• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦକ୍ଷିଣ ଓଡିଶା ପାଚିକା ଓ ସହାୟିକା ମହାସଂଘ ତରଫରୁ ଜଗମୁଣ୍ଡା ପାହାଡ଼ ଉପରେ ବ୍ଲକ୍ ସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
September 30, 2024
in ଓଡ଼ିଶା, ରାୟଗଡା, ହୋମ୍
0
ଦକ୍ଷିଣ ଓଡିଶା ପାଚିକା ଓ ସହାୟିକା ମହାସଂଘ ତରଫରୁ ଜଗମୁଣ୍ଡା ପାହାଡ଼ ଉପରେ ବ୍ଲକ୍ ସ୍ତରୀୟ ଏକ ବୈଠକ ଅନୁଷ୍ଠିତ ହୋଇଛି
Share on FacebookShare on TwitterWhatsapp

୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ା ଜିଲ୍ଲା  :-> ପଦ୍ମପୁର ବ୍ଲକ୍ ଅନ୍ତର୍ଗତଃ ଜଗମୁଣ୍ଡା ପାହାଡ ଉପରେ ଦକ୍ଷିଣ ଓଡିଶା ପାଚିକା ଓ ସହାୟିକା ମହାସଂଘ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ଜିଲ୍ଲା ଉପଦେଷ୍ଟା ତ୍ରୀପତି ଗମାଙ୍ଗ କେନ୍ଦ୍ର ଓ ପାର୍ବତୀ ଶବର ରାଜ୍ୟ ସରକାରଙ୍କୁ ଶ୍ରମିକ ମାରଣା ନୀତିକୁ ସମାଲୋଚନା କରିବା ସହ ପାଚିକା ଓ ସହାୟିକା ମାନଙ୍କ ସମସ୍ୟା ସମାଧାନ ନ କରି ଶ୍ରମିକ ମାନଙ୍କୁ ଉପହାସ କରୁଛନ୍ତି ବୋଲି କହିଛନ୍ତି। ଏଣୁ ନଭେମ୍ବର ମାସରେ ଭୁବନେଶ୍ବର ବିଧାନସଭା ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ଧାରଣା ବସିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ପାଚିକା ଓ ସହାୟିକା ମାନଙ୍କୁ ସରକାରୀ ଏବଂ କର୍ମଚାରୀ ମାନ୍ୟତା ଓ ମାସିକ ୨୬ ହଜାର ଟଙ୍କା ପ୍ରଦାନ କରିବା ପାଚିକା ଓ ସହାୟିକାମାନଙ୍କୁ ପ୍ରତି ମାସରେ ପ୍ରଥମ ସପ୍ତାହରେ ଦରମା ପ୍ରଦାନ କରିବା ଏବଂ କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ୨୦୦୯ ଡିସେମ୍ବର ଠାରୁ ୨୦୧୭ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କର ୪୦% ଭାଗ ବକେୟା ପାରିଶ୍ରମିକ ପ୍ରଦାନ କରିବା,ସ୍କୁଲ ବନ୍ଦ,ସ୍କୁଲ ମିଶ୍ରଣ ଫଳରେ ବାଦ ପଡିଥିବା ସମସ୍ତ ପାଚିକାମାନଙ୍କୁ ଅନ୍ୟତ୍ର ନିଶ୍ଚିତ ନିଯୁକ୍ତି ଯୋଗାଇବା,ପିଲାସଂଖ୍ୟା କମ୍ ଲୋକ ପାଇଁ ବନ୍ଦ ହୋଇଥିବା ୯୬୬ ଓ ୧୪୩୭୯ ପ୍ରାଥମିକ ବିଦ୍ୟାଳୟକୁ ତୁରନ୍ତ ଖୋଲାଯାଇ ପାଚିକାମାନଙ୍କୁ ନିଯୁକ୍ତି ଯୋଗାଇବା,

