ ମିଳିତ ଆବାହକତ୍ୱରେ ପଞ୍ଚାୟତ ସ୍ତରୀୟ ସୁଭଦ୍ରା ଯୋଜନା ସଚେତନତା କାର୍ଯ୍ୟକ୍ରମ ଓ ସଚେତନତା ରଥ ପରିକ୍ରମା ବଡକୁମାରୀ ଠାରେ ପଦଯାତ୍ରା ଓ ଉତ୍ସବ ଅନୁଷ୍ଠିତ ହୋଇଯାଇଛି !

ଏହି ଜନକଲ୍ୟାଣ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧକ୍ଷା ହୁଲ୍ଲାସ ପ୍ରଧାନ ଯୋଗଦେଇ ପତାକା ହଲାଇ ଏହାକୁ ଉଦଘାଟନ କରିଥିଲେ ! ସମସ୍ତ ମହିଳା ଓ ଯୁବତୀ ହିତାଧିକାରୀମାନେ ସୁଭଦ୍ରା ଯୋଜନା ଆବେଦନ କରିବା ପାଇଁ ମାଗଣାରେ ସୁଭଦ୍ରା ଯୋଜନା ଆବେଦନ ଫର୍ମ ସମସ୍ତ ଅଙ୍ଗନବାଡି କେନ୍ଦ୍ର, ମିଶନ ଶକ୍ତି ଭବନ, ପଞ୍ଚାୟତସମିତି, ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ସମନ୍ୱତ ଶିଶୁ ବିକାଶ କାର୍ଯ୍ୟାଳୟ ଓ ସହଜ ଜନସେବା କେନ୍ଦ୍ର ଗୁଡିକରେ ପାଇପାରିବେ ବୋଲି ଆବାହକ ବିଡ଼ିଓ ଶରତ କୁମାର ମଲ୍ଲିକ ପରାମର୍ଶ ଦେଇଥିଲେ !

ସୁଭଦ୍ରା ଯୋଜନା ଆବେଦନ ପାଇଁ କୌଣସି ସହଜ ଜନସେବା କେନ୍ଦ୍ର କିମ୍ବା ବ୍ୟକ୍ତି ବିଶେଷ ଟଙ୍କା ଲାଞ୍ଚ ମାଗିଲେ ତାଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବବୋଲି ବ୍ଲକ ଅଧକ୍ଷା ହୁଲ୍ଲାସ ପ୍ରଧାନ କହିଥିଲେ ! ଏହି ସୁଭଦ୍ରା ଯୋଜନା ପଦଯାତ୍ରାରେ ବଦକୁମାରୀ ଗ୍ରାମପଞ୍ଚାୟତର ସମସ୍ତ ଅଙ୍ଗନବାଡି କର୍ମୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବ୍ୟାଙ୍କ ମିତ୍ର ଓ ଏମବିକେ ସଦସ୍ୟାମାନେ ଯୋଗଦେଇଥିଲେ ! ପରିଶେଷରେ ବଦକୁମାରୀ ପଞ୍ଚାୟତର ସରପଞ୍ଚ ପ୍ରଫୁଲ୍ଲ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version