• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଜ୍ୟୋତି ଫେଲୋସିପ୍ ପରୀକ୍ଷା ଆୟୋଜିତ – ଭାଗନେଲେ ୧୨୦୦ରୁ ଅଧିକ ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 1, 2024
in ଓଡ଼ିଶା, କଟକ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଜ୍ୟୋତି ଫେଲୋସିପ୍ ପରୀକ୍ଷା ଆୟୋଜିତ – ଭାଗନେଲେ ୧୨୦୦ରୁ ଅଧିକ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଯାଜପୁର  :->  ଟାଟା ଷ୍ଟିଲ ଫାଉଣ୍ଡେସନ ଜ୍ୟୋତି ଫେଲୋସିପ୍ ପରୀକ୍ଷାକୁ ସଫଳତାର ସହ ଆୟୋଜନ କରିଛି, ଯେଉଁଥିରେ ଆର୍ôଥକ ଦୃଷ୍ଟିରୁ ପଛୁଆ ଅନୁସୂଚିତ ଜାତି (ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ପରିବାରର ୧୨୦୦ରୁ ଅଧିକ ଛାତ୍ରଛାତ୍ରୀ ମେଧା ଭିତ୍ତିକ ବୃତ୍ତି ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାର ସୁଯୋଗ ପାଇଛନ୍ତି । ଯାଜପୁର ଜିଲ୍ଲା ଦାନଗଦୀ ଓ ସୁକିନ୍ଦା ବ୍ଲକର ୧୫ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଶିକ୍ଷା ଓ କ୍ୟାରିୟର ଆକାଂକ୍ଷା ପୂରଣ ପାଇଁ ସଶକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ଜ୍ୟୋତି ଫେଲୋସିପ୍ କାର୍ଯ୍ୟକ୍ରମ ଗ୍ରାମୀଣ ଓ ଦୁର୍ଗମ ଅଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ôଥକ ସହାୟତା ପ୍ରଦାନ ଉପରେ ଗୁରୁତ୍ୱ ପ୍ରଦାନ କରିଆସୁଛି ।

ଏଥିରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ୫୦ଟି ବିଦ୍ୟାଳୟ ଓ ୧୨ଟି ମହାବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀ ଭାଗନେଇଥିଲେ । ଗତବର୍ଷ ୧୨୮୧ ଜଣ ଛାତ୍ରଛାତ୍ରୀଙ୍କୁ ଫେଲୋସିପ୍ ପ୍ରଦାନ କରାଯାଇଥିଲା, ଯେଉଁଥିରେ ୭୦ ପ୍ରତିଶତରୁ ଅଧିକ ଛାତ୍ରୀ ଥିଲେ, ଯାହା ଗ୍ରାମୀଣ ଏବଂ ଆଦିବାସୀ ସମ୍ପ୍ରଦାୟର ମହିଳାମାନଙ୍କ ପାଇଁ ଶିକ୍ଷାକୁ ଉପଲବ୍ଧ କରିବାର କାର୍ଯ୍ୟ ଫାଉଣ୍ଡେସନର ପ୍ରତିବଦ୍ଧତାକୁ ଦର୍ଶାଇଥାଏ । ଜ୍ୟୋତି ଫେଲୋସିପ୍ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ର ଶୈକ୍ଷିକ ଉତ୍କର୍ଷତାକୁ ପ୍ରୋତ୍ସାହିତ କରିବା ଏବଂ ଅବହେଳିତ ସମ୍ପ୍ରଦାୟର ଯୁବକମାନଙ୍କୁ ସଶକ୍ତ କରିବା ଏବଂ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ଆବଶ୍ୟକୀୟ ସମ୍ବଳ ପ୍ରଦାନ କରିଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

September 9, 2026
TPNODL launches ‘Solar Rath’ campaign in Baleshwar to accelerate rooftop solar adoption

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

September 9, 2026
 ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ 

TPWODL Joins 3rd National Lok Adalat to Facilitate Resolution of Electricity Theft Cases 

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

September 9, 2026
TPNODL launches ‘Solar Rath’ campaign in Baleshwar to accelerate rooftop solar adoption

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version