• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲା ମୋହନା ପୋଲିସ ଦ୍ଵାରା ୩୦ ଲକ୍ଷ ଟଙ୍କାର ୩୧୯ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ,୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଅପରାଧ, ହୋମ୍
0
ଗଜପତି ଜିଲ୍ଲା ମୋହନା ପୋଲିସ ଦ୍ଵାରା ୩୦ ଲକ୍ଷ ଟଙ୍କାର ୩୧୯ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ,୨ ଗିରଫ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) ପାରଳାଖେମୁଣ୍ଡି :- ସାରା ରାଜ୍ୟ ସମେତ ଗଜପତି ଜିଲ୍ଲାରେ କରୋନା କୁ ନେଇ ପୋଲିସ ହଉ କିମ୍ବା ପ୍ରଶାସନ ଦିନ ରାତି ଗୋଟେ କରି କରୋନା ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବା ପାଇଁ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଗଜପତି ଜିଲ୍ଲାରେ ଗଞ୍ଜେଇ ମାଫିଆ ମାନେ କାୟା ବିସ୍ତାର କରି ଚାଲିଛନ୍ତି । ଦିନ କୁ ଦିନ ଗଜପତି ଜିଲ୍ଲାରୁ ରାଜ୍ୟ ଓ ରାଜ୍ୟ ବାହାରକୁ ବିଭିନ୍ନ ଉପାୟରେ ଗଞ୍ଜେଇ ଚୋରା ଚାଲାଣ ମଧ୍ୟ ଦୃତ ଗତିରେ ବୃଦ୍ଧି ପାଉଥିବା ଦେଖି ବାକୁ ମିଳୁଛି । ଅନ୍ୟ ପକ୍ଷରେ ଗଞ୍ଜେଇ ମାଫିଆ ମାନେ ମଧ୍ୟ ଗଞ୍ଜେଇ ଚୋରା ଚାଲାଣ ବେଳେ ଗଜପତି ପୋଲିସ ହାତରେ ଧରା ପଡି ଗିରଫ ହେବାରେ ଲାଗିଛନ୍ତି । କିନ୍ତୁ ପରିତାପର ବିଷୟ ଏହିକି ଯେ ଗଜପତି ଜିଲ୍ଲା ର ଅବକାରୀ ବିଭାଗ ବୋଲି ଏକ ବିଭାଗ ଥିଲା ଭଳି ଜଣା ପଡୁନି । ମଦ ହେଉ କିମ୍ବା ଗଞ୍ଜେଇ ହେଉ ଜଉ ଧରପଗଡ କାମଜିଲ୍ଲା ଅବକାରୀ ବିଭାଗ କରିବା କଥା ସେହି କାମ ଜିଲ୍ଲା ପୋଲିସ ତାର ସମସ୍ତ କାର୍ଯ୍ୟ ଛାଡ଼ି ଅବକାରୀ ବିଭାଗର କାର୍ଯ୍ୟ ମଧ୍ୟ କରୁଛି । ଗଜପତି ଏସ.ପି. ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏସଡିପିଓ ଅଶୋକ କୁମାର ମହାନ୍ତି ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଅଡବା ଥାନା ଭାରପ୍ରାପ୍ତ ଅଧିକାରୀ ଆଲୋକ ରଞ୍ଜନ ଜଗଦଲାଙ୍କ ନେତୃତ୍ୱରେ ଆଜି ସକାଳେ

ଏସ ଆଇ ହେମନ୍ତ କୁମାର ସେଠୀ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀ ମିଳିତ ଭାବେ ଲୁହାଗୁଡି ଓ ଚାନ୍ଦିପୁଟ ମଧ୍ୟରେ ଥିବା କଳମେରି ଗ୍ରାମ ନିକଟରେ ପେଟ୍ରୋଲିଙ୍ଗି କରୁଥିବା ସମୟରେ ଚାନ୍ଦିପୁଟ ପଟୁ ଆସୁଥିବା ଟାଟା ଡ଼ାୟକର୍ ଗାଡି ଯାହାର ନମ୍ବର OD05 Z 9444 କୁ ଅଟକାଇ ଖାନ ତଲାସୀ କରିଥିଲେ । ସେହି ଗାଡି ମଧ୍ୟରୁ ୧୩ ବସ୍ତା ଗଞ୍ଜେଇ ମିଳିଥିଲା । ମୋହନା ବିଡ଼ିଓ ତଥା ଏକ୍ୟୁଜିଟିଭ ମାଜିଷ୍ଟ୍ରେଟ ବଂଶୀଧର ଖୋସଲା ଙ୍କ ଉପସ୍ଥିତିରେ ଉକ୍ତ ଗଞ୍ଜେଇ ର ଓଜନ କରିବାରୁ ସମୁଦାୟ ଗଞ୍ଜେଇ ର ପରିମାଣ ୩୯୧ କେଜି ୭୦୦ ଗ୍ରାମ ହୋଇଥିଲା ଯାହାର ବଜାର ମୂଲ୍ୟ ୩୦ ଲକ୍ଷ୍ୟ ଟଙ୍କା ରୁ ଉର୍ଦ୍ଧ ହେବ । ଉକ୍ତ ଟାଟା ଡ଼ାୟକର ଗାଡ଼ିର ମାଲିକ ପାଉଲ୍ ପାଣି ଓ ତାଙ୍କ ଗାଡ଼ିର ଡ଼୍ରାଇଭର ଅନୁଗ୍ରହ ଲିମ୍ମା ଉଭୟଙ୍କ ଗ୍ରାମ ଗଜପତି ଜିଲ୍ଲାର ଆର. ଉଦୟଗିରି ବ୍ଲକ ଅନ୍ତର୍ଗତ ରଣାଲାଇ ଗ୍ରାମ ବୋଲି ଜଣା ପଡିଛି । ଉଭୟେ ମିଳିତଭାବେ ଆର. ଉଦୟଗିରି ବ୍ଲକରୁ ଗଞ୍ଜେଇ ସବୁ କିଣି ବ୍ରହ୍ମପୁରକୁ ଚାଲାଣ କରି ଆସୁଥିଲେ । ଉଭୟ ଙ୍କୁ ମୋହନା ପୁଲିସ ଗିରଫ କରିବା ସହ ଟାଟା ଡ଼ାୟକର ଗାଡିକୁ ମଧ୍ୟ ଜବତ୍ କରିଛି ଏ ବାବଦରେ ମୋହନା ଥାନାରେ କେଶ ନମ୍ବର ୧୨୯/୨୦ ରେ ଏକ ମକଦ୍ଦମା ରୁଜୁ କରାଯାଇଛି । ଏହାର ତଦନ୍ତ ଦାୟିତ୍ୱ ମୋହନା ଥାନାର ଏସ ଆ ଇ ସୁନିଲ କୁମାର ଦଳେଇ ଙ୍କୁ ଦିଆଯାଇଛି । ତଦନ୍ତ ଜାରି ରହିଛି ଗିରଫ ଦୁଇ ଜଣଙ୍କୁ ଆସନ୍ତା କାଲି କୋର୍ଟ ଚାଲାଣ କରାଯିବ ବୋଲି ମୋହନା ପୁଲିସ ଏକ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି । ( ରିପୋର୍ଟ -ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version