• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରି କଥା କମ କାମ ଅଧିକରେ ବିଶ୍ୱାସ ରଖନ୍ତି – ପ୍ରଣବ ପ୍ରକାଶ ଦାସ (ବବି )

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରି କଥା କମ କାମ ଅଧିକରେ ବିଶ୍ୱାସ ରଖନ୍ତି – ପ୍ରଣବ ପ୍ରକାଶ ଦାସ (ବବି )
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) ଭୁବନେଶ୍ୱର :- ଜାତୀୟସ୍ତରରେ ଚମକିଲେ ପ୍ରଣବ ପ୍ରକାଶ ଦାସ ଜାତୀୟସ୍ତରରେ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସଂଗଠନ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି ) । ନିଜର ନିଷ୍ଠା , ପରିଶ୍ରମ, ବିକାଶମୂଳକ କାର୍ଯ୍ୟପନ୍ଥା ,ଲୋକାଭିମୁଖୀ କାର୍ଯ୍ୟକ୍ରମ ପାଇଁ ସବୁବେଳେ ଚେଷ୍ଟିତ ଥିବା ପ୍ରଣବ ଆଜି ଜାତୀୟସ୍ତରରେ ପରିଚିତ ହୋଇଛନ୍ତି l ଫ୍ରେମ ଇଣ୍ଡିଆ ଓ ଏସିଆ ପୋଷ୍ଟ ପକ୍ଷରୁ ସାରା ଦେଶର ବିଧାୟକମାନଙ୍କୁ ନେଇ କରାଯାଇଥିବା ସର୍ଭେରେ ଶ୍ରେଷ୍ଠ ୫୦ ବିଧାୟକ ତାଲିକାରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ସ୍ଥାନ ପାଇଛି ।

ବିଧାୟକମାନଙ୍କ କାର୍ଯ୍ୟ ଦକ୍ଷତା , ଲୋକ ସମ୍ପର୍କ , ବିଧାନସଭାରେ ବିତର୍କ ଓ ଯୋଗାଯୋଗର ସାମର୍ଥ୍ୟ ଆଦି ମାନଦଣ୍ଡକୁ ନେଇ ଏହି ତାଲିକା ପ୍ରସ୍ତୁତ ହୋଇଛି । ଦେଶର ୪୧୨୩ ବିଧାୟକଙ୍କ ଭିତରୁ ଶ୍ରେଷ୍ଠ ୫୦ ଜଣ ବିଧାୟକଙ୍କୁ ବଛା ଯାଇଥିଲା । ଆଉ ଏହି ତାଲିକାରେ ଇଣ୍ଟେଟ କ୍ଷେତ୍ରରେ ସ୍ଥାନ ପାଇଛନ୍ତି ବିଜେଡିର ପ୍ରତିଭାଶାଳୀ ଓ କ୍ଷମତାଶାଳୀ ବିଧାୟକ ପ୍ରଣବ ପ୍ରକାଶ ଦାସ। ନୂତନ ଓଡିଶା ଗଠନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଖିଥିବା ସ୍ବପ୍ନ ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଲୋକଙ୍କ ସୁଖ ଦୁଃଖର ସାଥି ହୋଇ ସମସ୍ୟା ଦୂର କରିବାରେ ଅଗ୍ରଣୀ ଭୂମିକା ନେଇଛନ୍ତି ।

ଯାଜପୁର ସମେତ ସମ୍ପୂର୍ଣ୍ଣ ଓଡିଶାରେ ରକ୍ତ ଅଭାଵ ଦୂର କରିବା ପାଇଁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ,ସବୁଜ ଓଡ଼ିଶା ଗଠନ ଓ ବିଜେଡି ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ତ ସେ ସବୁବେଳେ ନିଜ କଥା ନ ଭାବି ନିଜ ଜୀବନକୁ ଲୋକଙ୍କ ହିତ ପାଇଁ ଉତ୍ସର୍ଗ କରିଦେଇଛନ୍ତି । ଖାସ ସେଥିପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳର ଦ୍ୱିତୀୟ ନେତା ଭାବେ ଗୁରୁ ଦାୟିତ୍ୱ ଦେଇଛନ୍ତି। ଏହା ସମ୍ଭବ ହୋଇ ପାରିଛି କେବେଳ ତାଙ୍କର କାର୍ଯ୍ୟଦକ୍ଷତା ପାଇଁ । ଯେଉଁଥି ପାଇଁ ଆଜି ଦେଶର ଶ୍ରେଷ୍ଠ ୫୦ ବିଧାୟକଙ୍କ ଭିତରେ ସେ ସ୍ଥାନ ପାଇଛନ୍ତି । ଯାହା କେବଳ ଯାଜପୁର ନୁହେଁ ସାରା ଓଡ଼ିଶାକୁ ଗର୍ବିତ କରିଛି ।

ନିର୍ବାଚନ ହେଉ ଅବା ମହାମାରି ସବୁବେଳେ ସେ ଲୋକଙ୍କ ଦୁଃଖ ବୁଝିବା ପାଇଁ ସେ ଆଗଭର ହୁଅନ୍ତି । ଭିଡ଼ ଭିତର ନେତା ଭାବେ ସେ ପୁରା ଓଡ଼ିଶାରେ ପରିଚିତ l ପ୍ରଣବ ନେତୃତ୍ୱ ନେବା ଦକ୍ଷତାଶୈଳୀ ଏବେ ଅନେକ ନେତାଙ୍କ ପାଇଁ ଆଦର୍ଶ ସାଜିଛି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରି କଥା କମ କାମ ଅଧିକରେ ବିଶ୍ୱାସ ରଖନ୍ତି ସେ l ବିଶେଷକରି ସମସ୍ତଙ୍କୁ ସାଙ୍ଗରେ ନେଇ କାମ କରିବା ଦକ୍ଷତା ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ବିଜେଡି ସଂଗଠନ ସମ୍ପାଦକ ଭଳି ଗୁରୁଦାୟିତ୍ୱ ଦେଇଛୋନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version