• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ପକ୍ଷରୁ ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ ଶେଷ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, ପୁରୀ, ହୋମ୍
0
ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ପକ୍ଷରୁ ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ ଶେଷ ହୋଇଛି
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ପକ୍ଷରୁ ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ ଶେଷ ହୋଇଛି । ଆବଶ୍ୟକୀୟ ଅତ୍ଯାଧୁନିକ ବୈଜ୍ଞାନିକ ଉପକରଣ ବ୍ୟବହାର କରାଯାଇ ଏହି ପରୀକ୍ଷଣ ଓ ସର୍ବେକ୍ଷଣ କରାଯାଇଛି । ଗତକାଲି ପ୍ରାୟ 4 ଘଣ୍ଟା ଧରି ଏହି ସର୍ଭେ କରାଯାଇଥିବା ବେଳେ ଆଜି ମଧ୍ୟ ପ୍ରାୟ 4 ଘଣ୍ଟା ଧରି ସର୍ଭେ କରାଯାଇଥିଲା । ଦୁଇଦିନ ଧରି ଚାଲିଥିବା ଏହି ସର୍ଭେ ପରେ ଏ.ଏସ.ଆଇର ରିପୋର୍ଟକୁ ଅପେକ୍ଷା କରାଯିବ । ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ଏ.ଏସ.ଆଇର ସର୍ଭେ ପାଇଁ 3 ଦିନ ଲାଗି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଥିଲା ଏବଂ ଦର୍ଶନ କଟକଣା ଥିଲା ।

ତେବେ ଆଜି ଏ.ଏସ.ଆଇର ସର୍ଭେ ସରିଯାଇଥିବାରୁ ଆସନ୍ତାକାଲି ତା 23-09-24ରେ ଆଉ କଟକଣା ରହିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଗତକାଲି ପରେ ଏ.ଏସ୍.ଆଇ ପକ୍ଷରୁ ଆଜି ପୁଣିଥରେ ରତ୍ନଭଣ୍ଡାରର ସର୍ଭେ କରାଯିବାକୁ ଥିବାରୁ ବିଶେଷ ନୀତି ନିର୍ଘଣ୍ଟ ହୋଇଥିଲା । ରାତି 2 ଘ 40 ମିନିଟ୍ ସମୟରେ ଦ୍ୱାର ଫିଟା ନୀତି ଅନୁଷ୍ଠିତ ହୋଇଥିବା l ଧାର୍ଯ୍ୟ ନୀତିକାନ୍ତି ଶେଷ ହେବା ପରେ ଅପରାହ୍ନ 1 ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହୋଇଥିଲା । ନିର୍ଧାରିତ ସମୟରେ ମିଳିତ ଟିମ ବୈଷୟିକ ଉପକରଣ ସହ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲେ । ସନ୍ଧ୍ୟା ପ୍ରାୟ 5 ଟା 50ରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିଲା ।

ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ଯେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏ.ଏସ.ଆଇ ପକ୍ଷରୁ ବୈଷୟିକ ସର୍ଭେ କରାଯାଇଛି । ମାର୍ଗଦର୍ଶିକା ଅନୁସାରେ, ରତ୍ନଭଣ୍ଡାରର କୌଣସି ଅଦୃଶ୍ୟ ଚାମ୍ବର, ଜିନିଷ ରଖିବା ସ୍ଥାନ, ଭୂମିତଳେ ସୁଡଙ୍ଗ ଆଦିର ସମ୍ଭାବନାକୁ ନଜରରେ ରଖି ଏହି ସର୍ଭେ ଅନୁଷ୍ଠିତ ହୋଇଛି । ସି.ଏସ୍.ଆଇ.ଆର୍-ଏନ.ଜି.ଆର୍.ଆଇ. ପକ୍ଷରୁ ଚୂଡାନ୍ତ ବୈଷୟିକ ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ନିକଟକୁ ପଠାଯିବ। ରାଜ୍ୟ ସରକାରଙ୍କ ଅନୁମତି ପରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏ.ଏସ୍.ଆଇ ଦ୍ବାରା ଅନୁଷ୍ଠିତ ହେବ । ଏହି ମରାମତି କାର୍ଯ୍ଯ ଶେଷ ହେବା ପରେ ଅଳଙ୍କାର ଗଣତି ତଥା ମଣତି କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।

