• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ୫୦୦ ରୁ ଉର୍ଦ୍ଧ୍ବ ପୁରାତନ ଓ ନୂତନ ଛାତ୍ର ଛାତ୍ରୀ ଉପସ୍ଥିତ ଗୁରୁଙ୍କ ପ୍ରତି ସମ୍ମାନ,ଭକ୍ତି ର ବାର୍ତ୍ତା ଦେଲା ଏହି କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 1, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ୫୦୦ ରୁ ଉର୍ଦ୍ଧ୍ବ ପୁରାତନ ଓ ନୂତନ ଛାତ୍ର ଛାତ୍ରୀ ଉପସ୍ଥିତ ଗୁରୁଙ୍କ ପ୍ରତି ସମ୍ମାନ,ଭକ୍ତି ର ବାର୍ତ୍ତା ଦେଲା ଏହି କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଇଛେଳି ପଞ୍ଚାୟତ ରେ ଥିବା ଚିନ୍ତାମଣି ବିଦ୍ୟାପୀଠ , ସମ୍ପଡା ପରିସରରେ ପୁରାତନ ଛାତ୍ର ସଂସଦ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପୁରାତନ ଛାତ୍ର ସଂସଦ ର ସଭାପତି ପ୍ରମୋଦ କୁମାର ଖଣ୍ଡୁଆଳ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା , ବିଶିଷ୍ଟ ଅତିଥି ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ମୁଖ୍ୟ ବକ୍ତା ଚିନ୍ତାମଣି ବିଦ୍ୟାପୀଠ ର ପ୍ରଧାନଶିକ୍ଷକ ଭୀମସେନ ସାହୁ,ସମ୍ମାନୀତ ଅତିଥି ଭାବେ ସମାଜ ସେବୀ ଶଙ୍କର୍ଷଣ ବେହେରା, ନୂଆଗାଁ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଭୀମସେନ ଦାସ,ସି ଆର୍ ସି ସି କୈଳାଶ ନାୟକ ,ବିଜ୍ଞାନ ଶିକ୍ଷକ ବିନାୟକ ପରିଡ଼ା,ହରିହର ତ୍ରିପାଠୀ ,

ହିନ୍ଦୀ ଶିକ୍ଷକ ହୃଷିକେଶ ପ୍ରଧାନ,ସଂସ୍କୃତ ଶିକ୍ଷକ ଗୋପାଳ ଚନ୍ଦ୍ର ରାୟଗୁରୁ ,କ୍ରୀଡା ଶିକ୍ଷକ ପରମାନନ୍ଦ ପରିଡ଼ା,ନୂଆଗାଁ କଲେଜ ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ବାଇଁ, ଜାକେଡା ପଞ୍ଚାୟତ ହାଇସ୍କୁଲ୍ ପ୍ରଧାନ ଶିକ୍ଷୟତ୍ରୀ ,ପୂର୍ବତନ ସରପଞ୍ଚ ଲିଙ୍ଗରାଜ ପରିଡ଼ା,ପୁରାତନ ଛାତ୍ର ସଂସଦ ସମ୍ପାଦକ ସୁଧିର କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା ଶିକ୍ଷକ ପୁରୁଷୋତ୍ତମ ପରିଡ଼ା , ଶିକ୍ଷା କର୍ମଚାରୀ ଯୁଧିଷ୍ଟିର ନାୟକ ,ଚରଣ ମାର୍ଥା ଙ୍କୁ ମାନପତ୍ର , ଉପଢ଼ୌକନ ଦେଇ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।ତତ୍ ସହିତ ସେମାନେ କିପରି ଛାତ୍ର ବତ୍ସଳ, ସମୟାନୁବର୍ତ୍ତିତା,ପରୋପକାରୀ ଥିଲା ସେ ଉପରେ ଗୁଣଗାନ କରିଥିଲେ।

ଅବସର ଗ୍ରହଣ କରିଥିବା ଶିକ୍ଷକ ପୁରୁଷୋତ୍ତମ ପରିଡ଼ା ବିଦ୍ୟାଳୟରେ ଦୀର୍ଘ ୩୬ ବର୍ଷ ଚାକିରୀ କରି ନିରବଚ୍ଛିନ୍ନ ଭାବେ ଶିକ୍ଷାଦାନ କରିବା ସହ ବିଦ୍ୟାଳୟ ର ଉନ୍ନତି ପାଇଁ ପ୍ରଚେଷ୍ଟା ଜାରି ରଖିଥିଲେ ସେ ଉପରେ ପୁରାତନ ଛାତ୍ର ଛାତ୍ରୀ ଙ୍କ ସହ ଅତିଥି ମାନେ ମତବ୍ୟକ୍ତ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ପୁରାତନ ଛାତ୍ର ଗୋଲଖ ବିହାରୀ ଗୋଚ୍ଛାୟତ ପରିଚାଳନା କରିଥିଲେ।ପରିଶେଷରେ ଚିନ୍ତାମଣି ବିଦ୍ୟାପୀଠ ପୁରାତନ ଛାତ୍ର ସଂସଦ ର ଛାତ୍ର ଛାତ୍ରୀ ଏବଂ ନୂତନ ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରା ରେ ଗ୍ରାମ ପରିକ୍ରମା କରାଇ ଅବସର ଗ୍ରହଣ କରିଥିବା ଶିକ୍ଷକ ଓ ଦୁଇଜଣ ଶିକ୍ଷା କର୍ମଚାରୀ ଙ୍କୁ ଛାଡ଼ିବା ପାଇଁ ଘର ପର୍ଯ୍ୟନ୍ତ ଯାଇଥିଲେ।ଏହି କାର୍ଯ୍ୟକ୍ରମ ରେ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ପୁରାତନ ଓ ନୂତନ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି

ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି

October 3, 2026
ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

October 3, 2026
ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

October 3, 2026
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି

ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି

October 3, 2026
ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

ପ୍ରଶାସନ ଶୁଣିଲାନି, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ପରେ ପ୍ରତିଶ୍ରୁତି

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version