• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୭୪ ତମ ସ୍ବାଧିନତା ଦିବସରେ ଆହ୍ୱାନ ଏନ୍ ଜି ଓ ଦ୍ଵାରା ଗରିବଙ୍କୁ ସହାୟତା ଏବଂ ସାମ୍ବାଦିକ ଙ୍କୁ ସମ୍ମାନିତ – ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
August 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୭୪ ତମ ସ୍ବାଧିନତା ଦିବସରେ ଆହ୍ୱାନ ଏନ୍ ଜି ଓ ଦ୍ଵାରା ଗରିବଙ୍କୁ ସହାୟତା ଏବଂ ସାମ୍ବାଦିକ ଙ୍କୁ ସମ୍ମାନିତ – ଢେଙ୍କାନାଳ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୫ ଅଗଷ୍ଟ ଶନିବାର) ଢେଙ୍କାନାଳ :- ୭୪ ତମ ସ୍ବାଧିନତା ଦିବସ ଅବସରରେ ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଛଦେଶ ଅଞ୍ଚଳରେ ଧୀରପାଟଣା ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ଃ ଦୀନକୃଷ୍ଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ଅଗ୍ରଣୀ ଏନ୍ ଜି ଓ ସଂସ୍ଥା ଆହ୍ୱାନ ଫାଉଣ୍ଡେସନ ତରଫରୁ ଅସହାୟ ଗରିବ ଲୋକମାନଙ୍କୁ ମଶାରୀ,ଛତା,ମାସ୍କ ଓ ଶୁଖିଲା ଖାଦ୍ୟ ବଣ୍ଟନ ସହ ଜିଲ୍ଲାରେ ସାମ୍ବାଦିକ ତଥା ବର୍ତ୍ତମାନର କରୋନା ଯୋଦ୍ଧାଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।

ଏଥିରେ ସଂସ୍ଥାର ପ୍ରଯୋଜକ ଶ୍ରୀ ପ୍ରଶାନ୍ତ ବାରିକ, ଶ୍ରୀ ସୁବ୍ରତ କୁମାର ସାହୁ ଏବଂ ସ୍ଵେଚ୍ଛାସେବୀ କାର୍ଯ୍ୟକର୍ତ୍ତା ଦେବୀ ପ୍ରସାଦ ସାହୁ,ମନୋଜ ସାହୁ, ରାଜେନ୍ଦ୍ର ପ୍ରସାଦ ସାହୁ ଲିଟୁ ସାହୁ ଏବଂ ବିବ୍ରତ କୁମାର ସାହୁ ଯୋଗଦେଇ କାର୍ଯ୍ୟକୁ ତ୍ବରାନ୍ବିତ କରିଥିଲେ ।

ଅଂଚଳର ଯୁବ ସ୍ଵେଚ୍ଛାସେବୀଙ୍କୁ ସଂଗଠନ ସହିତ ମିଶି ଲୁକ୍କାୟିତ ଅସହାୟ ଗରିବଙ୍କୁ ସାହାଯ୍ୟର ହାତ ବଢ଼ାଇବାକୁ ଆହ୍ୱାନ ଦେବା ସହ ଯଥା ସମ୍ଭବ ସାହାଯ୍ୟ ଓ ସହଯୋଗ ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ଆହ୍ୱାନର ପ୍ରତିଷ୍ଠାତା ବ୍ରଜ କିଶୋର ପ୍ରଧାନ । ( ରିପୋର୍ଟ /ଅମର ରଞ୍ଜନ ଦାସ, ଢେଙ୍କାନାଳ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version