• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭରତପୁର ଥାନ ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ – ରାଜ୍ୟ କଂଗ୍ରେସ

Proprietor Abhimanyu Maharana by Proprietor Abhimanyu Maharana
September 25, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭରତପୁର ଥାନ ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଏବଂ ଉପଯୁକ୍ତ  କାର୍ଯ୍ୟାନୁଷ୍ଠାନ ଦାବିରେ  – ରାଜ୍ୟ କଂଗ୍ରେସ
Share on FacebookShare on TwitterWhatsapp

୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଭରତପୁର ଥାନାରେ ଘଟିଯାଇଥିବା ଘଟଣାରେ ରାଷ୍ଟ୍ରପତିଙ୍କର ହସ୍ତକ୍ଷେପ ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ରାଜ୍ୟ କଂଗ୍ରେସର ଏକ ସ୍ୱତନ୍ତ୍ର ମହିଳା ଦଳ ଷ୍ଟିୟରିଂ କମିଟିର ସଦସ୍ୟା ଇଂ ସସ୍ମିତା ବେହେରାଙ୍କ ନେତୃତ୍ୱରେ ରାଜଭବନରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଭରତପୁର ଘଟଣାରେ ପୋଲିସ ଯେଉଁଭଳି ଭାବରେ ବର୍ବର, ଆଶାଳୀନ ଆଚରଣ ଓ ଯୌନ ନିର୍ଯ୍ୟାତନା କଲା ତାହାକୁ ନିନ୍ଦା କରି ଏବଂ ଯେଉଁ ଅସାମାଜିକ ଯୁବକମାନେ ଜଣେ ସେନାବାହିନୀର ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁବ୍ୟର୍ବହାର କରିଥିଲେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ।

ଓଡ଼ିଶା ପୋଲିସର ବ୍ୟବହାର ଅତ୍ୟନ୍ତ ଦୁଃଖଦାୟକ ଏବଂ ନିନ୍ଦନୀୟ, ଯାହାକି ଓଡ଼ିଶାକୁ ସମଗ୍ର ଭାରତ ବର୍ଷରେ ନିନ୍ଦିତ କରିଛି ବୋଲି ସେମାନେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳଙ୍କ ଦ୍ୱାରା ଜଣାଇଛନ୍ତି । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ଏବଂ ବିଶେଷ କରି ଦଳିତ ଆଦିବାସୀ ନାବାଳିକା ମାନଙ୍କ ଉପରେ ଦିନକୁ ଦିନ ବଢ଼ିଚାଲିଥିବା ଅତ୍ୟାଚାରକୁ ନେଇ କଂଗ୍ରେସ ଅତ୍ୟନ୍ତ ଚିନ୍ତିତ ବୋଲି ରାଜ୍ୟପାଳ ପାଖକୁ ଯାଇଥିବା ପ୍ରତିନିଧି ଦଳ ପ୍ରକାଶ କରିଥିଲେ ।

ସେମାନେ ଦାବି କରିଥିଲେ ରାଷ୍ଟ୍ରପତି ଏ ଘଟଣା ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ଏବଂ ରାଜ୍ୟର ଆଇନଶୃଙ୍ଖଳାକୁ ରକ୍ଷାକରିବା ଦିଗରେ ପଦକ୍ଷେପ ନେବାପାଇଁ ସରକାରଙ୍କୁ ତାଗିତ କରନ୍ତୁ । ଷ୍ଟିୟରିଂ କମିଟିର ସଭ୍ୟ ଇଂ ସସ୍ମିତା ବେହେରା ଉକ୍ତ ଘଟଣାର ଜଣେ ସୁପ୍ରିମକୋର୍ଟ ଜର୍ଜଙ୍କ ନେତୃତ୍ୱରେ ଉକ୍ତ ଘଟଣାର ତଦନ୍ତ ପାଇଁ ରାଷ୍ଟ୍ରପତିଙ୍କୁ ଦାବି କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ଗିରିବାଳା ବେହେରା, ସୋନାଲି ସାହୁ, ଅମିତା ବିଶ୍ୱାଳ, ମଧୁମିତା ଆଚାର୍ଯ୍ୟ, ମଧୁସ୍ମିତା ପଣ୍ଡା, ମନୀଷା ଦାସ ପଟ୍ଟନାୟକ, ଜୟଶ୍ରୀ ପାତ୍ର, ସବିତା ଧିର, ନିରୁପମା ପାତ୍ର, ଶ୍ରୀୟା ମହାନ୍ତି, ପ୍ରଭାବତି ପଟ୍ଟନାୟକ, ମଞ୍ଜୁଲତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version