
ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮,୫୫,୭୧୩ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୫୭,୧୨୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୩୯,୨୦୫ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୩୩୩ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୭,୫୩୫ ରହିଛି । ୧୭,୫୩୫ ଜଣ ହସ୍ ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ।















