• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସରକାରଙ୍କ ଶହେ ଦିନର ସଫଳତା କୁ ନେଇ ବାଇକ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
September 23, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ରାଜ୍ୟ ସରକାରଙ୍କ ଶହେ ଦିନର ସଫଳତା କୁ ନେଇ ବାଇକ ଶୋଭାଯାତ୍ରା
Share on FacebookShare on TwitterWhatsapp

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା  :-> ସାରା ରାଜ୍ୟରେ ମୋହନ ସରକାରଙ୍କ ପକ୍ଷରୁ ତିନିଦିନ ଧରି ବିକାଶ ମେଳା ତଥା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉ ଥିବା ବେଳେ ରବିବାର ବାଲିଗୁଡା ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ବିରାଟ ବାଇକ ରାଲି ଅନୁଷ୍ଠିତ ହୋଇଛି । ଦଣ୍ଡପଦର ପେଟ୍ରୋଲ ପମ୍ପ ନିକଟରୁ ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଙ୍କୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଦେବା ସହ ସହର ପରିକ୍ରମା କରି ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପର୍ଯ୍ୟନ୍ତ ଆସିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଗଢ଼ା ହୋଇଥିବା ରାଜ୍ୟ ସରକାରଙ୍କ ଶହେ ଦିନର ହିସାବ ରଖିଥିଲେ।

ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ମୁତାବକ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ଶହ ଟଙ୍କାକୁ ବୃଦ୍ଧି କରାଯିବା, ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା, ୮o ବର୍ଷରୁ ଅଧିକ ବୟସର ନାଗରିକ ଏବଂ ଦିବ୍ୟାଙ୍ଗଙ୍କ ଭତ୍ତା ରାଶି ୩ ହଜାର ଟଙ୍କାକୁ ବୃଦ୍ଧି କରିବା ଆଦି ସମ୍ପର୍କରେ ଗାଁ ଗାଁ ଘରେ ଘରେ ପହଞ୍ଚାଇବା ପାଇଁ କର୍ମୀ ମାନଙ୍କୁ କହିଥିଲେ ।

ଏଥିସହ ସ୍ବତନ୍ତ୍ର ପ୍ରଦେଶ ଗଠନର ଶହେବର୍ଷ ପୂର୍ତ୍ତି ଅବସରରେ ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ।ଏହି ବିକାଶ ମେଳା ବାଇକ ଶୋଭାଯାତ୍ରା ରେ ବରିଷ୍ଠ ବିଜେପି ନେତା ଦିଗାମ୍ବର ପାଣିଗ୍ରାହୀ ,ରଞ୍ଜିତ ଚୌଧୁରୀ ,ସୁରେନ୍ଦ୍ର ପାତ୍ର ,ସୂର୍ଯ୍ୟ କାନ୍ତ ନାୟକ ,କ୍ଷମା ସାଗର ପ୍ରଧାନ ,ଅଭୟ ପାତ୍ର ,ବିରେନ୍ଦ୍ର ସାହୁ ,ସୁଶାନ୍ତ ସାହୁ ,ପୁରୁଷୋତ୍ତମ ଡାକୁଆ ,ଭରତ ମଲ୍ଲିକ ,ନକୁଳ ମଲ୍ଲିକ,ଇନ୍ଦ୍ର ମଣି ପାତ୍ର ,ପିଶୁ ମଲ୍ଲିକ,ଗଦାଧର ନାୟକ ,ସୁଶାନ୍ତ ମଲ୍ଲିକ ,ବଳରାମ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ

August 6, 2026
ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର

August 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version