• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ଶାସନରେ ମହିଳା ବିପଦରେ – କଂଗ୍ରେସ

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ମହାନଗର, ହୋମ୍
0
ବିଜେପି ଶାସନରେ ମହିଳା ବିପଦରେ – କଂଗ୍ରେସ
Share on FacebookShare on TwitterWhatsapp

 ମୋହନ ସରକାର ଏବେ ମଉନ ସରକାରରେ ପରିଣତ ହୋଇଛି

 ମହିଳା ନିର୍ଯ୍ୟାତନା ଓ ଦୁଷ୍କର୍ମରେ ଓଡ଼ିଶା ଏବେ ଉତରପ୍ରଦେଶ ମୁହାଁ

 ମହିଳାଙ୍କୁ ଶୋଷଣ କରିବା ବିଜେପି ସରକାର ସଶକ୍ତିକରଣ ଭାବେ ବିଚାର କରୁଛି

 ରାଜ୍ୟରେ ପ୍ରତି ଲକ୍ଷେ ଲୋକରେ ୮୩ ଜଣ ପୋଲିସ

 ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟକୁ ରିଟ୍ୱିଟ କରିବା ଛଡ଼ା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଅନ୍ୟ କୌଣସି କାମ ନାହିଁ

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ସରକାର ୧୦୦ ଦିନର ସଫଳତା ବଖାଣୁଥିବା ବେଳେ, ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଥିବା ନାରୀ ନିର୍ଯ୍ୟାତନା, ଗଣଦୁଷ୍କର୍ମ, ଆଦିବାସୀ, ଦଳିତ, ନାବାଳିକା ଦୁଷ୍କର୍ମ, ପୋଲିସ ଅତ୍ୟାଚାର ଏବଂ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଉପରେ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଶୁକ୍ରବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତ୍ରୀ ସୋନାଲି ସାହୁ କହିଥିଲେ ୧୦୦ ଦିନରେ ବିଜେପି ସରକାର ଅମଳରେ ମହିଳାମାନେ ସଂପୂର୍ଣ୍ଣ ଅସୁରକ୍ଷିତ ହୋଇପଡ଼ିଛନ୍ତି । ଗତ ସରକାରରେ ଦୁଷ୍କର୍ମ ମାତ୍ରା ବଢ଼ିଥିବା ବେଳେ ବର୍ତମାନ ସରକାରରେ ଗଣଦୁଷ୍କର୍ମ ଭଳି କୁତ୍ସିତ ଅପରାଧ ଏବେ ଚରମସୀମାରେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଣେ ଆଦିବାସୀ ହୋଇଥିବା ସତ୍ୱେ ଆଦିବାସୀ ମହିଳା ମାନଙ୍କୁ ସୁରକ୍ଷା ଦେବାରେ ସଂପୂର୍ଣ୍ଣ ବିଫଳ ।

ଅନ୍ୟ ଅଣବିଜେପି ଶାସିତ ରାଜ୍ୟରେ ଘଟୁଥିବା ଅଘଟଣରେ ମୋହନ ମାଝୀ ଟ୍ୟୁଇଟ କରି ଦୁଃଖ ପ୍ରକାଶ କରୁଥିବା ବେଳେ ନିଜ ରାଜ୍ୟର ମହିଳାଙ୍କ ପାଇଁ ମୋହନ ସରାକର ମଉନ ସରକାର ସାଜିବା ଦୁର୍ଭାଗ୍ୟଜନକ ବୋଲି ସେ ପ୍ରକାଶ କରିଥିଲେ । ଢ଼େଙ୍କାନାଳରେ ଗଣଦୁଷ୍କର୍ମ, ସୁନ୍ଦରଗଡ଼ କୁତ୍ରାରେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ, ନବରଙ୍ଗପୁର ତେନ୍ତୁଳିଖୁଂଟି ଥାନା ଅଂଚଳରେ ୧୦ ବର୍ଷର ଆଦିବାସୀ ନାବଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରକୁ ଭେଟିବା ତ ଦୁରର କଥା, ଦୁଃଖ ପ୍ରକାଶ ମଧ୍ୟ ନକରିବା ଉଦ୍‌ବେଗ ଜନକ । ସେ ଆହୁରି କହିଥିଲେ ମହିଳାଙ୍କୁ ଶୋଷଣ କରିବାକୁ ବିଜେପି ସରକାର ସଶକ୍ତିକରଣ ଭାବେ ବିଚାର କରୁଛି, ମୋହନ ସରକାର ମଉନ ସରକାରରେ ପରଣିତ ହୋଇଛି, ମହିଳା ନିର୍ଯ୍ୟାତନା ଓ ଦୁଷ୍କର୍ମରେ ଓଡ଼ିଶା ଏବେ ଉତରପ୍ରଦେଶ ମୁହାଁ, ୧୦୦ ଦିନରେ ମହିଳାଙ୍କ ହତ୍ୟା ଓ ଆତ୍ମହତ୍ୟା ଏବେ ଚରମସୀମାରେ ।

ସେହିପରି ଦଳର ଅନ୍ୟତମ ନେତ୍ରୀ ଡ. ମନୀଷା ଦାସ ପଟ୍ଟନାୟକ ଜଣେ ସେନାଅଧିକାରୀ ଏବଂ ତାଙ୍କର ବାନ୍ଧବୀଙ୍କୁ ଭତରପୁର ଥାନାରେ ଥାନାଅଧିକାରୀ ଏବଂ ଅନ୍ୟକର୍ମଚାରୀଙ୍କ ବେପାରୁଆ ମନୋଭାବ ତଥା ବର୍ବରୋଚିତ ବ୍ୟବହାରକୁ କଡ଼ା ନିନ୍ଦା କରିବା ସହିତ ଅଙ୍କିତା ପ୍ରଧାନଙ୍କୁ ଯେଉଁଭଳି ଭାବରେ ଶାରୀରିକ ଓ ଯୌନ ନିର୍ଯ୍ୟାତନା ଦିଆଗଲା ତାହା କୌଣସି ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ ବୋଲି କହିଥିଲେ । ଦଳର ନେତ୍ରୀ ଶ୍ରୀମତୀ ଜୟଶ୍ରୀ ପାତ୍ର ଉପମୁଖ୍ୟମନ୍ତ୍ରୀ ଜଣେ ମହିଳା ହୋଇ ମଧ୍ୟ ଏସବୁ ଘଟଣାରେ କିପରି ନିରବଦ୍ରଷ୍ଟା ସାଜିଛନ୍ତି ସେ ବିଷୟରେ ପ୍ରଶ୍ନ କରିଥିଲେ । ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ରାଜ୍ୟ ସରକାର ଯଦି ଯତ୍ନଶୀଳ ନହୁଅନ୍ତି କିମ୍ବା ଦୋଷୀଙ୍କ ବିରୁଦ୍ଧରେ ତ୍ୱରିତ ତଥା ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରନ୍ତି ତେବେ ଆଗାମୀ ଦିନରେ ରାଜ୍ୟ କଂଗ୍ରେସ ରାଜ ରାସ୍ତାକୁ ଓହ୍ଲାଇବ, ସବୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ବିଜେପି କାର୍ଯ୍ୟାଳୟ ମଧ୍ୟ ଘେରାଉ କରିବାକୁ ପଛାଇବ ନାହିଁ ବୋଲି କଂଗ୍ରେସ ଚେତାବନୀ ଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version