• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ କଲୋନୀ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ମହାଆଡମ୍ବରରେ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 30, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବ୍ଲକ କଲୋନୀ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ମହାଆଡମ୍ବରରେ ଅନୁଷ୍ଠିତ
Share on FacebookShare on TwitterWhatsapp

୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ କ୍ଲଷ୍ଟର ର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଲୋକକଳା-୨୦୨୪ କ.ନୂଆଗାଁ ସ୍ଥିତ ବ୍ଲକ କଲୋନୀ ଉ.ପ୍ରା. ବିଦ୍ୟାଳୟ ଠାରେ ସିଆରସିସି ସୁଜିତ୍ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମହାଆଡମ୍ବରରେ ରେ ଆୟୋଜିତ ହୋଇଯାଇଛି । ଏଥିରେ କ୍ଲଷ୍ଟର ର ସମସ୍ତ ବିଦ୍ୟାଳୟ ରୁ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ।

ଓଡିଶାର ଲୋକ କଳା, ସ୍ଥାପତ୍ୟ, ଶିଳ୍ପ କଳା, ଚିତ୍ରାଙ୍କନ, ନୃତ୍ୟ, ସଂଗୀତ, ବକୃତା, ସୃଜନଶୀଳ ଲିଖନ ମାଧ୍ୟମରେ ପିଲାଙ୍କ ହୃଦୟରେ କିପରି ଓଡ଼ିଆ ର ଗର୍ବ, ଗୌରବ,ପରିଚୟ ଓ ସ୍ବାଭିମାନ ଅକ୍ଷୁର୍ଣ୍ଣ ରହିବ ସେଥିରେ ସ୍ଥାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ଉଦଘାଟନୀ ସଭାରେ ବି. ଆରସିସି ଚୈତନ୍ୟ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ନାଥ ଦାଶ,

ହରିହର ମଲିକ, ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ରଥ, ଶ୍ରୀମତୀ ସୁଷମା ନାୟକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦେଇ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଉଦଯାପନୀ ସଭାରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ମଲିକ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ନାଥ ଦାଶ,

ହରିହର ମଲିକ ଓ ଶ୍ରୀମତୀ ସୁଷମା ନାୟକ କୃତିତ୍ବ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ l କୁଡୁତୁଲି ଓ କିଲୁପଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟକାନ୍ତ ସାହୁ, ରାଧାକାନ୍ତ ପ୍ରଧାନ, ତଥା କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଉପକୃତ ହୋଇଥିବା ଛାତ୍ର ଛାତ୍ରୀ ଆସନ୍ତା ଅକ୍ଟୋବର ୪ ତାରିଖ ରେ କ.ନୂଆଗାଁ ଠାରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version