• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏସିଡି ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମାଧାନ ଉପରେ ଆଇନ ସଚେତନତା

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଏସିଡି ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମାଧାନ ଉପରେ ଆଇନ ସଚେତନତା
Share on FacebookShare on TwitterWhatsapp

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :->  ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ, ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ  ତତ୍ୱାବଧାନ ରେ, ନୟାଗଡ ପୋଲିଶ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକ ଙ୍କ ସମସ୍ୟା ଓ ସମାଧାନ  ଉପରେ ଏକ ଆଇନ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଅଛି । ପ୍ରଶିକ୍ଷଣ କେନ୍ଦ୍ର ଅଧକ୍ଷ ଶ୍ରୀ ଭବେଶ କୁମାର ନାୟକ ସ୍ଵାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ବନ୍ଦେ ଉତ୍କଳ ଜନନୀ ଗାନ ସହିତ କାର୍ଯକ୍ରମ ଆରମ୍ଭ ହୋଇଥିଲା ।  ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା- ଜାତୀୟ ଆଇନ ସେବା ପ୍ରାଧିକରଣ ବ୍ୟବସ୍ଥା, ଅତିରିକ୍ତ ଜିଲ୍ଲା ତଥା ପୋସ୍କୋ ବିଚାରପତି ଶ୍ରୀ ମାନସ କୁମାର ପଣ୍ଡା- ଏସିଡ୍ ଆକ୍ରମଣ, ନିରାକରଣ ଏବଂ ଦଣ୍ଡ ବ୍ୟବସ୍ଥା  ଏବଂ ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ- ୨୦୧୭ ମସିହା ପୀଡ଼ିତା କ୍ଷତିପୂରଣ ବ୍ୟବସ୍ଥାର ତର୍ଜମା କରିଥିଲେ ।

ବରିଷ୍ଠ ଆଇନଜୀବୀ ଶ୍ରୀ ଦଣ୍ଡପାଣି ସ୍ଵାଇଁ-  ସଚେତନତା ସଭାର ଉପଦେୟତା, ଡି.ଏସ.ପି. ଶ୍ରୀ ସୁକାନ୍ତ କୁମାର ପାତ୍ର-  ଏସିଡ୍ ଆକ୍ରମଣ ଏତଲା କ୍ରମେ ପୋଲିସର ଭୂମିକା, ମେଡ଼ିକାଲ ଅଫିସର ଡ଼ଃ ଅଜିତ୍  କୁମାର ନାଥ- ଏସିଡ୍ ଆକ୍ରମଣର ନିଦାନ ବ୍ୟବସ୍ଥା ଏବଂ ସଦସ୍ୟ ମହମ୍ମଦ ଓମାର ମାଲ୍ଲିକ ­–ଭାରତୀୟ ଜାତୀୟତା ବାକ୍ଷ୍ୟା କରିଥିଲେ ।

ବରିଷ୍ଠ ଅଇନଜୀବି ଶ୍ରୀ ରମେଶ ଚନ୍ଦ୍ର ମହାରଣା – ପ୍ରବାସୀ ଶ୍ରମିକ ସମସ୍ୟା ଓ ଏହାର ନିରାକରଣ ଉପରେ ଆଲୋକପାତ କରିଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଚିତରଞ୍ଜନ ରାଉତ –ପ୍ରବାସୀ ଶ୍ରମିକ ସମସ୍ୟାର ନିରାକରଣ ଉପରେ ବର୍ଣ୍ଣନା କରିଥିଲେ । ପ୍ରାଧିକରଣ ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି ଶ୍ରୀମତୀ ଅଞ୍ଜଳି ମଛଖଣ୍ଡ –ଜିଲ୍ଲା ଆଇନ ସେବା ପ୍ରାଧିକରଣ ମାଧ୍ୟମରେ ଉପରୋକ୍ତ ସମସ୍ୟା ଓ ଆଇନଗତ ସହାୟତା ଦର୍ଶାଇଥିଲେ ।

ଅଧକ୍ଷ୍ୟ ଭବେଶ କୁମାର ନାୟକ ଧନ୍ୟବାଦ  ଅର୍ପଣ କରିଥିଲେ । ପ୍ରଶିକ୍ଷଣ ବିଦ୍ୟାଳୟର ଛାତ୍ରଛାତ୍ରୀ , ପ୍ରବାସୀ ଶ୍ରମିକ ଓ ନୟାଗଡ଼ ମହାବିଦ୍ୟାଳୟର  ଛାତ୍ର ଛାତ୍ରୀ ଏବଂ ଜନ ସାଧାରଣ  ଅଂଶ ଗ୍ରହଣ କରିଥିଲେ । ଗ୍ରାମୀଣ ଆଇନ ସେବା ସହାୟତା କର୍ମୀ ଏବଂ ପୋଲିସ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version