• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଇନୋଭେଟ୍ ଓଡ଼ିଶା ୨.୦ ଉଦଘାଟିତ : ‘ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଉଦ୍ଭାବନ ଗୁରୁତ୍ୱପୂର୍ଣ୍ଣ’ – ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 30, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
 ଇନୋଭେଟ୍ ଓଡ଼ିଶା ୨.୦ ଉଦଘାଟିତ : ‘ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଉଦ୍ଭାବନ ଗୁରୁତ୍ୱପୂର୍ଣ୍ଣ’ – ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ
Share on FacebookShare on TwitterWhatsapp

୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ଉଦ୍ଭାବନ ଓ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଆଇସି-ନାଲନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ ଏବଂ କାରଖାନା ମେକରସ୍ପେସର ମିଳିତ ଆନୁକୂଲ୍ୟରେ ସେପ୍ଟେମ୍ବର ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଚନ୍ଦକାସ୍ଥିତ ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ଇନୋଭେଟ୍ ଓଡ଼ିଶା ୨.୦ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉଦଘାଟନ କରିଥିଲେ । ୨୪ ଘଂଟିଆ ଏହି ହ୍ୟାକାଥନର ଉଦ୍ଦେଶ୍ୟ ବୈଷୟିକ ଛାତ୍ରଛାତ୍ରୀ ଏବଂ ପେସାଦାରମାନଙ୍କୁ ବାସ୍ତବ ଦୁନିଆର ଆହ୍ୱାନଗୁଡ଼ିକର ସମାଧାନ ନିମନ୍ତେ ସହଯୋଗ, ଉଦ୍ଭାବନ ଏବଂ ସମାଧାନ ପାଇଁ ସଶକ୍ତ କରିବା । ବୈଷୟିକ ଦକ୍ଷତା ପ୍ରଦର୍ଶନ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ପଦ୍ଧତି ସମ୍ପର୍କରେ ଅବଗତ କରାଇବା ପାଇଁ ଇନୋଭେଟ୍ ଓଡ଼ିଶା ଏକ ପ୍ଲାଟଫର୍ମ ପ୍ରଦାନ କରୁଛି । ଏହି କାର୍ଯ୍ୟକ୍ରମରେ ସରକାରୀ ସଂସ୍ଥା, ଶିଳ୍ପନେତା ଏବଂ ଉଦ୍ୟୋଗୀମାନଙ୍କୁ ଏକାଠି କରାଯାଇ ସେମାନଙ୍କର ବୁଦ୍ଧି ଓ ଅଭିଜ୍ଞତା ବାଂଟିବା ସହ ହାକାଥନରେ ଅଂଶଗ୍ରହଣ କରିଥିବା ଯୁବ ଉଦ୍ଭାବକମାନଙ୍କୁ ମାର୍ଗଦର୍ଶନ କରାଯାଇଥିଲା ।

ଉଦଘାଟନୀ ଉତ୍ସବ ଆରମ୍ଭରେ ପ୍ରତୀକାତ୍ମକ ଭାବେ ଚାରାରେ ପାଣି ଦେଇ ଶୁଭାରମ୍ଭ କରାଯାଇଥିଲା । ଏହାପରେ ମାନ୍ୟବର ମନ୍ତ୍ରୀ ପ୍ରେରଣାଦାୟକ ଭାଷଣ ପ୍ରଦାନ କରିଥିଲେ । ଶ୍ରୀ ପାତ୍ର କହିଛନ୍ତି, ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଗୁରୁତ୍ୱପୂର୍ଣ୍ଣ । ଉଦ୍ୟୋଗୀଙ୍କ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିବା, ଶିକ୍ଷାନୁଷ୍ଠାନ, ଶିଳ୍ପ ମଧ୍ୟରେ ସହଯୋଗକୁ ପ୍ରୋତ୍ସାହିତ କରିବା ଏବଂ ନବସୃଜନ ଭିତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ମଧ୍ୟ ସେ ଦୋହରାଇଥିଲେ । ଏଆଇସି ନାଳନ୍ଦା ଗସ୍ତ ସମୟରେ ସେ ଏଆର-ଭିଆର, ଡ୍ରୋନ୍ ଏବଂ ଆଇଓଟି ଭିତିିକ ଟେକନୋଲୋଜି ଉପରେ କାମ କରୁଥିବା ଛାତ୍ର ଉଦ୍ଭାବକ ଏବଂ ଷ୍ଟାର୍ଟଅପ ମାନଙ୍କ ସହ ଆଲୋଚନା କରିଥିଲେ ।

ଇନୋଭେଟ୍ ଓଡ଼ିଶା ହାକାଥନରେ ୨୦ଟି ଦଳ ଅଂଶଗ୍ରହଣ କରୁଥିବା ବେଳେ ଓଡ଼ିଶାର ୧୫ରୁ ଅଧିକ ବୈଷୟିକ ଅନୁଷ୍ଠାନରୁ ୧୨୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରୁଛନ୍ତି । ଦ୍ୱିତୀୟ ସଂସ୍କରଣ ଜେନେରେଟିଭ ଏଆଇ, କ୍ଲାଇମେଟ୍ ଟେକ୍‌, ଡିଜିଟାଲ୍ ଟ୍ୱିନ୍ ଏବଂ ଇଣ୍ଡଷ୍ଟ୍ରି ଅଟୋମେସନ୍ ଭଳି ଉଦୀୟମାନ କ୍ଷେତ୍ର ଉପରେ ଫୋକସ୍ କରାଯାଇଛି । ଉଦଘାଟନୀ ଅଧିବେଶନରେ ଏଆଇସି-ନାଳନ୍ଦାର ସିଇଓ ଶ୍ରୀ ଦୁର୍ଗା ପ୍ରସାଦ ଏବଂ କାରଖାନା ମେକରସ୍ପେସର ପ୍ରତିଷ୍ଠାତା ଶ୍ରୀ ସିଦ୍ଧାର୍ଥ ଭଟ୍ଟର ଉପସ୍ଥିତ ହେବା ସହ ଆଲୋଚନା କରିଥିଲେ ।

—

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version