• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛିଣ୍ଡା ବିତ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
Share on FacebookShare on TwitterWhatsapp

୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :->  ହିଞ୍ଜିଳି ଥାନା ବାଦି ଆମ୍ବଗାଁ ପୋଖରୀ ନିକଟରେ ପଡ଼ିଥିବା ଛିଣ୍ଡା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁବାର ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ହିଞ୍ଜିଳି ଥାନା ନିମିଗାଁ ଗ୍ରାମର ଯୁବକ ବିଶିକେଶନ ଗୌଡ଼ (୧୯)। ଗୁରୁବାର ସକାଳେ ନିଜ ଧାନ ଚାଷ ଜମିରେ ସାରପିଡିଆ ପକାଇ ଘରକୁ ଫେରୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତ ଦେହକୁ ଜବତ କରିଛି । ଏ ନେଇ ହିଞ୍ଜିଳି ଥାନାରେ କେସ ନଂ – ୭୭୯/୨୪ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି । ହିଞ୍ଜିଳିକାଟୁ ଅଗ୍ନିଶମ ବିଭାଗ ଗାଡ଼ି ସହଯୋଗରେ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

ଶବ ବ୍ୟବଚ୍ଛେଦ ପରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବା ଦାବି କରି ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ହିଞ୍ଜିଳିକାଟୁ ଟିପିଏସ୍ଓ ଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ଶବକୁ ରଖି କ୍ଷତିପୂରଣ ଦାବୀ କରିଛନ୍ତି। ଘଟଣା ମୁତାବକ ଗୁରୁବାର ପ୍ରାୟ ୧୧ଘଣ୍ଟା ସମୟରେ ଧାନ ବିଲରେ ସାର ପିଡିଆ ପକାଇ ଘରକୁ ଫେରୁଥିବା ବେଳେ ବହୁ ଦିନ ଧରି ପୋଖରୀ ନିକଟରେ ପଡ଼ିଥିବା ଛିଣ୍ଡା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ସେହି ଠାରେ ହିଁ ସେ ଟଳି ପଡ଼ିଥିଲେ। ପରିବାର ଲୋକେ ହିଞ୍ଜିଳି ଥାନାକୁ ଖବର ଜଣାଇଥିଲେ। ଖବର ପାଇ ଘଟଣା ସ୍ଥଳରେ ବିଦ୍ୟୁତ୍ ବିତରଣ ସଂସ୍ଥାର ନିର୍ବାହୀ ଯନ୍ତ୍ରୀ ଗୋପାଳ ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ସୁନୀଲ କୁମାର ସ୍ୱାଇଁ ଏବଂ ସହକାରୀ ଯନ୍ତ୍ରୀ ପ୍ରମୁଖ ପହଞ୍ଚି ଅନୁଧ୍ୟାନ କରିଥିଲେ। ଉକ୍ତ ସ୍ଥାନରେ ଜଣେ ବ୍ୟକ୍ତି ବେଆଇନ ଭାବେ ବିଦ୍ୟୁତ ସଂଯୋଗ କରି ପାଣି ମୋଟର ଚଳାଉ ଥିବା ବେଳେ ଏଭଳି ଦୁର୍ଭାଗ୍ୟ ଜନକ ଘଟିଥିବା ନେଇ ଟିପିଏସଓଡିଏଲ ନିର୍ବାହୀ ଯନ୍ତ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

ଏହା ପୁର୍ବରୁ ସଂପୃକ୍ତ ଅଞ୍ଚଳରେ ବିଦ୍ୟୁତ୍ ତାର ବିଛଇବା ନିମନ୍ତେ ଚୁକ୍ତି କରିଥିବା ଠିକା ସଂସ୍ଥାର ବିଦ୍ୟୁତ ତାର ଚୋରୀ ହୋଇଥିବା ବେଳେ ଠିକାଦାର ହିଞ୍ଜିଳି ଥାନାରେ ଅଭିଯୋଗ କରିଥିବା ଜଣା ପଡିଛି। ରାସ୍ତା କଡ଼ରେ ପଡ଼ିଥିବା ଛିଣ୍ଡା ତାର ହଟାଇବା ପାଇଁ ସ୍ଥାନୀୟ ବାସିନ୍ଦା ବାରମ୍ଵାର ଅଭିଯୋଗ କରିଛନ୍ତି। କିନ୍ତୁ ଏଭଳି ସମ୍ବେଦନଶୀଳ ଅଭିଯୋଗ ପ୍ରତି ଅଣଦେଖା କାରଣରୁ ଏଭଳି ଦୁଃଖଦ ଘଟଣା ଘଟିଲା ବୋଲି ମୃତକଙ୍କ ପରିବାର ଓ ଗ୍ରାମବାସୀ ସମ୍ପୁକ୍ତ ଠିକାଦାରଙ୍କୁ ସିଧାସଳଖ ଦାୟୀ କରିବା ସହ କ୍ଷତିପୂରଣ ଦାବୀ କରି କାର୍ଯ୍ୟାଳୟ ସମ୍ମୁଖରେ ରୁଣ୍ଡ ହୋଇଛନ୍ତି।

ଖବର ଲେଖା ହେଲା ପର୍ଯ୍ୟନ୍ତ୍ ଅତିରିକ୍ତ ଥାନା ଭାର ପ୍ରାପ୍ତ ଅଧିକାରୀ ପଦ୍ମ ଚରଣ ଭଟ୍ଟ, ବିଦ୍ୟୁତ ବିଭାଗର ନିର୍ବାହୀ ଯନ୍ତ୍ରୀ ଏବଂ ବହୁ ଜନ ପ୍ରତିନିଧି ଉପସ୍ଥିତ ରହି ଲୋକଙ୍କ ସହ କ୍ଷତିପୂରଣ ଅର୍ଥ ନେଇ ଆଲୋଚନା କରିଥିଲେ। ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବା ସହ ମୃତକଙ୍କୁ ସାନଭାଇଙ୍କୁ ଡିପ୍ଲୋମା ପାଠ ପଢିବା ପାଇଁ ଖର୍ଚ୍ଚ ବହନ କରିବା ଏବ ମୃତକଙ୍କ ଭାଇ ସାବାଳକ ହେବା ପରେ ଟିପିଏସଓଡିଏଲ କାର୍ଯ୍ୟାଳୟରେ ନିଯୁକ୍ତି ପ୍ରଦାନ କରିବାକୁ ପ୍ରତିଶୃତି ପ୍ରଦାନ ପରେ ଉତ୍ୟକ୍ତ ଗ୍ରାମବାସୀ ଧାରଣାରୁ ଓହରି ଥିଲେ। ଟିପିଏସଓଡିଏଲ ପକ୍ଷରୁ ଏଥିରେ ବ୍ୟତିକ୍ରମ କରାଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଉତ୍ୟକ୍ତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version