ଏବେ ଷୋଳପୂଜା ତଥା ପରେ ପରେ କାର୍ତ୍ତିକ ମାସ ନୀତି ବହୁଳ ଥିବାରୁ ପରବର୍ତ୍ତୀ ପ୍ରତ୍ୟେକଟି ସୋପାନରେ ଆବଶ୍ୟକ ଅନୁସାରେ ସମ୍ପୃକ୍ତ ସେବକଙ୍କ ସହ ଆଲୋଚନା ମଧ୍ୟ କରାଯିବ ବୋଲି ମୁଖ୍ୟ ପ୍ରଶାସକ ଜଣାଇଛନ୍ତି । ସମଗ୍ର ପ୍ରକ୍ରିୟାରେ ସହଯୋଗ ସକାଶେ ଭକ୍ତଗଣ, ସେବକ, ଉଚ୍ଚସ୍ତରୀୟ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ରଥ, ଏ.ଏସ୍.ଆଇର ବୈଷୟିକ ଟିମ୍, ଶ୍ରୀମନ୍ଦିର ପ୍ରଶାସନ ତଥା ଜିଲ୍ଲା ଏବଂ ପୋଲିସ୍ ପ୍ରଶାସନ ଅଧିକାରୀ/କର୍ମଚାରୀ, ଏବଂ ଗଣମାଧ୍ୟମକୁ ଧନ୍ୟବାଦ ଅର୍ପଣ କରିଛନ୍ତି ମୁଖ୍ୟ ପ୍ରଶାସକ । ସେହିପରି ସର୍ଭେ ସମୟରେ କଟକଣା ଯୋଗୁଁ ମହାପ୍ରଭୁଙ୍କ ଦର୍ଶନରୁ ସାମୟିକ ବଂଚିତ ହୋଇଥିବା ଅଗଣିତ ଭକ୍ତଗଣଙ୍କୁ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ଷମା ପ୍ରାର୍ଥନା କରିଛନ୍ତି ।

ପୂର୍ବରୁ ଗତ 18 ସେପଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଏ.ଏସ୍.ଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା । ସେହି ଦିନ ସର୍ଭେ ସମୟରେ ଏ.ଏସ୍.ଆଇର ବୈଷୟିକ ଟିମର ମୁଖ୍ୟ ଏବଂ ସି.ଏସ.ଆଇ.ଆର୍-ଏନ.ଜି.ଆର.ଆ ର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତାମତ ଦେଇଥିଲେ । ରାଡାର୍ ପେନିଟ୍ରେଟିଂ ସିଷ୍ଟମ୍ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ବୈଷୟିକ ଟିମ୍ ପ୍ରସ୍ତାବ ଦେଇଥିଲେ । ସେପଟେମ୍ବର 24 ତାରିଖ ଠାରୁ ଷୋଳ ପୂଜା ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ବାକି ଥିବା ସର୍ଭେ ଶେଷ କରି ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ଗୁରୁତ୍ବରୋପ କରି ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଥିଲେ ।

ତଦନୁସାରେ, 21 ତାରିଖରୁ ପୁଣିଥରେ ସର୍ଭେ କରାଯିବାକୁ ସ୍ଥିର ହୋଇଥିଲା। ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ଜୁଲାଇ 14 ଏବଂ ଜୁଲାଇ 18 ତାରିଖରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରିତ ହୋଇଥିଲା । ପରେ ଅଗଷ୍ଟ 23 ତାରିଖ ଦିନ ଉଭୟ ବାହାର ତଥା ଭିତର ରତ୍ନଭଣ୍ଡାରର ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇଥିଲା । ଏହାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା l ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା l ସେହିପରି ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସର୍ଭେ ସମୟରେ ପ୍ରଭାବିତ ନ ହେବ ସେଥିପ୍ରତି ମଧ୍ୟ ଧ୍ୟାନ ଦେବାକୁ ଅନୁରୋଧ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version