• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୬୮ ତମ ରାଜ୍ୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା ଖୋ ଖୋ କ୍ରୀଡ଼ା ପ୍ରତିଯୋଗିତା ୨୦୨୪-୨୫

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ପୁରୀ, ହୋମ୍
0
୬୮ ତମ ରାଜ୍ୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା ଖୋ ଖୋ କ୍ରୀଡ଼ା ପ୍ରତିଯୋଗିତା ୨୦୨୪-୨୫
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ପୁରୀ ଜିଲ୍ଲା ସ୍କୁଲ୍ ପରିସରରେ ୬୮ ତମ ରାଜ୍ୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା ଖୋ ଖୋ କ୍ରୀଡ଼ା ପ୍ରତିଯୋଗିତା ୨୦୨୪-୨୫ ଉଦ୍ଘାଟିତ ହୋଇଯାଇଛି । ଏହି ପ୍ରତିଯୋଗିତା ତା ୨୨ ରିଖ ରୁ ତା ୨୬ ରିଖ ପଯ୍ୟନ୍ତ ଦୀର୍ଘ ପାଞ୍ଚ ଦିନ ଧରି ପରିଚାଳିତ ହେବ । ଏଥିରେ ଉଦ୍ଘାଟକ ତଥା ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀ ଶୁଭାଶିଷ ଖୁଣ୍ଟିଆ ଯୋଗଦେଇ କ୍ରୀଡ଼ା ହିଁ ଛାତ୍ରଛାତ୍ରୀ ମାନଙ୍କୁ ଉଚ୍ଚତମ ସୋପାନରେ ଉପନୀତ କରାଇବାର ଶ୍ରେଷ୍ଠ ମାଧ୍ଯମ ବୋଲି ମତବ୍ୟକ୍ତ କରିଥିଲେ ଓ ବିଭିନ୍ନ ଉଦାହରଣ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ସମ୍ମାନିତ ଅତିଥି ରୂପେ ମାନ୍ୟବର ବିଧାୟକ,ପୁରୀ ସୁନୀଲ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ, ପୁରୀ କୈଳାସ ଚନ୍ଦ୍ର ନାୟକ ,

ପୁରୀ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ, ସ୍ବାଧୀନ କୁମାର ନାୟକ, ରାଜ୍ୟ କ୍ରୀଡ଼ା ବିଭାଗର ଯୁଗ୍ମ ନିର୍ଦେଶକ,ସପନ କୁମାର ଜେନା, ରାଜ୍ୟ ବିଦ୍ୟାଳୟ ସମୂହ ଶାରୀରିକ ଶିକ୍ଷା ସହକାରୀ ନିର୍ଦେଶକ, ଜ୍ୟୋତିପ୍ରସାଦ ପରିଡ଼ା, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ମମତା ମିଶ୍ର ଓ ହିମାଂଶୁ ଭୂଷଣ ସମରଥ, ଢେଙ୍କାନାଳ ଜିଲ୍ଲା ବିଦ୍ୟାଳୟ ସମୂହ ଶାରୀରିକ ଶିକ୍ଷା ଅଧିକାରୀ ପ୍ରକାଶ କୁମାର ବେହେରା ବିଇଓ ପୁରୀ ସଦର ପ୍ରମୋଦ କୁମାର କର ଉପସ୍ଥିତ ରହି ଉଦୀୟମାନ ଖେଳାଳି ମାନଙ୍କୁ ପ୍ରେରଣା ପ୍ରଦାନ କରିଥିଲେ ।

ଏହି ସମାରୋହରେ ଓଡ଼ିଶାର ୩୦ ଗୋଟି ଜିଲ୍ଲାରୁ ମୋଟ ୧୩୫୭ ଖେଳାଳି ଅଂଶଗ୍ରହଣ କରିଛନ୍ତି । ପୁରୀ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଦୀପକ କୁମାର ପାଢ଼ୀ ଏହି ସମାରୋହରେ ସଭାପତିତ୍ବ କରିଥିଲେ ଓ ପୁରୀ ଜିଲ୍ଲା ସ୍କୁଲ୍ ପ୍ରଧାନ ଶିକ୍ଷକ ତଥା ସାଙ୍ଗଠନିକ ସମ୍ପାଦକ ଜ୍ୟୋତିର୍ମୟୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ପୁରୀ ଜିଲ୍ଲା ବିଦ୍ୟାଳୟ ସମୂହ ଶାରୀରିକ ଶିକ୍ଷା ଅଧିକାରୀ ମହେନ୍ଦ୍ର କୁମାର ବିଶ୍ବାଳ ଓ ଜିଲ୍ଲାର ଅନ୍ୟାନ୍ୟ କ୍ରୀଡ଼ା ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମକୁ ସାମଗ୍ରିକ ରୂପେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version