ପାଚିକାମାନଙ୍କୁ ୧୦ ମାସର ପରିବର୍ତ୍ତେ ୧୨ ମାସର ପାରିଶ୍ରମିକ ପ୍ରଦାନ,କରିବା ସହିତ ୨୦୨୨ ମଇ, ଜୁନ ମାସରେ କାମ କରିଥିବା ସମସ୍ତ ପାଚିକାଙ୍କୁ ପାରିଶ୍ରମିକ ପ୍ରଦାନ କରିବା, ଅବସର କାଳୀନ ବୟସ ସୀମା ୬୨କୁ ବୃଦ୍ଧି କରିବା ସହିତ ୬୦ ବର୍ଷ ପରେ ବାଦ ପଡିଥିବା ପାଚିକାଙ୍କୁ ଅବସର ପ୍ରଦାନ କରିବା, ମଧ୍ୟାନ୍ନ ଭୋଜନ କାମ ବ୍ୟତୀତ ଅନ୍ୟାନ୍ୟ କାମରେ ନିୟୋଜିତ ବନ୍ଦ କରିବା ପାଚିକାମାନଙ୍କୁ ଛୁଟି, ନେବାର ବ୍ୟବସ୍ଥା ସହିତ ସରକାର ନିୟମ ଅନୁଯାୟୀ ପାରିଶ୍ରମିକ ସହିତ ପ୍ରସ୍ଥୂତିକାଳୀନ ଛୁଟିର ବ୍ୟବସ୍ଥା କରିବା,ମଧ୍ୟାହ୍ନ ଭୋଜନକୁ ଅକ୍ଷୟ ପାତ୍ର ଓ ନନ୍ଦୀ ଫାଉଣ୍ଡେସନ୍ ଭଳି ଘରୋଇ ସଂସ୍ଥାକୁ ହସ୍ତାନ୍ତର ବନ୍ଦ କରିବା, ପାଚିକାମାନଙ୍କର ଗତ ୪ ବର୍ଷର ବକେୟା ଶାଢୀ ପ୍ରଦାନ ସହିତ ବର୍ଷକୁ ଦୁଇ ହଳ ଶାଢୀ ପ୍ରଦାନ,ସାମାଜିକ ନିରାପତ୍ତା,

ବୀମାଭୁକ୍ତ କରିବା ବିଭିନ୍ନ ସ୍କୁଲରେ ନୂତନ ଭାବେ ନିଯୁକ୍ତି ପାଉଥିବା ପାଚିକାଙ୍କୁ ନିଯୁକ୍ତି ଦିନଠାରୁ ପାରିଶ୍ରମିକ ପ୍ରଦାନ କରିବା,ଶ୍ରମିକ, ବିରୋଧ ଶ୍ରମ କୋର୍ଡକୁ ବାତିଲ କରିବା,ମଧ୍ୟାହ୍ନ ଭୋଜନ ଓ ପାଚିକା ସହାୟିକା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବଜେଟ୍‌ରେ ଆବଶ୍ୟ କୀୟ ବ୍ୟୟ ବରାଦ କରିବାର ବ୍ୟବସ୍ଥା କରିବା ସହିତ ଛାତ୍ର ମାନଙ୍କର ମୁଣ୍ଡପିଛା ଖାଇବା ଖର୍ଚ୍ଚ ବୃଦ୍ଧି କରିବା,ନୂତନ ଶିକ୍ଷାନୀତି ୨୦୨୦କୁ ବାତିଲ କରିବା। ରାଜେନ୍ଦ୍ର ମାଝୀ,ପାର୍ବୀ ଶବର,ଯୋଶଦା ଶବର,ଇନ୍ଦୀରା ପାତ୍ର,ବିଜୟ ଲକ୍ଷ୍ମୀ ଶବର,ସବିତା ଦଣ୍ଡସେନା,କୁନ୍ତଳା ମାଝୀ,ମିଲି ଶବର,କଳାବତୀ ମାଝୀ,ସାଦବାଣି ଗୈାଡ ଉପସ୍ଥିତ େହାଇ ରହିଥଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version