• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ବିଜେପି ସରକାର ପଛୁଆ ବର୍ଗର ସ୍ୱାର୍ଥପ୍ରତି ଅଣଦେଖା କରୁଛନ୍ତି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
September 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟ ବିଜେପି ସରକାର ପଛୁଆ ବର୍ଗର ସ୍ୱାର୍ଥପ୍ରତି ଅଣଦେଖା କରୁଛନ୍ତି : ବିଜେଡି
Share on FacebookShare on TwitterWhatsapp

 ଶହେ ଦିନରେ ରାଜ୍ୟର ପ୍ରାୟ ୫୪% ପଛୁଆ ବର୍ଗର ଲୋକଙ୍କ ପାଇଁ ପଦୁଟିଏ ମୁହଁ ଖୋଲି ନାହାନ୍ତି ରାଜ୍ୟ ସରକାର

 ରାଜ୍ୟର ଶିକ୍ଷା କ୍ଷେତ୍ରରେ ପଛୁଆ ବର୍ଗ ପାଇଁ ସରଂକ୍ଷଣ ନାହିଁ

 ଜାତି ଭିତ୍ତିକ ଜନ ଗଣନା ବିଜେଡିର ଦାବୀ

୨୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁୁବନେଶ୍ୱର :-> ରାଜ୍ୟ ବିଜେପି ସରକାର ଓବିସି ଓ ଏସସିବିସି ବର୍ଗର ଲୋକଙ୍କ ସ୍ୱାର୍ଥକୁ ଅଣଦେଖା କରୁଛନ୍ତି। ଡବଲ ଇଂଜିନ ଓ ଡବଲ ଵିକାଶର ନାରା ଦେଇ ସରକାରକୁ ଆସିଥିବା ବିଜେପି ସରକାରଙ୍କ ଶହେ ଦିନ ଭିତରେ ରାଜ୍ୟରେ ବାସ କରୁଥିବା ପ୍ରାୟ ୫୪% ପଛୁଆ ବର୍ଗର ଲୋକଙ୍କ ସ୍ୱାର୍ଥପାଇଁ ପଦୁଟିଏ ମଧ୍ୟ ମୁହଁ ଖୋଲି ନାହାନ୍ତି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରିଛି। ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ରାଜ୍ୟସଭା ସାଂସଦ ଶ୍ରୀ ସୁଭାଶିଷ ଖୁଣ୍ଟିଆ କହିଲେ, ବିଜୁ ଜନତା ଦଳ ତରଫରୁ ଦେଶରେ ଜାତି ଭିତ୍ତିକ ଜନ ଗଣନା ପାଇଁ ଆମର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଦାବୀ କରି ଆସୁଛନ୍ତି । ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଓବିସି ମାନଙ୍କ ପାଇଁ କୌଣସି ସରଂକ୍ଷଣ ନାହିଁ, ଯାହା ଫଳରେ ପଛୁଆ ବର୍ଗର ପିଲା ମାନେ ଡାକ୍ତରୀ ଓ ଇଂଜିନିୟରିଙ୍ଗ ପଢ଼ିବାରୁ ବଞ୍ଚିତ ହେଉଛନ୍ତି । ସେହିପରି, ନିଯୁକ୍ତି କ୍ଷେତ୍ରରେ ମାତ୍ର ୧୧. ୨୫% ସରଂକ୍ଷଣ ବ୍ୟବସ୍ଥା ରହିଛି ଯାହା ପ୍ରକୃତରେ ୨୭% ରହିବା କଥା ।

