• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଞ୍ଜାମ ଜିଲ୍ଲାପାଳଙ୍କ କରୋନା ସମୀକ୍ଷା ; ଅଙ୍ଗନୱାଡ଼ି କେନ୍ଦ୍ର , ଆଦର୍ଶ ପୋଖରୀ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
August 17, 2020
in Uncategorized, ଓଡ଼ିଶା, ହୋମ୍
0
ଗଞ୍ଜାମ ଜିଲ୍ଲାପାଳଙ୍କ କରୋନା ସମୀକ୍ଷା ;   ଅଙ୍ଗନୱାଡ଼ି କେନ୍ଦ୍ର , ଆଦର୍ଶ ପୋଖରୀ ପରିଦର୍ଶନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୭ ଅଗଷ୍ଟ ସୋମବାର) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣ ସାରା ବିଶ୍ୱରେ ଆତଙ୍କ ରଚିଥିବା ବେଳେ ଏହାର ମୁକାବିଲା ସକାଶେ ସରକାର ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରୀ ରହିଛି । ଏକଦା ରାଜ୍ୟର ସର୍ବାଧିକ ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚିତ ମୁକାବିଲା କରାଯିବା ସହ ଗଞ୍ଜାମ ଜିଲ୍ଲ।।କୁ କରୋନା ମୁକ୍ତ କରିବା ସକାଶେ ଉଦ୍ୟମ ଜାରି ରହିଛି । ଫଳସ୍ୱରୁପ ୧ନଂ ସ୍ଥାନରେ ଥିବା ଗଞ୍ଜାମ ଜିଲ୍ଲା ରାଜ୍ୟର ୨ୟ ସ୍ଥାନକୁ ଖସି ଆସିଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସେମାବାର ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ପଂଚାୟତ ସମିତି କାର୍ଯ୍ୟାଳୟରେ

କରୋନାର ମୁକାବିଲା ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିବା ସହ କରୋନାର ସମୀକ୍ଷା କରିଥିଲେ । ସ୍ଥାନୀୟ ବ୍ଳକ ଓ ପୌରାଂଚଳରେ କରୋନାର ସ୍ଥିତି ଓ କରୋନାର ମୁକାବିଲା ସକାଶେ କି କି ପଦକ୍ଷେପ ଗ୍ରହଣ କରାଯାଉଛି , ସେ ନେଇ ପଚାରି ବୁଝିଥିଲେ । ମାସ୍କ ପରିଧାନ, ସାମାଜିକ ଦୁରତ୍ୱ ରକ୍ଷା ଓ ବ୍ରବସାୟିକ ପ୍ରତିଷ୍ଠାନ ଗୁଡ଼ିକରେ ପଂଚସୂତ୍ରୀ ନିୟମକୁ କଡ଼ାକଡ଼ି ପାଳନ କରିବା ଦିଗରେ ଗୁରୁତ୍ୱ ପ୍ରଦାନ କରିବା ଏବଂ କୋଭିଡ଼ ହସପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବ୍ୟକ୍ତିଙ୍କ ସହ ପ୍ରତ୍ୟହ ଯୋଗାଯୋଗ କରିବା ଓ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ଜିଲ୍ଲାପାଳ କୁଲାଙ୍ଗେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

ପରେ ପୋଚିଲିମା ପଂଚାୟତ ଭେଙ୍କେଟରାୟପଲ୍ଲୀ ଅଙ୍ଗନୱାଡ଼ି କେନ୍ଦ୍ର, ଆଦର୍ଶ ଗାଇ ଗୁହାଳ ଓ ସମରଝୋଳ ଆଦର୍ଶ ପୋଖରୀ ବୁଲି ଦେଖିଥିଲେ । ସ୍ଥାନୀୟ ବ୍ଳକର ବିଭିନ୍ନ ପଂଚାୟତରେ କାର୍ଯ୍ୟକାରୀ ହେଉଥିବା ମନରେଗା ଯୋଜନାରେ ଅଧିକ ଶ୍ରମ ଦିବସ ସୃଷ୍ଟି ସହ କାର୍ଯ୍ୟ ଗୁଡ଼ିକୁ ତ୍ୱରାନ୍ନିତ କରିବା ସକାଶେ ବିଡ଼ିଓ ପାତ୍ରକୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ବିଡ଼ିଓ ପ୍ରସନ କୁମାର ପାତ୍ର, ସ୍ଥାନୀୟ କୋଭିଡ଼ କେୟାର ହସପିଟାଲ ନୋଡ଼ାଲ ମେଡ଼ିକାଲ ଚିକିତ୍ସାଧିକାରୀ ଡ଼ାକ୍ତର ଦୁର୍ଗାପ୍ରସାଦ ପଣ୍ଡା, ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜଗଦିଶ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ । ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

October 9, 2026
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version