ତେଣୁ ଉଭୟ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ରାଜ୍ୟର ପଛୁଆ ବର୍ଗର ଲୋକମାନେ ତାଙ୍କ ନ୍ୟାର୍ଯ୍ୟ ଅଧିକାର ପାଇବାରୁ ବଞ୍ଚିତ ହେଉଛନ୍ତି । ଆମ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ପଛୁଆ ବର୍ଗର ନ୍ୟାର୍ଯ୍ୟ ଦାବୀ ପାଇଁ ଲଢେଇ କରିଛନ୍ତି । ପୂର୍ବରୁ ରାଜ୍ୟର ବିଜେପି ପଛୁଆ ବର୍ଗର ଲୋକଙ୍କ ପାଇଁ ସ୍ୱର ଉତ୍ତୋଳନ କରୁଥିଲା ହେଲେ ସରକାରକୁ ଆସିବା ପରେ ସେମାନେ ନିରବ ହୋଇ ଯାଇଛନ୍ତି ବୋଲି ଶ୍ରୀ ଖୁଣ୍ଟିଆ କହିଛନ୍ତି । ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡ଼ଃ ସସ୍ମିତ ପାତ୍ର କହିଥିଲେ ଡବଲ ଇଂଜିନ ସରକାର ଆସିଲେ ଡବଲ ଵିକାଶ ହେବ ବୋଲି ଡିଣ୍ଡିମ ପିଟୁଥିବା ବିଜେପି ଡବଲ ଇଂଜିନ ସରକାର ଆସିବାର ଶହେ ଦିନ ପୂରଣ ହୋଇଥିଲେ ହେଁ, ପଛୁଆ ବର୍ଗର ସ୍ୱାର୍ଥ ପୂରଣ ପାଇଁ ପଦଟିଏ ମଧ୍ୟ ମୁହଁ ଖୋଲି ନାହାନ୍ତି।

ଶହେ ଦିନର ସଫଳତାକୁ ନେଇ ଉତ୍ସବ ମୁଖର ଥିବା ବିଜେପି ସରକାରଙ୍କୁ ଆମର ପ୍ରଶ୍ନ, ପଛୁଆ ବର୍ଗର ଲୋକଙ୍କ ପାଇଁ କରିଛ କଣ? ବିଜୁ ଜନତା ଦଳର ସାଂସଦ ମାନେ ଗତ ପାଞ୍ଚବର୍ଷରେ ଜାତି ଭିତ୍ତିକ ଜନ ଗଣନା ପାଇଁ ଦାବୀ କରି ଆସୁଛନ୍ତି, କିନ୍ତୁ କେନ୍ଦ୍ର ସରକାର ସେଥିପ୍ରତି କର୍ଣ୍ଣପାତ କରୁ ନାହାନ୍ତି ବୋଲି ଶ୍ରୀ ପାତ୍ର କହିଥିଲେ । ପ୍ରାରମ୍ଭରେ, ବିଜେଡି ମୁଖପାତ୍ର ତଥା ମିଡ଼ିଆ କୋଡିନେଟର ଡ଼ଃ ଲେନିନ ମହାନ୍ତି ଆଜିର ପ୍ରସଙ୍ଗ ଉପରେ ପ୍ରାକ ସୂଚନା ଦେବା ସହ କହିଥିଲେ, କେବଳ ବଡ଼ ବଡ଼ କଥା କହି ଓ ଅନ୍ୟର ମୁଣ୍ଡରେ ଦୋଷ ଲଦି ବର୍ତ୍ତମାନର ବିଜେପି ସରକାର ଖସି ଯିବାକୁ ଚାହୁଛନ୍ତି। ରାଜ୍ୟର ସାଢେ ଚାରି କୋଟି ଲୋକ ବିଜୁ ଜନତା ଦଳକୁ ବିରୋଧୀ ଦଳର ସ୍ଥାନ ଦେଇଛନ୍ତି, ତେଣୁ ରାଜ୍ୟବାସୀଙ୍କ ସ୍ୱାର୍ଥରକ୍ଷା ପାଇଁ ବିଜୁ ଜନତା ଦଳ ନିଶ୍ଚିତ ଭାବେ ଲଢେଇ କରିବ ବୋଲି ଡ଼ଃ ମହାନ୍ତି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version